-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା କଂଗ୍ରେସ କମିଟି ପକ୍ଷ ରୁ ଜିଲ୍ଲା ବ୍ୟାପୀ ଶାନ୍ତି ପୂର୍ଣ୍ଣ ବନ୍ଦ ପାଳିତ, ଜିଲ୍ଲା ର ଦୁଇ ଗୋଟି ନିର୍ବାଚନ ମଣ୍ଡଳୀ ରେ ସଫଳ ବନ୍ଦ ପାଳିତ

17-Jul-2025



(ଡୋଲେଶ୍ୱର ବାଗ)
ନୂଆପଡ଼ା ଜିଲ୍ଲା ର ପାଞ୍ଚ ଗୋଟି ବ୍ଲକ ଏବଂ ତିନି ଗୋଟି ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳିତ ହୋଇଯାଇଅଛି। ପ୍ରଦେଶ କଂଗ୍ରେସ୍ କମିଟି ଆହ୍ବାନ କ୍ରମେ ଖଡିଆଳ ଠାରେ ବନ୍ଦ ପାଳନ୍ କୁ କମଲ ଚରଣ ତାଣ୍ଡି ନେତୃତ୍ୱ ନେଇଥିବା ବେଳେ ନୂଆପଡ଼ା ଠାରେ ଜିଲ୍ଲା ସଭାପତି ସୁରେଶ ଆଜାଦ୍ ଏବଂ ଜିଲ୍ଲା ସଂଯୋଜକ ଘାସିରାମ ମାଝୀ ନେତୃତ୍ୱ ନେଇଛନ୍ତି।  ଜିଲ୍ଲା ଦେଇ ଯାଇଥିବା ୩୫୩ ନମ୍ୱର୍ ଜାତୀୟ ରାଜପଥ କୁ ବିଭିନ୍ନ ସ୍ଥାନ ରେ ଅବରୋଧ ହୋଇଥିବା ବେଳେ ବିଜୁ ଏକ୍ସପ୍ରେସ ୱେ କୁ ମଧ୍ୟ ବିଭିନ୍ନ ସ୍ଥାନ ରେ ଅବରୋଧ କରିଛନ୍ତି। ବାଇକ୍ ଶୋଭାଯାତ୍ରା ଖଡିଆଳ ନଗର ପରିକ୍ରମା କରି ବନ୍ଦ ଡାକରା କୁ ସଫଳ କରିଥିଲେ। ଏହି ବନ୍ଦ ପାଳନ ରେ ଦୋକାନ ବଜାର, ଶିକ୍ଷା ଅନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ, ବେସରକାରୀ ଅନୁଷ୍ଠାନ ସମେତ ସମସ୍ତ ବ୍ୟାଙ୍କ୍ ବନ୍ଦ ରହିଥିଲା। ଆତ୍ମାହୁତି ଦେଇଥିବା ଛାତ୍ରୀଙ୍କ ପ୍ରତି ଉପଯୁକ୍ତ ନ୍ୟାୟ ପ୍ରଦାନ ଦାବୀ କରିଥିବା ବେଳେ ଆସନ୍ତା ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ପ୍ରକାଶ କରିଛନ୍ତି। ନୂଆପଡ଼ା ଠାରେ ଆଲୋକ ଗୁରୁ, ଭରତ ଲାଲ ରାଉତ, ଅଭୟ ଯୋଷୀ, ମୂରଲୀଧର ନାଏକ, ହୀରା ମାଝୀ ଦେବଦତ୍ତ ଦୀକ୍ଷିତ, ହେମୁ ନିଆଲ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk