-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଦେଶ ବିଦେଶ

ନିଜ ଅହଙ୍କାର ପାଇଁ ନଷ୍ଟ କରନି ପିଲାଙ୍କ ଶୈଶବ, ବାପାମା’ଙ୍କୁ ଚେତାବନୀ ଦେଲେ ସର୍ବୋଚ୍ଚ ନ୍ୟାୟାଳୟ

25-Jan-2021



ନୂଆଦିଲ୍ଲୀ, (ପ୍ରେରଣା ଖବର ବ୍ୟୁରୋ) : ବାପାମା’ଙ୍କ ଝଗଡ଼ାରେ ନଷ୍ଟ କରନି ପିଲାଙ୍କ ଶୈଶବ। ଭାଇ-ଭଉଣୀଙ୍କ ମଧ୍ୟରେ ଥିବା ସ୍ନେହପ୍ରେମର ବନ୍ଧନକୁ ନଷ୍ଟ ନକରିବାକୁ ଚେତାବନୀ ଦେଇଛନ୍ତି ସୁପ୍ରିମକୋର୍ଟ । ବାପାମା’ଙ୍କ ମଧ୍ୟରେ କଳିଝଗଡ଼ାରେ ବଳିପଡ଼ୁଛି କୁନି କୁନି ପିଲାଙ୍କ ଶୈଶ। ଅସହ୍ୟ ମାନସିକ ଯନ୍ତ୍ରଣା ଭୋଗୁଛନ୍ତି କୋମଳମତି। ଟିକିଏ ପାଟିତୁଣ୍ଡ ପାଇଁ ସୁନାର ସଂସାର ଚୂନା ହୋଇଯାଉଛି। ଯେଉଁ ସମୟରେ ଉଭୟ ବାପାମା’ଙ୍କ ସ୍ନେହ ଦରକାର, ସେ ସମୟରେ ଅଲଗା ରହିବାକୁ ବାଧ୍ୟ ହୁଅନ୍ତି ଦୁନିଆ କ’ଣ ଜାଣିନଥିବା କୁନି କୁନି ପିଲା ।

ବୃଥା ଅହଙ୍କାର ବଶବର୍ତ୍ତୀ ହୋଇ ଆଜିକାଲିର ବାପାମା’ମାନେ ସେମାନଙ୍କର ପିଲାମାନଙ୍କର ପିଲାଦିନକୁ ନଷ୍ଟ କରିଦିଅନ୍ତି । ବାପାମା’ଙ୍କ ଝଗଡ଼ାର ବୁଢ଼ିଆଣୀ ସୂତାରେ ପିଲାମାନେ ଦ୍ୱନ୍ଦ୍ୱରେ ରହିଯାଆନ୍ତି ଏବଂ ନିଜ ଭାଇଭଉଣୀଙ୍କ ସହିତ ଥିବା ସମ୍ପର୍କ ଭାଙ୍ଗିଯାଏ । ଜଣେ ମହିଳା ଏବଂ ତାଙ୍କଠାରୁ ଦୂରେଇ ଯାଇଥିବା ତାଙ୍କ  ସ୍ୱାମୀଙ୍କ ସଂକ୍ରାନ୍ତ ଏକ ମାମଲାର ଶୁଣାଣି କରିବା ସମୟରେ ଜଷ୍ଟିସ ସଞ୍ଜୟ କୁମାର କାଉଲଙ୍କ ନେତୃତ୍ୱରେ ଗଠିତ ତିନି ଜଣିଆ ଖଣ୍ଡପୀଠ ଏହି ପରାମର୍ଶ ଦେଇଛନ୍ତି । କରୋନା କଟକଣା ଭିତରେ  ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ଶୁଣାଣି କରାଯାଇଥିଲା ।
ସ୍ୱାମୀସ୍ତ୍ରୀଙ୍କ ଝଗଡ଼ା ପାଇଁ ପରସ୍ପର ସମ୍ପର୍କକୁ ତ ନଷ୍ଟ ହେଛଛି, କୋମଳମତିଙ୍କ ପିଲାଦିନ ନଷ୍ଟ କରିଦେଉଛନ୍ତି । ଏହି ବେଞ୍ଚ ଅନ୍ତର୍ଗତ ଜଷ୍ଟିସ ଦୀନେଶ ମହେଶ୍ୱରୀ ଏବଂ ହ୍ରିକିକେଶ ରୟ ମଧ୍ୟ ଏନେଇ ଦୁଃଖ ପ୍ରକାଶ କରିଛନ୍ତି । ଏବଂ କହିଛନ୍ତି “ବାପାମା’ଙ୍କ ଅହଂକାର ହେତୁ ପିଲାମାନଙ୍କୁ ମାନସିକ ଯନ୍ତ୍ରଣା ଭୋଗିବାକୁ ପଡ଼ୁଛି । ଉତ୍ତମ ଶିକ୍ଷା ଏବଂ ସ୍ୱଚ୍ଛଳ  ଆର୍ଥିକ ଅବସ୍ଥା ଥିବା ସତ୍ତ୍ୱେ ଦୁହେଁ ନିଜ ଜୀବନକୁ ଏକସଙ୍ଗେ ବିତାଇ‍ ପରିବର୍ତ୍ତେ ପରସ୍ପର ବିରୋଧରେ ବିଷୋଦଗାର କରିବାରେ ବ୍ୟସ୍ତ । କୌଣସି ଅଦାଲତ କେବେ ପତି-ପତ୍ନୀଙ୍କ ଭିତରର ଏଭଳି ମାମଲା ସମାଧାନ କରିପାରିବ ନାହିଁ।
ସ୍ୱାମୀ-ସ୍ତ୍ରୀଙ୍କ ଏପରି ଝଗଡ଼ା ଥରେ ପଦାକୁ ଆସିବା ମାତ୍ରେ ସମ୍ପର୍କ ଭାଙ୍ଗିବା ଥୟ ବୋଲି ଖଣ୍ଡପୀଠ ଟିପ୍ପଣୀ କରିଛନ୍ତି। ତେବେ ଏଭଳି ଅଧିକାଂଶ ମାମଲାରେ ପିତାମାତାଙ୍କ ଆତ୍ମାଭିମାନ ପାଇଁ କେବଳ ସେମାନଙ୍କ ଶିଶୁମାନେ ହିଁ ଭୀଷଣ କ୍ଷତିଗ୍ରସ୍ତ ହେଉଛନ୍ତି ବୋଲି ମାନ୍ୟବର ଅଦାଲତ ଚିନ୍ତା ପ୍ରକଟ କରିଛନ୍ତି। ନିଜ ପିଲାମାନଙ୍କର ଭବିଷ୍ୟତକୁ ବାଜି ଲଗାଇ ପରସ୍ପରକୁ କଷ୍ଟ ଦେବାରେ ଲାଗି ପଡ଼ିଛନ୍ତି । ଏପରି ସମୟରେ ବାପାମା’ଙ୍କୁ ନିଜର ନେହେଲ ନାହିଁ ପିଲାଙ୍କ ମଙ୍ଗଳ ଚିନ୍ତା କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ପରାମର୍ଶ ଦେଇଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like