-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗ୍ରାମଉତଥାନର ଯୁବ ବିକାଶ କାର୍ଯ୍ୟକ୍ରମ ଦ୍ଵାରା ଦ୍ଵିତୀୟ ମହଲ୍ଲା ସଭା ଆୟୋଜିତ

18-Jul-2025



ସୋନପୁର ଜିଲ୍ଲାର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଗ୍ରାମଉତଥାନ ଦ୍ଵାରା ଖୁଣ୍ଟୁଲାପାଲି ଠାରେ ଯୁବ ବିକାଶ କାର୍ଯ୍ୟକ୍ରମର ଦ୍ଵିତୀୟ  ମହଲ୍ଲା ସଭା ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ  ଏକ ବର୍ଷ ହେବ ମାଁ ଉମାଦେବୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ କାଦୋଦର ଠାରେ ଏହି ଯୁବ ବିକାଶ କାର୍ଯ୍ୟକ୍ରମ ଚାଲି ଆସୁଅଛି । ଏହି କାର୍ଯ୍ୟକ୍ରମ The Commutiny Youth Collective, Delhi ର ସହାୟତାରେ କରାଯାଉଅଛି । ଏହି ମହଲ୍ଲା ସଭାକୁ ଯୁବ ବିକାଶ କାର୍ଯ୍ୟକ୍ରମର ପରିଚାଳକ କ୍ଷିରେନ୍ଦ୍ର ରଣା କାର୍ଯ୍ୟକ୍ରମଟିକୁ

ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ଅତିଥି ଭାବେ ମାଁ ଉମାଦେବୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ କାଦୋଦରର ସଭାପତି ଶ୍ରୀଯୁକ୍ତ ଉତ୍ତର କୁମାର ପାତ୍ର, ମାଁ ଉମାଦେବୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ କାଦୋଦରର ଅଧ୍ୟକ୍ଷ ଶ୍ରୀଯୁକ୍ତ ବଲ୍ଲଭ ପୁରୋହିତ, ଗ୍ରାମଉତଥାନ୍ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ପ୍ରତାପ କୁମାର ପଧାନ, ମାଁ ଉମାଦେବୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ କାଦୋଦରର ଇଂରାଜୀ ଅଧ୍ୟାପକ ଶ୍ରୀଯୁକ୍ତ ସୁଶାନ୍ତ ଦେହୁରୀ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖୁଣ୍ଟୁଳାପାଲି ଶ୍ରୀମତୀ ଇନ୍ଦିରା ସମର୍ଥା, ଶିକ୍ଷକ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ପାଢୀ, ଅନ୍ୟ ଶିକ୍ଷକ ବୃନ୍ଦ, ୱାର୍ଡ ମେମ୍ବର ଯୁଷ୍ମନ୍ତ ପଧାନ, ସିଆରପି, ଅଙ୍ଗନବାଡି ଓ ଆଶା ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ସମସ୍ତ ଅତିଥି, ଯୁବକ ଯୁବତୀ, ଆଶା, ୱାର୍ଡ ମେମ୍ବର ବିଦ୍ୟାଳୟର ଛାତ୍ର ଛାତ୍ରୀ ଓ ଗ୍ରାମବାସୀ ମିଶି  ଗ୍ରାମର ସମସ୍ତ ଗଳିକନ୍ଦି ବୁଲି “ନାରୀ ସଶକ୍ତିକରଣ”  ସଚେତନ କାର୍ଯ୍ଯକ୍ରମ କରିଥିଲେ । ତାପରେ  ସୀମାରାଣୀ ଓ ସାଥି ଏବଂ  ବିଦ୍ୟାଳୟର ଛାତ୍ରଛାତ୍ରୀ ନୃତ୍ୟ ପରିବେଷଣ କରିଥିଲେ । ତାପରେ ଅତିଥିମାନେ, ଗ୍ରାମବାସୀ, ଯୁବଗୋଷ୍ଠୀ, ଅଭିଭାବକ ଓ ଅଭିଭାବିକାମାନେ ଝିଅ ମାନଙ୍କୁ ପାଠ ପଢାଇବା, ନାରୀ କିପରି ସଶକ୍ତ ହେବ ଓ ସମସ୍ଯାର ସମାଧାନ ବିଷୟରେ ଆଲୋଚନା କରାଯାଇଥିଲା।   ଝିଅମାନଙ୍କୁ ପାଠ ପଢାଇବା  ନାରୀ ସଶକ୍ତିକରଣ ଦୃଷ୍ଟି ଦେବା

ବିଷୟରେ ମତବ୍ୟକ୍ତ କରଯାଇଥିଲା । ତାପରେ ସୁରୁନନୀ ପଧାନ, ସୋମ୍ୟାରଣୀ ମହାକୁର, ସସ୍ମିତା ଜଗଦଲା ଓ ବର୍ଷା ବେହେରାମାଳୀ ଦୀର୍ଘ ଏକ ବର୍ଷ ଏହି କାର୍ଯ୍ୟକ୍ରମରେ ଶିଖିଥିବା ବିଷୟରେ ମତବ୍ୟକ୍ତ ରଖିଥିଲେ । ଶେଷରେ  ସୀମାରାଣୀ ପର୍ଡିଆ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଗ୍ରାମଉତଥାନର ସଦସ୍ୟ ରଶ୍ମିତା ପଧାନ ଓ ସୁବଳ ମେହେର ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ୪୦ ଜଣ ଯୁବକ ଯୁବତୀ ଅଂଶଗ୍ରହଣ କରିଥିଲେ ଓ  ଖୁଣ୍ଟୁଲା ପାଲି ସମସ୍ତ ଗ୍ରାମବାସୀ ବୃନ୍ଦ ଯୋଗଦାନ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like