-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ସୌମ୍ୟଶ୍ରୀଙ୍କୁ ନ୍ୟାୟ ଦାବି ରେ କଂଗ୍ରେସ ର ୧୨ଘଣ୍ଟିଆ ଓଡିଶା ବନ୍ଦ: କଣ୍ଟାମାଳରେ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜୀବନଯାତ୍ରା ଠପ

17-Jul-2025



କଣ୍ଟାମାଳ(ଜୟ କୁମାର ମହାରଣା): ବାଲେଶ୍ୱର ଫକୀର ମୋହନ କଲେଜ ର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ୧୨ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ ଆଜି ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହାକୁ ସମର୍ଥନ କରିଛି     l   କଣ୍ଟାମାଳ ବ୍ଲକ କଂଗ୍ରେସ ସଭାପତି ସୁଶାନ୍ତ ମଲ୍ଲିକ ଙ୍କ ନେତୃତ୍ୱରେ ଆଜି

ସକାଳ ୬ଘଣ୍ଟା ଠାରୁ କଣ୍ଟାମାଳ କଂଗ୍ରେସ କାର୍ଯ୍ୟକର୍ତ୍ତା ମାନେ ପିକେଟିଂ କରି କଣ୍ଟାମାଳ ରେ ଯାନବାହାନ ଚଳାଚଳ ସହ ସ୍କୁଲ, କଲେଜ, ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ ବ୍ୟାଙ୍କ ଆଦି ବନ୍ଦ କରିଥିଲେ । ବନ୍ଦ ଯୋଗୁଁ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ଠପ ହୋଇଯାଇଛି l ବାଲେଶ୍ଵର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ର ଅସହାୟ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଉଦ୍ୟମ ପରେ ଦୁଇ ଦିନ ଏମସରେ ଚିକିତ୍ସିତ ହେବା ପରେ ଆଖି ବୁଜିଲେ। ଜଣେ ଅଧ୍ୟାପକଙ୍କ ଯୌନ ଆବେଦନ ଓ ନିର୍ଯାତନା ବିରୋଧରେ ଛାତ୍ରୀ ଜଣକ ୬ ମାସ କାଳ ବିଭିନ୍ନ ସମୟରେ କଲେଜ୍ କର୍ତ୍ତୃପକ୍ଷ, ଜିଲ୍ଲା ଓ ପୋଲିସ ପ୍ରଶାସନ, ବିଧାୟକ , ସାଂସଦ, ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ, ଗୃହବିଭାଗ ଦାୟିତ୍ଵରେ ଥିବା ମୁଖ୍ୟମନ୍ତ୍ରୀ, ଜାତୀୟ ମହିଳା ଆୟୋଗ ପ୍ରମୁଖଙ୍କୁ ନ୍ୟାୟ ପାଇଁ କାକୁତି ମିନତି ସତ୍ତ୍ୱେ କେହି ତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସି ନ ଥିଲେ। ଏପରିକି ଜନୈକ ବିଭାଗୀୟ ଏଚଓଡି ଙ୍କ ମନ୍ଦ ପ୍ରରୋଚନାରେ ନିଜ ସହପାଠୀ ମାନେ ତାଙ୍କୁ ବିରୋଧ ଓ ଆକ୍ଷେପ କରି ମାନସିକ ନିର୍ଯ୍ୟାତନା ଦେଇଥିଲେ  l   ଏହି ଘଟଣା ପାଇଁ ସରକାର ଙ୍କୁ ଦାୟୀ କରି କଂଗ୍ରେସ ଓ ସମସ୍ତ ବାମପନ୍ଥୀ ଦଳ ତରଫରୁ ଆଜି ସକାଳ ୬ ରୁ ସଂଧ୍ୟା ୬ ପର୍ଯ୍ୟନ୍ତ

ସମସ୍ତ ସ୍କୁଲ, କଲେଜ୍, ଯାନବାହନ ଚଳାଚଳ, ସରକାରୀ ବେସରକାରୀ କାର୍ଯ୍ୟାଳୟ,ବ୍ୟାଙ୍କ,ଦପ୍ତର ଓ ବ୍ୟବସାୟୀକ ପ୍ରତିଷ୍ଠାନ ବନ୍ଦ ରହିଛି  l ଏଥିରେ କଣ୍ଟାମାଳ ବ୍ଲକ କଂଗ୍ରେସ ର ଶୁକଦେବ ମଙ୍ଗରାଜ, ମକୁନ୍ଦ ନାଏକ, ସୁନାଧର ପୁଟେଲ, ସରୋଜ ସାହୁ, ନିବାସ ବାରିଜ, ବିଶ୍ଵାମିତ୍ର ପାଢ଼ୀ, ବ୍ରଜମୋହନ ବାରିକ,କେଶବ ଚନ୍ଦ୍ର କ୍ଷେତ୍ତି     ପ୍ରମୁଖଙ୍କ ସହ କଂଗ୍ରେସ ଦଳ ଓ ବାମପନ୍ଥୀ ଦଳର ଅନେକ ସଦସ୍ୟ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like