-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଡବଳ ଇଞ୍ଜିନ ସରକାର ଆସିଲା ଦିନ ଠାରୁ ନାରୀ ମାନଙ୍କ ପ୍ରତି ଡବଳ ନିର୍ଯାତନା ହେଉଛି - ସିପିଆଇ ନେତା କମଳ

17-Jul-2025



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହର ରେ ବୁଧବାର ସିପିଆଇ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ବନ୍ଦ ଡାକରା ଦେଇଥିଲା କଂଗ୍ରେସ ଏହାକୁ ରାଜ୍ଯ ମିଳିତ ବିରୋଧ ସମର୍ଥନ ଜଣାଇଥିବା ବେଳେ କଣ୍ଟାବାଞ୍ଜି ସିପିଆଇ କାର୍ଯ୍ଯାଳୟ ରୁ ସତାଧିକ ଦଳୀୟ ନେତା ସିପିଆଇ ନେତା କମଲ ଲୋଚନ ଭୋଇଙ୍କ ନେତୃତ୍ବରେ ଏକ ବାଇକ ଶୋଭାଯାତ୍ରା କରି ଦୋକାନ ବଜାର ବନ୍ଦ କରିଥିଲେ ପରେ ସ୍ଥାନୀୟ ଇନ୍ଦ୍ରାଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରି ଯେଉଁ ଦିନ ଠାରୁ ଓଡ଼ିଶା ରେ ଡବଳ ଇଞ୍ଜିନ ସରକାର ଆସିଲା ଦିନ ଠାରୁ ରାଜ୍ଯ ରେ ନାରୀ ମାନଙ୍କ ପ୍ରତି ଡବଳ ନିର୍ଯାତନା ହେଉଛି। ପ୍ରତୋକ ଦିନ ରାଜ୍ଯ ମାହା ବିଦ୍ୟାଳୟ ବିଶ୍ବ ବିଦ୍ୟାଳୟ ରେ ଛାତ୍ରୀ ମାନେ ନିର୍ଯାତନା ଶିକାର ହେଉଛନ୍ତି ହେଳେ ଏହି ଡବଳ ଇଞ୍ଜିନ ସରକାର ନିଘା ନାହିଁ। ଯାହାଫଳ ରେ ଜଣେ ନିରୀହ ଛାତ୍ରୀ ଏହି ଡବଳ ଇଞ୍ଜିନ କୁ ନ୍ୟାୟ ମାଗିବାକୁ ନ୍ୟାୟ ଦେଇ ପାରିଲା ନାହିଁ ଯାହାଫଳରେ ଛାତ୍ରୀ ସୌମ୍ୟଶ୍ରୀ ଙ୍କ ଜୀବନ ଚାଳିବା ଏଥି ପ୍ରତି ଉତ୍ତମ ଦିଅନ୍ତୁ ଡବଳ ଇଞ୍ଜିନ ସରକାର ନଚେତ ଆଗାମୀ ଦିନ ରେ ଭୟାଭୟ ଆନ୍ଦୋଳନ ହେବ ବୋଲି ସିପିଆଇ ନେତା କମଲ ଲୋଚନ ଭୋଇ ଖୋଲା ଚେତାବନୀ ଦେଇଛନ୍ତି। ଏହି ଆନ୍ଦୋଳନରେ ଶ୍ରମିକ ନେତା ଗୋପାଳ ଭୋଇ, ରଶିକ ରଣା,ଜଏବଲ ମାଝୀ, ପାଣ୍ଡବ ଭୋଇ, ରୁପେଶ ତାଣ୍ଡି, ଜଗତ ଥାନାପତି, ବିକାଶ କୁଅଁର, ଶୁଶିଲ ଭୋଇ,ଲଲିତ ମାଝୀ, ଶୁକମନୀ କାଣ୍ଡ, ଉପାନନ୍ଦ ମାଝୀ,ପ୍ରକାଶ ରଣା,ରଜ କୁମାର ନାଏକ ସହ ଶତାଧିକ ସିପିଆଇ ଦଳ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like