-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞ ର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ୍ ରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

19-Jul-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ର ସଭା ଗୃହରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ପଞ୍ଚାୟତ ସମିତି ବୈଠକ ରେ ବ୍ଲକ୍ ଅଧକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ୍ ଯୋଗ ଦେଇଥିଲେ। ମାନ୍ୟବର ସାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ପ୍ରତିନିଧି ଶ୍ରୀ ପିତାମ୍ବର କଣ୍ଟା, ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଶ୍ରୀ ଧୀରେନ୍ଦ୍ର ମେହେର, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରୁଦ୍ର ପ୍ରତାପ ସୁନା, ବ୍ଲକ୍ ଅଧଖ୍ୟା ଶ୍ରୀମତୀ ନିରୁପମା ପଧାନ୍, ଜୋନ 2 ର ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ବୀଣାପାଣି ଦାସ ଯୋଗ ଦେଇଥିଲେ। ଗ୍ରାମ ପଞ୍ଚାୟତ ଅଧିକାରୀ ଶ୍ରୀ ସୌଭାଗ୍ୟ କୁମାର ପଧାନ୍ ଙ୍କ ସଂଯୋଜନା ରେ ଆଜିର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ବିଶେଷ କରି ଆଜିର ସମିତି ବୈଠକ ରେ ମୁଖ୍ୟତଃ ବିକଶିତ ଗାଁ ବିକଶିତ ଓଡ଼ିଶା ଉପରେ ସରଗରମ ଆଲୋଚନା ହୋଇଥିଲା। ତା ସହିତ ଏକ ସ୍ଥାୟୀ କମିଟି ଗଠନ କରା ଯାଇଥିଲା। ଏହା ବ୍ୟତୀତ ପାନୀୟ ଜଳ ଯୋଗାଣ, କୃଷି, ଶିକ୍ଷା , ସ୍ବାସ୍ଥ୍ୟ, ଉଦ୍ୟାନ କୃଷି,ଉନ୍ନୟନ, ପଶୁ ସମ୍ପଦ, ଓ ଓଡ଼ିଶା ଜୀବିକା ମିଶନ ଉପରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। ଏହି ସମସ୍ତ ସେବା ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ବିସ୍ତୃତ ଆଲୋଚନା ହୋଇଥିଲା। ଆଜିର ପଞ୍ଚାୟତ ସମିତି ବୈଠକ ରେ ସମସ୍ତ ସରପଞ୍ଚ ସଦସ୍ୟ ସଦସ୍ୟା, ସମସ୍ତ ସମିତି ସଭ୍ୟ ସଦସ୍ୟ ସଦସ୍ୟା ଉପସ୍ଥିତ ରହି ଆଲୋଚନା ରେ ଭାଗ ନେଇଥିଲେ। ତା ସହିତ ପଞ୍ଚାୟତ ସମିତି ର ସମସ୍ତ ବିଭାଗୀୟ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ପୂର୍ଣ୍ଣ ଭାବରେ ଆଲୋଚନା ରେ ସହଯୋଗ କରିଥିଲେ। ମୋଟାମୋଟି ଭାବରେ ସମିତି ବୈଠକ ଶାନ୍ତି ଶୃଙ୍ଖଳା ର ସହିତ ସମାପନ ହୋଇଥିବା ନେଇ ବ୍ଲକ୍ ଅଧ୍ୟକ୍ଷା ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞ ର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026

You Might Also Like