-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||     

HOME   ଜିଲ୍ଲା

ଆସନ୍ତା କାଲି ସୋନପୁର ବନ୍ଦ ନେଇ କଂଗ୍ରେସ ଦଳର ପ୍ରେସମିଟ

16-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଆସନ୍ତା କାଲି ଓଡ଼ିଶା କଂଗ୍ରେସ ପକ୍ଷରୁ ସାରା ଓଡ଼ିଶା ବନ୍ଦ ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ବନ୍ଦ ଡାକରା ଦେଇଛି ଜିଲ୍ଲା କଂଗ୍ରେସ । ବାଲେଶ୍ଵର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ର ଅସହାୟ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଉଦ୍ୟମ ପରେ ଦୁଇ ଦିନ ଏମସରେ ଚିକିତ୍ସିତ ହେବା ପରେ ଆଖି ବୁଜିଲେ। ଜଣେ ଅଧ୍ୟାପକଙ୍କ ଯୌନ ଆବେଦନ ଓ ନିର୍ଯାତନା ବିରୋଧରେ ଛାତ୍ରୀ ଜଣକ ୬ ମାସ କାଳ ବିଭିନ୍ନ ସମୟରେ କଲେଜ୍ କର୍ତ୍ତୃପକ୍ଷ, ଜିଲ୍ଲା ଓ ପୋଲିସ ପ୍ରଶାସନ, ବିଧାୟକ , ସାଂସଦ, ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ, ଗୃହବିଭାଗ ଦାୟିତ୍ଵରେ ଥିବା ମୁଖ୍ୟମନ୍ତ୍ରୀ, ଜାତୀୟ ମହିଳା ଆୟୋଗ ପ୍ରମୁଖଙ୍କୁ ନ୍ୟାୟ ପାଇଁ କାକୁତି ମିନତି ସତ୍ତ୍ୱେ କେହି ତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସି ନ ଥିଲେ। ଏହି ଘଟଣା ପାଇଁ ସରକାର ଙ୍କୁ ଦାୟୀ କରି କଂଗ୍ରେସ ଓ ସମସ୍ତ ବାମପନ୍ଥୀ ଦଳ ତରଫରୁ ଆସନ୍ତା କାଲି ଜୁଲାଇ ୧୭ ତାରିଖ ସକାଳ ୬ ରୁ ସଂଧ୍ୟା ୬ ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜ୍, ଯାନବାହନ, କାର୍ଯ୍ୟାଳୟ ଦପ୍ତର ଓ ବ୍ୟବସାୟୀକ ପ୍ରତିଷ୍ଠାନ ବନ୍ଦ ହେବା ନେଇ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ଦଳ ଓ ବାମପନ୍ଥୀ ଦଳ। ଆଜି ପ୍ରେସମିଟ୍ ରେ କଂଗ୍ରେସ ଦଳ ଓ ବାମପନ୍ଥୀ ଦଳର ଗୌରୀଶ୍ୟାମ ପଣ୍ଡା, ସୁଧୀର ପଣ୍ଡା, ଗତଥର ସୋନପୁର ର ବିଧାୟକ ପ୍ରାର୍ଥୀ ପ୍ରିୟବତ୍ର ସାହୁ, ରାଜେଶ୍ ମିଶ୍ର, ରଞ୍ଜିତ ରାୟ, କର୍ଣ୍ଣରାଜ ପ୍ରଧାନ, ଭରତ ଜେନା, ଭାଗିରଥି ବଗର୍ତ୍ତି, ସଂଗ୍ରାମ କେଶରୀ ନାୟକ ପ୍ରମୁଖଙ୍କ ସହ କଂଗ୍ରେସ ଦଳ ଓ ବାମପନ୍ଥୀ ଦଳର ଅନେକ ସଦସ୍ୟ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026

You Might Also Like