-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ରେ କଂଗ୍ରେସ ତରଫରୁ ବନ୍ଦ ପାଳନ ଆଂଶିକ ସଫଳ

18-Jul-2025



ଲୋଇସିଂହା, (ବିନୋଦ ଦୀପ) ବାଲେଶ୍ବର ଫକୀରମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଙ୍କ ଆତ୍ମହତ୍ୟା ଉଦ୍ୟମ ପରେ ୨ ଦିନ ଏମସ୍ ରେ ଚିକିତ୍ସିତ ହେବା ପରେ ଆଖୁ ବୁଜିଲେ। ଜଣେ ଅଧ୍ୟାପକଙ୍କ ଯୌନ ଆବେଦନ ଓ ନିର୍ଯାତନା ବିରୋଧରେ ଛାତ୍ରୀ ଜଣକ ୬ ମାସ କାଳ ବିଭିନ୍ନ ସମୟରେ କଲେଜ କର୍ତ୍ତୃପକ୍ଷ,ପୋଲିସ ପ୍ରଶାସନ, ବିଧାୟକ,ସାଂସଦ,ଉଚ୍ଚ ଶିକ୍ଷାମନ୍ତ୍ରୀ,ଗୃହ ବିଭାଗ ଦାୟିତ୍ଵରେ ଥିବା ମୁଖ୍ୟମନ୍ତ୍ରୀ, ଜାତୀୟ ମହିଳା ଆୟୋଗ ପ୍ରମୁଖ ଙ୍କୁ ନ୍ୟାୟ ପାଇଁ କାକୁତି ମିନତି କରିବା ସତ୍ତ୍ବେ କେହି ତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିନଥିଲେ। ଏହି ଘଟଣା ପାଇଁ ସରକାରଙ୍କୁ ଦାୟୀ କରି  ୧୨ଘଣ୍ଟିଆ ଓଡ଼ିଶା ବନ୍ଦ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ ଡାକରା ଦେଇଥିଲା। ଏହି ଓଡ଼ିଶା ବନ୍ଦ କୁ ସମର୍ଥନ ଜଣାଇ ଲୋଇସିଂହା ବ୍ଲକ କଂଗ୍ରେସ ପକ୍ଷରୁ ସଭାପତି ଅରବିନ୍ଦ ସାହୁ ଙ୍କ ନେତୃତ୍ୱରେ ଲୋଇସିଂହା ସହର ବନ୍ଦ କରାଯାଇଥିଲା। ଏନେଇ  କଂଗ୍ରେସ କର୍ମୀ ପିକେଟିଙ୍ଗ କରି ବ୍ୟାଙ୍କ, ଶିକ୍ଷାନୁଷ୍ଠାନ,ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଗୁଡିକ ବନ୍ଦ କରିଥିଲେ। ତେବେ କାଁ ଭାଁ କେତେକ ଦୋକାନ ଖୋଲା ଥିବା ବେଳେ ସତପ୍ରବୃତ୍ତ ଭାବେ କେତେକ ଦୋକାନୀ ଦୋକାନ ବନ୍ଦ କରିବା ଦେଖା ଯାଇଥିଲା।  ପରେ ସମସ୍ତ କର୍ମୀ ମୁଖ୍ୟ ସହରରେ ଏକତ୍ରିତ ହୋଇ ସୌମ୍ୟଶ୍ରୀ ଙ୍କୁ ନ୍ୟାୟ ଦାବୀରେ ନାରା ଦେଇ ମୋହନ ସରକାର ଙ୍କୁ କଟୁ ସମାଲୋଚନା କରିଥିଲେ। ଏହି ଅବସରରେ  କଂଗ୍ରେସ ବ୍ଲକ ସଭାପତି ଶ୍ରୀଯୁକ୍ତ ଅରବିନ୍ଦ ସାହୁ କହିଛନ୍ତି ଯେ ରାଜ୍ୟରେ ବିଜେପି ସରକାର ମହିଳା ଓ ଛାତ୍ରୀମାନଙ୍କୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ। ଗତ ଏକ ବର୍ଷ ମଧ୍ୟରେ ରାଜ୍ୟରେ ଅପରାଧ ରେକର୍ଡ ସୃଷ୍ଟି କରିଛି। ଉଚ୍ଚ ଶିକ୍ଷାମନ୍ତ୍ରୀ,ବାଲେଶ୍ୱର ସାଂସଦ ଓ ବିଧାୟକ ଘଟଣା ସମ୍ପର୍କରେ ଜାଣି ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ ନ କରିବା ଦାୟିତ୍ୱ ହୀନତାର ପରିଚୟ। ତେଣୁ ଉଚ୍ଚ ଶିକ୍ଷାମନ୍ତ୍ରୀ ତୁରନ୍ତ ଇସ୍ତଫା ଦେବା ସହ ଅପରାଧୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବୀ କରିଥିଲେ। ଏଥିରେ ଲୋଇସିଂହା ବ୍ଲକ କଂଗ୍ରେସ କମିଟିର ସୋମନାଥ ପଟେଲ,ସାନ୍ତୁନୁ କୁମାର ସିଂ,ମାଗୁର ବେଡା ସରପଞ୍ଚ ସଞ୍ଜୟ ଗଡତ୍ୟା,ବ୍ୟାସଦେବ ଝାଙ୍କର,ପରମାନନ୍ଦ ଗଡତ୍ୟା,ଅଶୋକ ବେହେରା,ସୋମନାଥ ବେହେରା,ଶିବ ଅଗ୍ରୱାଲ,ଭାଗବତୀଆ ଭୋଇ,ପଦ୍ମଲୋଚନ କୁମ୍ଭାର,ରାମବିଳାସ ଝାଙ୍କର,ଲଷ୍ମୀନାରାୟଣ ଗଡତ୍ୟା ଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ଓ ସମର୍ଥକ ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like