-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଧର୍ମପ୍ରାଣା ମହିଳା ବିଜୟାଲକ୍ଷ୍ମୀ ସାହୁଙ୍କ ପରଲୋକ

16-Jul-2025



ଭୁବନେଶ୍ୱର, ଭୁବନେଶ୍ୱର ସ୍ଥିତ ନୀଳାଦ୍ରିବିହାର ଅଞ୍ଚଳର ଧର୍ମପ୍ରାଣା ମହିଳା ବିଜୟାଲକ୍ଷ୍ମୀ ସାହୁଙ୍କର ୫୮ ବର୍ଷ ବୟସରେ ପରଲୋକ ଘଟିଛି । ଧର୍ମମାସ ଶ୍ରାବଣର ପ୍ରଥମ ସୋମବାର ବିଳମ୍ବିତ ରାତିରେ ଇହଧାମ ଛାଡି ସ୍ୱର୍ଗଧାମକୁ ବାହୁଡି ଯାଇଛନ୍ତି ବିଜୟାଲକ୍ଷ୍ମୀ । ନୀଳାଦ୍ରିବିହାର ଯୁବ ସାଂସ୍କୃତିକ ସଙ୍ଘର ବରିଷ୍ଠ କର୍ମକର୍ତ୍ତା ପ୍ରକାଶ ଚନ୍ଦ୍ର ସାହୁଙ୍କର ସେ ଧର୍ମପତ୍ନୀ ଥିଲେ । ସେ ଜଣେ ମେଳାପୀ, ପରୋପକାରୀ, ମିଷ୍ଠଭାଷୀ, ସରଳ, ନିଷ୍କପଟ, ଧର୍ମପ୍ରାଣା ମହିଳା ଥିଲେ । ମୃତ୍ୟୁ ଶଯ୍ୟା ପାଖରେ ତାଙ୍କର ଏକ ମାତ୍ର ପୁତ୍ର ଶୁଭ୍ରଜିତ ମହାପାତ୍ର, ପୁତ୍ରବଧୁ ସସ୍ମିତା ସାହୁ, ଭଣଜା ରାଜେଶ କୁମାର ସାହୁ, ସଂଘର ସଭାପତି ଡ଼ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ, ସାଂସ୍କୃତିକ ସମ୍ପାଦକ ବଟକୃଷ୍ଣ ପଣ୍ଡା, ସଭ୍ୟ ସୁକାନ୍ତ ରାଉତ, କୁମାର ବାରିକ, ଅର୍ଜୁନ ଦେହୁରୀ, ଲାଲ ମୋହନ ପଟ୍ଟନାୟକ, ନିରଞ୍ଜନ ସାହୁ, ମଦନ ମୋହନ ପୃଷ୍ଟି, ବନ୍ଧୁ ବାନ୍ଧବ, ଅଂଚଳର ବ୍ୟକ୍ତି ବିଶେଷ ଓ ସଂଘର  ଅନ୍ୟ ସଭ୍ୟ ସଭ୍ୟା ବୃନ୍ଦ ଉପସ୍ଥିତ ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଂଚଳରେ  ଶୋକର ଛାୟା ଖେଳି ଯାଇଛି । ତାଙ୍କ ମୃତ୍ୟୁର ଖବର ପାଇ ସ୍ଥାନୀୟ ଅଞ୍ଚଳର ବହୁ ରାଜନେତା ଓ ଜନସାଧାରଣ ନୀଳାଦ୍ରିବିହାର ସ୍ଥିତ ବାସଭବନରେ ପହଞ୍ଚି ସ୍ୱର୍ଗତ ଆତ୍ମାର ସଦଗତି କାମନା କରିବା ସହିତ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପରେ ପରେ ଯୁବ ସାଂସ୍କୃତିକ ସଙ୍ଘର ନେତୃତ୍ୱରେ ତାଙ୍କ ମରଶରୀରକୁ ନୀଳାଦ୍ରୀବିହାରରୁ ଶୋଭାଯାତ୍ରାରେ ଶାଶୁଘର ବାଲିଅନ୍ତା ରଅଡପଡାକୁ ନିଆଯାଇଥିଲା । ସେଠାରେ ବନ୍ଧୁ ପରିଜନଙ୍କ ଶେଷ ଦର୍ଶନ ପରେ ପୁରୀ ସ୍ୱର୍ଗଦ୍ୱାର ଠାରେ ପୁତ୍ର ଦ୍ୱାରା ମୁଖାଗ୍ନି ସହ ତାଙ୍କର ଶେଷକୃତ ସମ୍ପନ୍ନ କରାଯାଇଥିଲା  । ଅନ୍ତ୍ୟେଷ୍ଟି କ୍ରିୟା କର୍ମର ସମସ୍ତ କାର୍ଯ୍ୟକର୍ମ ତାଙ୍କ ଗ୍ରାମରେ ସମ୍ପର୍ଣ କରାଯିବ ବୋଲି ପରିବାର ସୂତ୍ରରୁ ପ୍ରକାଶ କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like