-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବାଲିଗୁଡାରେ ବନ୍ଦର ପ୍ରଭାବ : ଜାତୀୟ ରାଜପଥ ଅବରୋଧ, ଯାନବାହାନ ଠପ : ଦୋକାନ ବଜାର ବନ୍ଦ

17-Jul-2025



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ବାଲେଶ୍ବର ଫକୀର ମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଓ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ର ବନ୍ଦ ଡାକରା କ୍ରମେ ବାଲିଗୁଡା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡିଶା ବନ୍ଦ ଡାକରା ସମ୍ପୂର୍ଣ୍ଣ ସଫଳ ହୋଇଛି। ସକାଳ ୬ଟାରୁ କଂଗ୍ରେସ କର୍ମୀ ମାନେ ଟାଉନ ର ବିଭିନ୍ନ ଛକରେ ବ୍ୟାନର ଲଗାଇ ରାସ୍ତା ଅବରୋଧ କରିବା ସହ ଏକ ବିରାଟ ଶୋଭାଯାତ୍ରା କରି ସରକାରଙ୍କ ବିରୁଦ୍ଧରେ ନାରାବାଜି କରିଥିଲେ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ତ୍ରିବେଦୀ ପାର୍କ ସମ୍ମୁଖରେ ଏକ ଶୋକ ସଭା ର ଆୟୋଜନ କରାଯାଇଥିଲା l ପ୍ରଥମେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟା ର୍ପଣ କରିବା ପରେ ଅମର ଆତ୍ମା ର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l କଂଗ୍ରେସ ର ଏହି ବନ୍ଦ ପାଳନ ଯୋଗୁଁ ବାଲିଗୁଡା ସମେତ ଆଖ ପାଖ ଅଞ୍ଚଳ ର ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଯାନବାହାନ ଚଳାଚଳ ମଧ୍ୟ ସଂପୂର୍ଣ୍ଣ ଭାବେ ବନ୍ଦ ରହିଛି। ସ୍କୁଲ କଲେଜକୁ ମଧ୍ୟ ଛୁଟି ଘୋଷଣା କରାଯାଇଥିଲା। ଆନ୍ଦୋଳନକାରୀ କଂଗ୍ରେସ କର୍ମୀ ମାନେ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି। ଡ଼.ବିଚିତ୍ରା ନନ୍ଦ ଆଚାର୍ଯ୍ୟ ଙ୍କ ନେତୃତ୍ୱରେ ବଳରାମ ଦୋରା, ମନୋଜ କୁମାର ଆଚାର୍ଯ୍ୟ ସ୍ଵପ୍ନେଶ୍ଵର ସାହୁ ବିଜେଶ୍ୱର ମଲିକ, ଆଇବର ନାୟକ, ସାଗର ନାୟକ, ଅଶୋକ ସାବତ,ପ୍ରମୁଖ ତୁଙ୍ଗ ନେତାଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ରାସ୍ତା ଅବରୋଧ କରି ବିଭିନ୍ନ ଛକରେ ଧାରଣା ଦେବା ସହ ଯାନବାହାନ ଚଳାଚଳ ଠପ କରିଦେଇଥିଲେ । କଂଗ୍ରେସ କର୍ମୀ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ପିକେଟିଂ ସହ ବନ୍ଦ କରିଦେଇଥିଲେ । ଦଳ ପକ୍ଷରୁ ବୁଧବାର ଠାରୁ ଡାକ ବାଜି ଯନ୍ତ୍ର ଯୋଗେ ସହରରେ ବନ୍ଦ ଘୋଷଣା ଯୋଗୁଁ ବ୍ୟବସାୟିକ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଗାଡ଼ିମଟର ବନ୍ଦ ସହ କେତେକ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ଶିକ୍ଷା ଅନୁଷ୍ଠାନ ସ୍ୱତଃପୂର୍ତ୍ତ ଭାବେ ବନ୍ଦ ରହିଥିଲା ।କଂଗ୍ରେସ କର୍ମୀମାନେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ବିଭିନ୍ନ ଛକ ବଜାର ଜଗି ରହି ବନ୍ଦ ଡାକରାକୁ ସଫଳ କରାଇଥିଲେ। ଜରୁରୀକାଳୀନ ସ୍ଵାସ୍ଥ୍ୟ ସେବା କାର୍ଯ୍ୟରେ ଲୋକେ ଯିବା ଆସିବା କରୁଥିବା ଦେଖାଯାଇଥିଲା। ଔଷଧ ଦୋକାନକୁ ବାଦ ଦେଲେ ଅନ୍ୟାନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା। ଆଇନ ଶୃଙ୍ଖଳା ପରିସ୍ଥିତି କୁ ଦୃଷ୍ଟି ରେ ରଖି ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦ ଙ୍କ ନିର୍ଦେଶ କ୍ରମେ ଥାନା ଅଧିକାରୀ ସମ୍ବିତ କୁମାର ସ୍ୱାଇଁ ଙ୍କ ନେତୃତ୍ୱ ରେ ସମଗ୍ର ଅଞ୍ଚଳରେ କଡା କଡ଼ି ପାଟ୍ରୋଲିଂ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like