-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||     

HOME   ରାଜ୍ୟ

ନାରୀଙ୍କୁ ସୁରକ୍ଷା ଦେବାରେ ବିଫଳ ମୁଖ୍ୟମନ୍ତ୍ରୀ ତୁରନ୍ତ ଇସ୍ତାଫା ଦିଅନ୍ତୁ - ନରସିଂହ

17-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର): ନାରୀ ନିର୍ଯ୍ୟାତନା, ଧର୍ଷଣ, ଅତ୍ୟାଚାର ଘଟଣା ରାଜ୍ୟରେ ଚରମ ସୀମାରେ ପହଂଚିଛି । ସରକାର କୁ ବାରମ୍ବାର ସତର୍କ କଲେ ମଧ୍ୟ ସରକାର କର୍ଣ୍ଣପାତ କରୁନାହାନ୍ତି। ନିର୍ଯ୍ୟାତିତା କିମ୍ବା ପୀଡିତା ନାରୀଙ୍କୁ ସୁରକ୍ଷା ଦେବାର ଦୂରର କଥା ଏହି ସରକାରକୁ ନିର୍ଯ୍ୟାତିତା ନାରୀ ନ୍ୟାୟ ପାଇଁ କରୁଥିବା ଗୁହାରିକୁ ମଧ୍ୟ ଅଣଦେଖା କରୁଛି ଏହାର ସଦ୍ୟ ଉଦାହରଣ ହେଲା ସୈାମ୍ୟାଶ୍ରୀ ବିଶି ଘଟଣା । ମୃତା ସୌମ୍ୟାଶ୍ରୀ ତାଙ୍କୁ କରାଯାଇଥିବା ନିର୍ଯ୍ୟାତନା ସମସ୍ତଙ୍କୁ ଗୁହାରି କରିଛନ୍ତି। ରାଜ୍ୟର ମୁଖ୍ୟମନ୍ତ୍ରୀ, ଶିକ୍ଷାମନ୍ତ୍ରୀ, ସ୍ଥାନୀୟ ସାଂସଦ, ବିଧାୟକ ଏବଂ ପୋଲିସ ବିଭାଗକୁ ପୀଡିତା କଲେଜ ରେ ତାଙ୍କୁ କରାଯାଇଥିବା ଅତ୍ୟାଚାରର ନ୍ୟାୟ ପାଇଁ ସମସ୍ତଙ୍କୁ ଜଣାଇଛନ୍ତି । ତାଙ୍କର ଅଭିଯୋଗକୁ କେହି କର୍ଣ୍ଣପାତ ନ କରିବାରୁ ଶେଷରେ ସେ ହତୋତ୍ସାହିତ ହୋଇ ନିଜ ଜିବନ ହାରିଲେ । ତେଣୁ ସରକାର ନାରୀ ନିର୍ଯ୍ୟାତନା ରୋକି ପାରୁ ନଥିବା ବେଳେ ଜଣେ ନିର୍ଯ୍ୟାତିିତା ଛାତ୍ରୀ ସମସ୍ତଙ୍କୁ ବାରମ୍ବାର ନ୍ୟାୟ ପାଇଁ ଗୁହାରି  କରିବା ସତ୍ୱେ ମଧ୍ୟ ତାକୁ ନ୍ୟାୟ ଦେବାରେ ହେଳା କରିଥିବା ମୁଖ୍ୟମନ୍ତ୍ରୀ ତୁରନ୍ତ ଇସ୍ତାଫା ଦିଅନ୍ତୁ ବୋଲି ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର କ୍ଷୋଭର ସହ ଦାବି ଜଣାଇଛନ୍ତି । ସେ ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ଆହୁରି ମଧ୍ୟ କହିଛନ୍ତି ଯେ ମୃତା ଛାତ୍ରୀ ସୌମ୍ୟଶ୍ରୀକୁ ନ୍ୟାୟ ଦାବିରେ ରାଜ୍ୟର ୭ଟି ଦଳ ଡାକରା ଦେଇଥିବା ୧୨ ଘଣ୍ଟିଆ ହରତାଲ କୁ ଲୋକେ ସ୍ୱତଃସ୍ପୃର୍ତ ଭାବେ ସମର୍ଥନ ଦେଇ ନିଜ ନିଜର ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ କରି ଜନସାଧାରଣ ଏହି ହରତାଳ ରେ ସାମିଲ ହୋଇଥିବାରୁ ରାଜ୍ୟବାସୀଙ୍କୁ ଶ୍ରୀ ମିଶ୍ର ଧନ୍ୟବାଦ ଦେବା ସହ କୃତଜ୍ଞତା ଜଣାଇଛନ୍ତି । ଏଭଳି ଅଦ୍ଭୁତପୂର୍ବ ଶାନ୍ତିପୂର୍ଣ୍ଣ ହରତାଲ ସୂଚାଉଛି ଯେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଶାସନ ଉପରେ ଲୋକଙ୍କର ଆଉ ଆସ୍ଥା ନାହିଁ । ତେଣୁ ମୁଖ୍ୟମନ୍ତ୍ରୀ ତୁରନ୍ତ ଇସ୍ତାଫା ଦିଅନ୍ତୁ ବୋଲି ପୂର୍ବତନ ଆଇନମନ୍ତ୍ରୀ ଶ୍ରୀ ମିଶ୍ର ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026

You Might Also Like