-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଶ୍ରାବଣ ପାଇଁ ରାଣୀପୁର ଝରିଆଲ ପରିଦର୍ଶନ କଲେ ବିଧାୟକ ଲକ୍ଷ୍ମଣ ବାଗ

18-Jul-2025



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ):  ବଲାଙ୍ଗୀର ଜିଲ୍ଲାରେ ଥିବା ରାଜ୍ୟର ଅନନ୍ୟ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲରେ ପ୍ରତିବର୍ଷ ଶ୍ରାବଣ ମାସରେ ଭକ୍ତ, ଶ୍ରଦ୍ଧାଳୁ ଏବଂ କାଉଡ଼ିଆ ମାନଙ୍କ ବେଶ୍ ଭିଡ ପରିଲକ୍ଷିତ ହୋଇଥାଏ। ଏହାକୁ ନଜରରେ ରଖି କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ହଠାତ୍ ଗୁରୁବାର ରାଣୀପୁର ଝରିଆଲ ମନ୍ଦିର ପରିଦର୍ଶନ କରିଛନ୍ତି। ଏବଂ ମନ୍ଦିର ଟ୍ରଷ୍ଟ କମିଟି ଏବଂ ଅଞ୍ଚଳବାସୀଙ୍କ ସହ ଶ୍ରାବଣ ସମୟର ସୁବିଧା ଅସୁବିଧା ପଚାରି ବୁଝିଥିଲେ। ତେବେ ବର୍ତ୍ତମାନ ସମୟରେ କୌଣସି ମୌଳିକ ସୁବିଧା ଟିକକ ନ ଥିଲେ ହେଁ ବହୁ ସଂଖ୍ୟାରେ ଭକ୍ତ, ଶ୍ରଦ୍ଧାଳୁ ଏବଂ ବୋଲବମ ଭକ୍ତଙ୍କ ବହୁ ଭିଡ ପରିଲକ୍ଷିତ ହେଉଥିବାରୁ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ କରିବାପାଇଁ ପ୍ରାଥମିକତା ଦିଆଯାଇଥିଲା। ତେବେ ବିଧାୟକ ଏ ବିଷୟରେ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଫୋନ କରି ପାଣି ଟ୍ୟାଙ୍କର ବ୍ୟବସ୍ଥା କରିଦେବା ପାଇଁ କହିଥିଲେ। ପରେ ଟ୍ରଷ୍ଟ କମିଟି ଏବଂ ଅଞ୍ଚଳବାସୀଙ୍କ ତରଫରୁ ମହାଶିବରାତ୍ରି ମେଳା ଓ ରାଣୀପୁର ଝରିଆଲ ମହୋତ୍ସବକୁ ଆନ୍ତରିକତା ସହ ସହଯୋଗ କରି କାର୍ଯ୍ୟକ୍ରମକୁ ସଫଳ କରିଥିବାରୁ ଧନ୍ୟବାଦ୍ ଅର୍ପଣ କରାଯାଇ ଥିଲା। ରାଣୀପୁର ଝରିଆଲ ମନ୍ଦିରର ଉନ୍ନତି ପାଇଁ ଡିପିଆର ପ୍ରସ୍ତୁତ ହୋଇସାରିଛି। ଶିଘ୍ର କାମ ଆରମ୍ଭ ହୋଇଯିବ ବୋଲି ସୁଚନା ଦେଇଥିଲେ। ପରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ କରି ବୃକ୍ଷ ରୋପଣ କରିଥିଲେ। ଏହି ସମୟରେ ମନ୍ଦିର ଟ୍ରଷ୍ଟ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ, ସମ୍ପାଦକ ଖିରସିନ୍ଧୁ ଭୋଇ, ମନ୍ଦିର ପୂଜକ ଜଗମୋହନ ତ୍ରିପାଠୀ, କୃଷ୍ଣ ସାହୁ,ଗୋପୀନାଥ ସାହୁ, ମଞ୍ଜେସ ମେହେର, ଝରିଆଲ ସମିତି ସଭ୍ୟ ରାଜୁ ହାତୀ, ରମା ସାହୁ, ହେମନ୍ତ ସାହୁ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ନୌରାଜ ରଣା, ପବିତ୍ର ପୋଢ, ମୁନି ରାମ ନାଗ, ସୁଶାନ୍ତ ଥନାପତୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like