-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ରେ ନିରୁପମା ଙ୍କ ନେତୃତ୍ବରେ ବିଜେଡି ବିରାଟ ଶୋଭାଯାତ୍ରା

18-Jul-2025



କଣ୍ଟାବାଞ୍ଜି(ମୋହନ ସୁନା): ବାଲେଶ୍ୱର ଏଫଏମ କଲେଜର ପୀଡ଼ିତା ଛାତ୍ରୀଙ୍କ ପ୍ରତି ହୋଇଥିବା ଅନ୍ୟାୟ ତଥା ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିର ପ୍ରତିବାଦରେ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ବଲାଙ୍ଗିର ଜିଲ୍ଲା ପୂର୍ବତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷା ତଥା ବିଜେଡି ନେତ୍ରୀ ନିରୁପମା ମାଝି ଙ୍କ ନେତୃତ୍ବରେ ଶହଶହ ମହିଳା ଓ ପୁରୁଷ କଣ୍ଟାବାଞ୍ଜି ବିଜୁ ଜନତା କାର୍ଯ୍ୟାଳୟ ଠାରୁ ଏକ ବିରାଟ ଶୋଭାଯାତ୍ରା ବାହାରି କଣ୍ଟାବାଞ୍ଜି ସହରର ମୁଖ୍ଯ ସଡ଼କ ଦେଇ କଣ୍ଟାବାଞ୍ଜି ତହସିଲ କାର୍ଯ୍ଯାଳୟରେ ପହଞ୍ଚିଥିଲା। କଣ୍ଟାବାଞ୍ଜି ତହସିଲଦାରଙ୍କ ଜରିଆରେ ଓଡିଶାର ରାଜ୍ୟପାଳଙ୍କୁ ୮ ଦଫା ଦାବୀପତ୍ର ପ୍ରଦାନ କରାଯାଇଥିଲା। ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ପ୍ରତିବାଦ ସଭାରେ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଇସ୍ଥଫା ଦାବି କଲା ବିଜେଡି। ରାଜ୍ୟପାଳ ଙ୍କ ଉଦ୍ଦେଶ୍ୟ କଣ୍ଟାବାଞ୍ଜି ତହସିଲଦାରଙ୍କୁ ୮ ଦଫା ଦାବିପତ୍ର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ମିଥିଲା ମାଝୀ,ବିଜୁ ମହିଳା ଜନତା ଦଳ ରାଜ୍ଯ ଉପ ସଭାନେତ୍ରୀ ଗୋପା ମହାନନ୍ଦ, ଜିଲ୍ଲା ସାଧାରଣ ସମ୍ପାଦିକା ପିଙ୍କି ଖର୍ସେଲ, ବିଜେଡି ନେତା ଗିରିରାଜ ସିଂମାଝୀ, ଆଶାଦୁଲା ଖାଁ, ତୁରେକେଲା ବ୍ଲକ ବିଜେଡି ସଭାପତି ଆଶାଦୁଲ ଖାନ, ଉପସଭାପତି ବିଶ୍ବନାଥ ସାହୁ, ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ଦେବରାଜ ଯାଦବ, ପୁର୍ବତନ କଣ୍ଟାବାଞ୍ଜି ଏନଏସି ଉପାଧ୍ୟକ୍ଷ କିଶୋର ମଛଖଣ୍ଡ, ନଗର କାର୍ଯ୍ୟକାରୀ ସଭାପତି ଦେବାର ବାରିକ, ନଗର ଯୁବ ସଭାପତି ବିଷ୍ତୁ ଜୁଏଡ, ଜିଲ୍ଲା ଯୁବ ସମ୍ପାଦକ ଶାନ୍ତାନୁ ବିଭାର, କାଉନସିଲର ସୂର୍ଯ୍ୟ ପ୍ରତାପ ମିଶ୍ର, ବିଜେଡି ନେତା ଦୈତାରୀ ଭୋଇ,ସହ ଅନ୍ୟମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like