-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

୯ କୁଇଣ୍ଟାଲ ଗଞ୍ଜେଇ ସହ ଗାଡି ଜବତ: ଜଣେ ଅଟକ, ପୁଣି ଚର୍ଚ୍ଚା ରେ ତରଭା ପୋଲିସ  

19-Jul-2025



ତରଭା(କପିଳାସ ସେଠ): ତରଭା ଥାନା ଅନ୍ତର୍ଗତ ରାଣୀସର୍ଡI ଛକ ଠାରେ ୯କୁଇଣ୍ଟାଲ ଗଂଜେଇ ସହ ଗାଡି ଜବତ କରାଯାଇ ଥିବାର ଜଣାଯାଇଛି I ସୂଚନା ଅନୁଯାୟୀ ଆଜି ଶୁକ୍ରବାର ସକାଳରେ ବୌଦ୍ଧ ଜିଲ୍ଲା କଣ୍ଟାମାଲ ଅଞ୍ଚଳରୁ ଏକ ବଲେରୋ ପିକଅପ ଭେନ ଗାଡି ଦ୍ରୁତ ଗତିରେ ପଳାଉଥୁବାରୁ ସନ୍ଦେହ କରି ତରଭା ପୋଲିସ ପିଛା କରିଥିଲା l ଏହି ଖବର ମେଣ୍ଡା ଫାଣ୍ଡିକୁ ଖବରଦିଆ ଯାଇ ଗଂଜେଇ ଭର୍ତି ପିକଅପଭେନ ଗାଡିକୁ ପିଛା କରି ଥିଲେ I  ତରଭା ପୋଲିସ ଓ ମେଣ୍ଡା ଫାଣ୍ଡି ପୋଲିସ ମିଳିତ ଭାବେ ପିକ ଅପ ଭେନ ଗାଡିକୁ ବୁରଡ଼ା ଅର୍ଜୁନପୁର ରାସ୍ତା ରଣିସର୍ଡା ଛକ ନିକଟରେ କାବୁ କରିଥିଲେ l ବଲେରୋ ଗାଡ଼ି ରେ ଗଂଜେଇ ଭର୍ତି ଥିବାଜଣାଯାଇଥିଲା  l ବଲେରୋ ପିକଅପ ଭେନ ଗାଡି ନମ୍ବର ଓଡି 0୩ଏବି୯୨୮୧ ଗାଡିକୁ ଜବତ କରି ଏକ ମାମଲା ରୁଜୁ କରାଯାଇ ପ୍ରାୟ ୯୩୦ ପେକେଟ ଗଞ୍ଜେଇକୁ ମାଜିଷ୍ଟ୍ରେଟ ଦୀପ୍ତି ମୟୀ ଭୁଏଙ୍କ ଉପସ୍ଥିତତିରେ ଓଜନ କରାଯାଇ ଥିଲା I ଜବତ ହୋଉ ଥିବା ୯ କୁଇଣ୍ଟାଲ ରୁ ଅଧିକ ହେବାର ଆଶା କରାଯାଉଛି I ଏହାର ବଜାର ରେ ଆନୁମାନିକ ମୂଲ୍ୟ ପ୍ରାୟ ୨କୋଟି ଟଙ୍କା ହେବ ବୋଲି ଆଶା କରାଯାଉଛି I ସୁବର୍ଣ୍ଣପୁର ଏସ ପି ଙ୍କ ନିର୍ଦେଶ କ୍ରମେ ତରଭା ଆଇଆଇସି ଙ୍କ ନେତୃତ୍ୱରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ଏକ ବଡ ଧରଣ ଗଞ୍ଜେଇ ଚୋରା ଚାଲାଣ କୁ ତରଭା ପୋଲିସ ଧରିବାରେ ସଫଳ ହୋଇଛି I ୯ କୁଇଣ୍ଟାଲ ରୁ ଅଧିକ ଗଞ୍ଜେଇ ଜବତ ହୋଇ ଥିବାର ଖବର ପାଇ ସୁବର୍ଣ୍ଣପୁର ଜିଲ୍ଲା ଏସ ପି ନାରାୟଣ ନାୟକ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦାରଖ କରିଥିଲେ I ଏସମ୍ପର୍କ ଜଣେ ବ୍ୟକ୍ତି ଙ୍କୁ

ଅଟକ ରଖାଯାଇଛି ବୋଲି ଆଇ ଆଇ ସି ଅନିତା କିଡୋ ସୂଚନା ଦେଇଛନ୍ତି I ଏହି ବଡ଼ ଧରଣ ଗଞ୍ଜେଇ ଚୋରା଼ ଚାଲାଣ କାରବାର ଧରପଗଡ଼ ରେ ଏସ ଆଇ ଶୁଭେନ୍ଦୁ ସିଂ ବାବୁ, ମେଣ୍ଡା ଫାଣ୍ଡି ଅଧିକାରୀ ଟଙ୍କଧର ଛତ୍ରିଆ, ଙ୍କ ସହ ରଞ୍ଜିତ ମହାପାତ୍ର ଏବଂ ତରଭା ଥାନା ଓ ମେଣ୍ଡା ଫାଣ୍ଡି ପୋଲିସ ଦଳ ସାମିଲ ଥିଲେ  I ଘଟଣା ର ଅଧିକ ସୂଚନା ଓଜନ ସରିବ ଓ ତଦନ୍ତ ଶେଷ ହେଲେ ଦିଆଯିବ ବୋଲି ଆଇ ଆଇ ସି ପ୍ରକାଶ କରିଛନ୍ତି I  ଏତେ ଅଧିକ ପରିମାଣରେ ଗଞ୍ଜେଇ ଜବତ ହେବା ପରେ ଅଞ୍ଚଳ ରେ ଚର୍ଚ୍ଚାର ବିଷୟ ହୋଇ ପଡିଛି I ଏହା ସଙ୍ଗେ ସଂଗେ ଗଞ୍ଜେଇ ଦେଖିବା ପାଇଁ ବାଟୋଇ ଙ୍କ ଭିଡ଼ ଲାଗି ରହିଛିI ଏହି ଗଞ୍ଜେଇ ଚୋରା ଚାଲାଣ ବାହାରେ ରାଜ୍ୟ ସହିତ ସମ୍ପର୍କ ରହିଥିବାର ଆଶା କରାଯାଉଛି I ଠିକ ଏହିପରି ଚଳିତ ମାସ ୧ ତାରିଖ ରେ ତରଭା ବଡ଼ ବନ୍ଦ ଠାରେ  ତରଭା ପୋଲିସ ୬ କୁଇଣ୍ଟାଲ ରୁ ଅଧିକ ଗଞ୍ଜେଇ ଜବତ କରି ବିଭିନ୍ନ ମହଳ ରେ ଚର୍ଚ୍ଚା ରେ ରହିଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like