-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ନୁଆଁପଡା ସ୍ଥିତ ରେଳ ଫାଟକ କୁ ବନ୍ଦ ନ କରିବାକୁ ଦାବୀ କରିବା ସହ ଧାରଣା ଦେଲେ ଗ୍ରାମବାସୀ

17-Jul-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ସ୍ଥିତ ନୁଆଁପଡା ରେଳ ଫାଟକ କୁ ବନ୍ଦ ନ କରିବାକୁ ଦାବୀ କରି ଫାଟକ ର ଉଭୟ ପାର୍ଶ୍ଵ ରେ ଧାରଣା ଦେଲେ ସ୍ଥାନୀୟ ବାସିନ୍ଦା।ଲୋଇସିଂହା ନୁଆଁପଡା ରେଳ ଫାଟକ ଦେଇ ଅଂଚଳ ବାସୀ ସୋନପୁର ଜିଲ୍ଲା କୁ ଯିବା ଆସିବା କରିଥାନ୍ତି।ହେଲେ ରେଳ ବିଭାଗ କିଛି ଦିନ ପୂର୍ବରୁ ଉକ୍ତ ଫାଟକ କୁ ବନ୍ଦ କରିବା ପାଇଁ ଜନସାଧାରଣ ଙ୍କୁ ନୋଟିସ ଦେଇ ଆଜି ଫାଟକ ବନ୍ଦ କରିବା ସକାଶେ କାର୍ଯ୍ୟାରମ୍ଭ କରୁଥିବା ବେଳେ ସ୍ଥାନୀୟ ଲୋକେ ପ୍ରତିବାଦ କରିଥିଲେ ଏବଂ ଫାଟକ ର ଉଭୟ ପାର୍ଶ୍ୱରେ ଧାରଣା ରେ ବସି ରେଳ ଫାଟକ ବନ୍ଦ ନ କରିବାକୁ ଦାବୀ କରିଥିଲେ।ଆନ୍ଦୋଳନକାରୀ ଙ୍କ କହିବା ମୁତାବକ ରେଳ ଫାଟକ ର ଗୋଟିଏ ପାର୍ଶ୍ଵରେ ବିଭିନ୍ନ ଶିକ୍ଷାନୁଷ୍ଠାନ ,ଖେଳ ପଡିଆ,ବ୍ୟାଙ୍କ ଥିବା ବେଳେ ଅନ୍ୟ ପାର୍ଶ୍ୱରେ ପଶୁଡାକ୍ତର ଖାନା,ସାପ୍ତାହିକ ବଜାର ରହିଛି। ରେଳ ଲାଇନ ର ଗୋଟିଏ ପାର୍ଶ୍ୱରେ  ନୁଆଁପଡା,ତିଅରପଡା,ଚମାର ପଡା,କୁମ୍ଭାର ପଡା,ମେହେନ୍ତର ପଡା,ହରିଜନ ପଡା,ସଅଁରା ପଡା ସହ କେଉଁଟିପାଲି,ପାନେସର,ଲୁହୁରାପାଲି ଇତ୍ୟାଦି ଗ୍ରାମ ରୁ ଶହଶହ ଛାତ୍ରଛାତ୍ରୀ ଅନ୍ୟ ପାର୍ଶ୍ୱ କୁ ପଢିବା ପାଇଁ ଯାଉଥିବା ବେଳେ ହଜାର ହଜାର ଲୋକେ ଏହି ଫାଟକ ଉପରେ ନିର୍ଭର କରନ୍ତି।ଏହି ଫାଟକ ବନ୍ଦ ହେଲେ ଅଧିକ ଦେଢ଼ କିଲୋମିଟର ରାସ୍ତା ଅତିକ୍ରମ କରିବାକୁ ପଡ଼ିବ।ଫଳରେ ଲୋକେ ଅନେକ ସମସ୍ୟା ର ସମ୍ମୁଖୀନ ହେବେ।ଏଣୁ ଅଂଚଳ ବାସୀ ଧାରଣା ଦେବା ସହ ଧାରଣା ଦେବା ସହ ଫାଟକ ବନ୍ଦ ନ କରିବାକୁ ଦାବୀ କରିଛନ୍ତି।ଧାରଣସ୍ଥଳ କୁ ରେଳ ବିଭାଗ ତରଫରୁ ଏ.ଡି.ଇ.ଏନ ମନୋଜ କୁମାର ଓଝା,ଲୋଇସିଂହା ତହସିଲଦାର ସଂଘମିତ୍ରା କାର୍ଲୋ ଆସି ଆନ୍ଦୋଳନକାରୀ ଙ୍କ ସହ ଆଲୋଚନା କରି  ୬ ଦିନ ର ମହଲତ ଦେବା ପରେ ଧାରଣାସ୍ଥଳ ରୁ ଉଠିଥିଲେ ଆନ୍ଦୋଳନକାରୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like