-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମା ପାଇଁ ଗଛ ଟିଏ କାର୍ଯ୍ଯ କ୍ରମ*- *ଯୋଗ ଦେଲେ ଏସପି ଓ ଡି ଏଫ୍ ଓ*-

16-Jul-2025



(ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାର ବରିଷ୍ଠ ନାଗରିକ  ସଂଘ  ଦ୍ଵାରା ଆୟୋଜିତ ସୋନପୁର ମହାନଦୀ ବ୍ରିଜ ପାର୍ଶ୍ଵସ୍ଥିତ ରିଙ୍ଗ ରୋଡ ର ଉଭୟ ପାର୍ଶ୍ଵରେ ମା ପାଇଁ ଗଛ ଟିଏ କାର୍ଯ୍ଯ କ୍ରମ ରେ ବୃକ୍ଷରୋପଣ କରାଯାଇଥିଲା। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା l ଏହି ସଭାରେ ରେ ସୁବର୍ଣ୍ଣପୁର ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ମୁଖ୍ୟ ଅତିଥି ଓ ସୁବର୍ଣ୍ଣପୁର ବନଖଣ୍ଡ ଅଧିକାରୀ, ଶ୍ରୀ ମଦନ ଲାଲ ଶର୍ମା, ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ଆମ ପୂର୍ବ ପୁରୁଷ ମାନେ ଯେଉଁ ବୃକ୍ଷ ରୋପଣ କରି ଥିଲେ ଆଜି ଆମେ ତାହର ଫଳ ଚାୟା ଗ୍ରହଣ କରୁଛୁ ବଞ୍ଚି ପାରିଛୁ ବୋଲି ମତ ରଖି ଗଛ କୁ ମହାଦେବ ସହିତ ତୁଳନା କରି ସମୁଦ୍ର ମନ୍ଥନ ବେଳେ ମହାଦେବ ବିଷ ପାନ କରି ଏ ପୃଥିବୀ କୁ ବଞ୍ଚାଇ ଥିଲେ ଠିକ ସେହିପରି ଏ ଗଛ ଗ୍ରୀନ ହାଉସ ର କାର୍ବନ ଡ଼ାଇଓକ୍ସଇଡ ଓକ୍ସିଜେନ ଭଳି ସମସ୍ତ ପ୍ରକାର ବିଷାକ୍ତ ଗ୍ୟାସ ଗ୍ରହଣ କରିନିଏ ବୋଲି ଉଦାହରଣ ଦେଇଥିଲେ l

ସୁବର୍ଣ୍ଣପୁର ଜିଲ୍ଲା ର ବରିଷ୍ଠ ନାଗରିକ ସଂଘ  ର ସଭାପତି  ଶ୍ରୀ ଜ୍ୟୋତି ରଞ୍ଜନ ବହିଦାର,  ସମ୍ପାଦକ ଶ୍ରୀ ଜ୍ୟୋତି ରଞ୍ଜନ ପଟ୍ଟନାୟକ ଙ୍କ ସମେତ ଅନ୍ୟ ସମସ୍ତ ସଦସ୍ୟ/ସଦସ୍ୟା ବୃନ୍ଦ, ସଂଘର ଉପଦେଷ୍ଟା ତଥା ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ଶ୍ରୀ ଗୋରେଖ ନାଥ ସାହୁ ସମ୍ବାଦ ପତ୍ର ଓ ବୈଦ୍ୟୁତିକ ଗଣ ମାଧ୍ୟମ ର ପ୍ରତିନିଧି ମାନଙ୍କ ସହିତ ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ତଥା ଜିଲ୍ଲା ପଞ୍ଚାୟତ ଅଧିକାରୀ,ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀ ଉପସ୍ଥିତ ଥିଲେ ।  ଡ଼ଃ ଆର୍ତ୍ତତ୍ରାଣ ବାବୁ, ଉପ ସଭାପତି  ସଭାରେ ଅତିଥି ଓ ଅନ୍ୟ ସମସ୍ତଙ୍କୁ ସ୍ବାଗତ କରିଥିଲେ ।  ଏହି ରିଙ୍ଗ ରୋଡ ର ଉଭୟ ପାର୍ଶ୍ଵରେ ସର୍ବମୋଟ ୫୦୦ (ପାଞ୍ଚଶହ ଗୋଟି)ବିଭିନ୍ନ ପ୍ରକାରର ଛାୟା ଓ ଫଳ ପ୍ରଦାନକାରୀ  ବୃକ୍ଷ ଗୁଡ଼ିକ ରୋପଣ କରାଯିବ ବୋଲି ଏହି ଡି ଏଫ୍ ଓ ଅବସରରେ ପ୍ରକାଶ କରିଥିଲେ ।  ଏହି କାର୍ଯ୍ୟକ୍ରମରେ ସୋନପୁର ର  ସ୍ୱଚ୍ଛ ଭାରତ ସଂଗଠନ, ଗୋପାଳଜୀ ଯୋଗାଳୟ ଓ ବିଭିନ୍ନ  ସ୍ଵେଚ୍ଛାସେବୀ ସଂଗଠନ ର ସଦସ୍ୟ ମାନେ ଅଂଶ ଗ୍ରହଣ କରିଥିଲେ । ଶେଷରେ ସଂଘର କାର୍ଯ୍ୟକାରୀ ସଦସ୍ୟ ଶ୍ରୀ  ପ୍ରଦୀପ ପୁରୋହିତ ଧନ୍ୟବାଦ୍ ଅର୍ପଣ କରିଥିଲେ। ବରିଷ୍ଠ ନାଗରିକ ସଂଘ କୋଷାଧ୍ୟକ୍ଷ ଦିଲ୍ଲୀପ ରଥ, କାର୍ଯ୍ଯ କାରୀ ସଦସ୍ୟ ବ୍ରଜ ମୋହନ ଦାନୀ, ହରିହର ଶତପଥି, ରାଧେ ଶ୍ୟାମ ମିଶ୍ର, ଶ୍ରୀବତ୍ସ ମଲ୍ଲିକ, ବୈକୁଣ୍ଠ ଶତପଥି, ମୃତ୍ୟୁଞ୍ଜୟ ଦାଶ, ବାସୁଦେବ ମିଶ୍ର, ପୂର୍ଣ୍ଣ ଚନ୍ଦ୍ର ଦାଶ, ଲକ୍ଷ୍ମୀ ନାରାୟଣ ମହାନ୍ତି, ଆଦିକନ୍ଦ ମହାପାତ୍ର, କାହୁଁ ମିଶ୍ର,  ତ୍ରିପୁରାରୀ ପଣ୍ଡା, ମିନା ମହାରଣା, ଧୁବେଇ ଚରଣ ମିଶ୍ର, ପ୍ରଦୀପ ସାହୁ, ଉମେଶ ପଣ୍ଡା, ଲୋକ ନାଥ ପଣ୍ଡା, ସୁନା ଧର ହୋତା, ରଘୁ ମଣି ହୋତା, ଶ୍ରୀଧର ବାଗ, ରାଜେନ୍ଦ୍ର ସାହୁ, ଦିଲ୍ଲୀପ ଭୁକ୍ତା, ବିଜୟ ରାୟ ଗୁରୁ , ସମାଜ ସେବୀ ଗରିବ ଲୋଈ, ତରଣୀ ମେହେର, ମନୋଜ ପଣ୍ଡା, ମନୋରଂଜନ ତ୍ରୀପାଠୀ ପ୍ରମୁଖ ଏହି ମହତ୍ କାର୍ଯ୍ୟ ରେ ସାମିଲ ହୋଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like