-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ତାଲଗାଁ ବନରକ୍ଷୀଙ୍କ କାର୍ଯ୍ୟାଳୟ ଉଦ୍ଦଘାଟିତ

17-Jul-2025



ବରପାଲି (ସୁଦାମ ଦୀପ ) ବରଗଡ଼ ଜିଲ୍ଲା ବରପାଲି ବ୍ଲକ  ଅନ୍ତର୍ଗତ ତାଳଗାଁ ବନରକ୍ଷୀଙ୍କ ବାସଗୃହ ଓ କାର୍ଯ୍ୟାଳୟର ତୁଲଣ୍ଡୀ ଠାରେ ଶୁଭ ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ବିଧାୟକ ବିଜେପୁର ସନତ କୁମାର ଗଡ଼ତିଆ,  ସଂଯୁକ୍ତା ସାହୁ ଜିଲ୍ଲା ପରିଷଦ,  ବିକ୍ରମ ଦେବ ପଟ୍ଟନାୟକ ବନଖଣ୍ଡ ଅଧିକାରୀ ବରଗଡ଼, ଡ଼. ହରମୋହନ ରଥ ସହକାରୀ ବନ ସଂରକ୍ଷକ ବରଗଡ଼, ଆରତୀ ନେଗୀ ବନଞ୍ଚଳ ଅଧିକାରୀ ବରଗଡ଼, ରୁକ୍ମଣ ମେହେର ତହସିଲଦାର ବରପାଲି,  ଶଶୀକାନ୍ତ ମଲ୍ଲିକ ବନପାଳ ବରପାଲିଙ୍କ ସମସ୍ତ କାର୍ଯ୍ୟର ତଦାରଖ ଓ ପରିଚାଳନା ସଫଳ ସଂପାଦନା କରିଥିଲେ ।  ଚୁମକି ମହାପାତ୍ର ବନପାଳ ତୁଲଣ୍ଡି ଓ ବରଗଡ଼ ବନାଞ୍ଚଳର ସମସ୍ତ ବନ କର୍ମଚାରୀଙ୍କ କାର୍ଯ୍ୟାଳୟ ପରିଷର ମଧ୍ୟରେ ଉପସ୍ଥିତିରେ ବିଧାୟକ ଶ୍ରୀଯୁକ୍ତ ଗଡତିଆ ନାଲିଫିତା କାଟି ଗୃହର ଶୁଭ ଉଦ୍ଦଘାଟନ କରିବା ସଙ୍ଗେ ସଙ୍ଗେ ବୃକ୍ଷ ରୋପଣ ମଧ୍ୟ କରିଥିଲେ । ତୁଲଣ୍ଡୀକୁ ଲାଗି ବିରାଟ ଜଙ୍ଗଳକୁ ସୁରକ୍ଷା ପ୍ରଦାନ କରିବା ପାଇଁ କାର୍ଯ୍ୟଳୟ ସାଙ୍ଗକୁ ଫରେଷ୍ଟ ଗାଡ଼ ରହିବା ପାଇଁ ମଧ୍ୟ ବାସଗୃହ ନିର୍ମାଣ ହୋଇଛି । ତୁଲଣ୍ଡୀ ଗ୍ରାମ ପଞ୍ଚାୟତରେ ଥିବା ଜଙ୍ଗଳ ପରିବେଶ ବଞ୍ଚାଇବା ପାଇଁ ସରକାରଙ୍କ କାମକୁ ବେଶ ପ୍ରଂଶସା କରିଛନ୍ତି ସ୍ଥାନୀୟ ଗ୍ରାମବାସୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like