-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୋନପୁର ଜିଲ୍ଲାରେ ତହଁକ୍ ର ଝକେର୍ ଉଛବ୍

18-Jul-2025



ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆସନ୍ତା ଜୁଲାଇ ୨୭ ତାରିଖ ରବିବାର ଦିନ ତହଁକ୍ କୁଟୁମ୍ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ୍ ସ୍ଥିତ ସେଲେଡି ଗ୍ରାମରେ ଝକେର୍ କବିତା ଉଛବ୍ ଆୟୋଜିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲାର ସେଲେଡି ର ରୁମକୁଝୁମାନା ଅନୁଷ୍ଠାନ ଏହି କାର୍ଯ୍ୟକ୍ରମର ଆୟୋଜନ ଭାର ହାତକୁ ନେଇଥିବା ବେଳେ  ରୁମକୁଝୁମାନା ର ସଭାପତି ବିଶିଷ୍ଟ କଣ୍ଠଶିଳ୍ପୀ ଶାଶ୍ଵତ କୁମାର ତ୍ରିପାଠୀ ଏହାର ନେତୃତ୍ଵ ନେଇଛନ୍ତି ବୋଲି ତହଁକ୍ ସମ୍ପାଦକ ରାଜେଶ ଦଣ୍ଡସେନା ଘୋଷଣା କରି କହିଛନ୍ତି।ସମସ୍ତ କବି, କବୟିତ୍ରୀ, କଲାକାର, ସାହିତ୍ୟ ପ୍ରେମୀ ମାନଙ୍କୁ ନିମନ୍ତ୍ରଣ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ କୁହାଯାଇଛି। ଝକେର୍ ଉଛବ୍ କରିବାର କାରଣ ପ୍ରବଳ ବର୍ଷା କୁ ସ୍ୱାଗତ କରି ଚାଷୀଙ୍କ ମନରେ ଖୁସିର ସଞ୍ଚାର ତିଆରି କରିବା ପାଇଁ ଏହି ଉତ୍ସବ ୨୦୧୮ ବର୍ଷ ରାଣୀପୁର ଝରିଆଲ ରୁ ଆରମ୍ଭ ହୋଇଥିଲା ସେହି ବର୍ଷ ଶ୍ରାବଣ ମାସରେ ମରୁଡିର ହାହାକାର ଦେଖିବାକୁ ମିଳିଥିଲା କିନ୍ତୁ ସେହି ଉତ୍ସବ ଦିନ ଏମିତି ବର୍ଷା ହେଲା ଯେ ଥମିବାର ନାଁ ବି ନେଲାନି। ସେଦିନଠୁଁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ବର୍ଷ ଜୁଲାଇ ମାସରେ ବୃକ୍ଷରୋପଣ କରିବା ସହ ଝକେର୍ କବିତା ଉଛବ୍ ମନାଯାଉଛି।  ଅର୍ଜୁନ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଏହି ବୈଠକରେ ଗୋପୀନାଥ ଦଣ୍ଡସେନା, ନେପାଲ ବାଗ୍, ଦିଗାମ୍ବର ନାଏକ, ଗୋପାଲ ମେହେର, ଦିଲିପ ମିଶ୍ର, ଦେବେନ୍ଦ୍ର ନାଏକ, ପ୍ରଭାସିନି ଭୋଇ, ଭରତ ମେହେର, ମିଲନ୍ ପଣ୍ଡା, ସୁଦେଷ୍ନା ମିଶ୍ର, ନିକିତା ସା, ମାନସୀ ସାହୁ, ଗିରିଶ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ଶେଷରେ ନେପାଲ ବାଗ୍ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like