-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ଏଫ୍ ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣା: ବଲାଙ୍ଗୀର ଜିଲ୍ଲା କଂଗ୍ରେସ ପକ୍ଷରୁ ବଲାଙ୍ଗୀର ବନ୍ଦ; ବନ୍ଦକୁ ସ୍ୱତଃସ୍ଫୂର୍ତ୍ତ ସମର୍ଥନ

17-Jul-2025



ବଲାଙ୍ଗୀର (ବିନୋଦ ଦୀପ): କଲେଜର ଅଧ୍ୟକ୍ଷଙ୍କ ନିର୍ଯ୍ୟତନା ସହି ନପାରି ବାଲେଶ୍ଵର ଫକୀର ମୋହନ କଲେଜ ର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମlହୁତି ଘଟଣାକୁ କେନ୍ଦ୍ର କରି ଆଜି ରାଜ୍ଯ କଂଗ୍ରେସ ତରଫରୁ ୧୨ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆ ଯାଇଛି l ଏହି ପରିପ୍ରେକ୍ଷୀରେ ଆଜି ବଲାଙ୍ଗିର କଂଗ୍ରେସ କମିଟି ଡାକରାରେ ଆହୁତ ବଲାଙ୍ଗୀର ବନ୍ଦ ଡାକରା ସମ୍ପୂର୍ଣ୍ଣ ସଫଳ ହୋଇଛି l ଆଜି ବଲାଙ୍ଗୀରର ସମସ୍ତ ଦୋକାନ ବଜାର, ଗାଡି ମୋଟର ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ, ବ୍ୟାଙ୍କ, ପୋଷ୍ଟ ଅଫିସ ଆଦି ବନ୍ଦ ରହିଥିଲା l ତେବେ ବଲାଙ୍ଗୀର ସିଭିଲ କୋର୍ଟ କାମ ସମ୍ପୂର୍ଣ୍ଣ ସ୍ୱାଭାବିକ ରହିଥିବା ବେଳେ ଜରୁରୀକାଳୀନ ସେବା ଯେଭଳି ପ୍ରଭାବିତ ନହେବ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି l ଏଫ୍ ଏମ୍ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାର ନ୍ୟାୟିକ ତଦନ୍ତ ଓ  ଏଥିରେ କଲେଜ କର୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରାଯିବା ସହ ରାଜ୍ଯ ଓ କେନ୍ଦ୍ର ନେତୃତ୍ୱାଧୀନ ବିଜେପି ସରକାରର ନାରୀ ସମାଜ ପ୍ରତି ହେୟଜ୍ଞାନ ମନୋଭାବର ଏକ ନମୁନା ବୋଲି କଂଗ୍ରେସ ଦଳ ପକ୍ଷରୁ କୁହାଯାଇଛି l ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା କଂଗ୍ରେସର କର୍ମକର୍ତ୍ତା ଏକଜୁଟ ହୋଇ ଏପରି ଏକ ସମ୍ବେଦନଶୀଳ ଘଟଣାକୁ ଦୃଢ଼ ନିନ୍ଦା କରିବା ସହ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ଅସଫଳ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ଇସ୍ତଫା ଦାବି କରିଛନ୍ତି l ଆଜିର ବନ୍ଦକୁ କଂଗ୍ରେସ ସମେତ ଏ ଆଇ ଡି ଏସ୍ ଓ  ପରି ଛାତ୍ର ସଂଗଠନ ମାନେ ସମର୍ଥନ କରିଛନ୍ତି l ଆଜି ସ୍ଥାନୀୟ କଚେରୀ ଛକ ଠାରେ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ନାରାବାଜି କରିଥିଲେ ଶତାଧିକ କଂଗ୍ରେସ କର୍ମୀ l ଆଜି ବନ୍ଦ ଯୋଗୁଁ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ବ୍ୟାହତ ହୋଇଥିବା ଯୋଗୁଁ ଅନ୍ୟସ୍ଥାନକୁ ଯିବାକୁ ଥିବା ଯାତ୍ରୀ ମାନେ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like