-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପାହାଳ ମିଷ୍ଟାନ୍ନ ବ୍ୟବସାୟୀଙ୍କ ସୁରକ୍ଷା ପାଇଁ ସାଂସଦଙ୍କୁ ଦାବୀପତ୍ର 

18-Jul-2025



କଟକ : ପାହାଳ ବଜାର ଠାରେ ଥିବା ଶତାଧିକ ମିଷ୍ଟାନ୍ନ ବ୍ୟବସାୟୀ ମାନଙ୍କ ମିଷ୍ଟାନ୍ନ ଦୋକାନ ସମ୍ମୁଖରେ ଜାତୀୟ ରାଜପଥ ପ୍ରାଧିକରଣ ସ୍ଥାୟୀ ବ୍ୟାରିକେଟ ନିର୍ମାଣ କରି ପ୍ରବେଶ ଓ ପ୍ରସ୍ଥାନ ପଥ ନ ରଖିବା ପ୍ରସ୍ତାବକୁ ଉତ୍କଳ ଯାଦବ ମହାସଭା ପକ୍ଷରୁ ଦୃଢ଼ ଭାବରେ ବିରୋଧ କରାଯାଇଛି। ରାଜ୍ୟ ସଭାପତି ଆଶୀର୍ବାଦ ବେହେରାଙ୍କ ପରାମର୍ଶ କ୍ରମେ କାର୍ଯ୍ୟକାରୀ ସଭାପତି ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ବରେ ଏକ ପ୍ରତିନିଧି ମଣ୍ଡଳୀ ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀଙ୍କୁ ଭେଟି ଓଡ଼ିଶାର ଗୌରବ ପାହାଳ ପ୍ରସିଦ୍ଧ ମିଠା ତଥା ପୁରୁଷ ପୁରୁଷ ଧରି ବ୍ୟବସାୟ କରୁଥିବା ଶତାଧିକ ମିଷ୍ଟାନ୍ନ ବ୍ୟବସାୟୀ ମାନଙ୍କ ସୁରକ୍ଷା ପ୍ରତି ବିହିତ ଦୃଷ୍ଟି ଦେବାକୁ ଅନୁରୋଧ କରିଥିଲେ। ଏହି କ୍ରମରେ ଯାଦବ ମହାସଭା ଓ ସଙ୍ଗ ପକ୍ଷରୁ ସାଂସଦଙ୍କୁ ଦାବୀ ପତ୍ର ଦିଆଯାଇଛି । ସାଂସଦ ମହୋଦୟା ପ୍ରତ୍ୟକ୍ଷ ଭାବେ ଘଟଣା ସ୍ଥଳ ପରିଦର୍ଶନ କରି ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ ଓ ମିଷ୍ଟାନ୍ନ ବ୍ୟବସାୟୀଙ୍କ ସୁରକ୍ଷା ପ୍ରତି ଉଚିତ୍ ଧ୍ୟାନ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉତ୍କଳ ଯାଦବ ମହାସଭାର କାର୍ଯ୍ୟାଳୟ ସମ୍ପାଦକ ବରିଷ୍ଠ ସାମ୍ୱାଦିକ ବୁଲେଇ ବେହେରା,କଟକ ଜିଲ୍ଲା ଦୁଗ୍ଧ ଜାତ ଦ୍ରବ୍ଯ ସଙ୍ଗର ସମ୍ପାଦକ ତୀର୍ଥବାସୀ ବେହେରା,ଯୁଗ୍ମ ସମ୍ପାଦକ ପ୍ରସନ୍ନ ବେହେରା,ପ୍ରିତିରଞ୍ଜନ କାଠୁଆ, ସାଗର ବେହେରା,ଭୁବନେଶ୍ୱର ମିଷ୍ଟାନ୍ନ ବ୍ୟବସାୟୀ ସଂଘ ସଭାପତି ବିମ୍ବାଧର ବେହେରା,ପାହାଳ ମିଷ୍ଟାନ୍ନ ବ୍ୟବସାୟୀ ସଂଘ ସଭାପତି ଅକ୍ଷୟ କୁମାର ଲେଙ୍କା,ଉପସଭାପତି ରାଜକିଶୋର ସାହୁ,ସମ୍ପାଦକ ନିରଞ୍ଜନ ବେହେରା,ଦୁଃଶାସନ ପ୍ରଧାନ,ରାଜକିଶୋର ବେହେରା, ଶରତ କୁମାର ବେହେରା,ନବୀନ ସାହୁ,ପାହାଳ ମଦନ ମୋହନ ଦୁଗ୍ଧ ଜାତ ଦ୍ରବ୍ଯ ବ୍ୟବସାୟୀ ସଂଘର ସଭାପତି ରାଜେନ୍ଦ୍ର ବଲ୍ଲଭ ବେହେରା,ସମ୍ପାଦକ ବିପ୍ଳବ ଯାଦବ ଓ ରାମଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like