-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଥମୁନି ୩୫ଟିକିଆ ହାତୀ ପଲଙ୍କ ଆତଙ୍କ; ଚିନ୍ତାରେ ଚାଷୀ, ଜନଜୀବନ ଅସ୍ତବ୍ୟସ୍ତ

19-Jul-2025



ମୁରିବାହାଲ(ସୁଦାମ ଚରଣ ବଘାର): ବଲାଙ୍ଗୀର ଜିଲ୍ଲା ତିଖାଳି ସଂରକ୍ଷିତ ମୁରିବାହାଲ ରେଞ୍ଜ ଜଙ୍ଗଲରେ ୩୫ଟିକିଆ ବଣୁଆ ହାତୀ ଆତଙ୍କ ଦେଖିବାକୁ ମିଲିଛି l ସନ୍ଧ୍ୟା ହେଲେ ଚାଷ କିଆରୀ ମାନଙ୍କରେ ପଶି ଚାଷ ନଷ୍ଟ କରୁଥିବା ବେଳେ ଅଞ୍ଚଳ ଅନ୍ଧାର ପାଲଟି ଥିବା ଦେଖିବାକୁ ମିଲୁଛି l ହାତୀପଲ ମୁରିବାହାଲ ଅଞ୍ଚଳର ଅନେକ ଗ୍ରାମରେ ଧାନ, ପନିପରିବା, କଦଳୀ ଚାଷ ଅନେକ ଚାଷ କିଆରୀକୁ ପଶି ଚାଷ ଚୁରମାର କରିବାରେ ଲାଗିଛନ୍ତି l ମୁରିବାହାଲ ଅଞ୍ଚଳରେ ଦୀର୍ଘ ଆଠ ମାସ ହେଲା ଆସି ଚାଷୀ ମାନଙ୍କ ଚାଷ ନଷ୍ଟ କରୁଥିବା ବେଳେ ଆଜି ଗୁଡିଘାଟ ପଞ୍ଚାୟତ ବାରବନ୍ଧ (ରାନିସିଲେଟ) ଗ୍ରାମର ଚାଷ ଜମି ମାନଙ୍କରେ ପଶି  ଧାନ ପଳା, କପା ଚାଷ ଚୁରମାର କରିଦେଇଛି l ହାତୀ ପଲ ମୁରିବାହାଲ ରେଞ୍ଜ କର୍ଲାପିଟା, ଡ଼ଙ୍ଗାବାଞ୍ଜି, ପେରୁଆମାଳ, ବାରବନ୍ଧ, ସୁକୁନିପଦର, ରାନିସିଲେଟ, ବେହେରାଖାଇ, କୁଟୁନିଝରଣ ଅନେକ ଅଞ୍ଚଳରେ ବୁଲି ବୁଲି ଚାଷ ଫସଲ ନଷ୍ଟ କରିଚାଲିଥିବା ନେଇ ଅଞ୍ଚଳର ଚାଷୀ ମାନେ ଚିନ୍ତାରେ ପଡିଯାଇଛନ୍ତି l ମୁରିବାହାଲ ରେଞ୍ଜରେ ୫ ଟି ସେକ୍ସନ ଥିବା ବେଳେ ୧୬ ଟି ବିଟ ଅଛି ହେଲେ ବନ ବିଭାଗ କିଛି ପଦକ୍ଷେପ ନେଉନଥିବା ଅଞ୍ଚଳର ଲୋକେ ଅଭିଯୋଗ କରୁଛନ୍ତି l ଏ ସମ୍ପର୍କରେ ବନ ଖଣ୍ଡ ଅଧିକାରୀ ଶିବପ୍ରସାଦ ନାୟକଙ୍କୁ ପଚାରିବାରୁ ଦୀର୍ଘ ଦିନଧରି ରହିଆସୁଥିବା ହାତୀ ପଲଙ୍କ ପାଇଁ ଅସହାୟ ଅବସ୍ଥାରେ ରହିଛୁ l ଯେଉଁ ଚାଷୀ ମାନଙ୍କ ଚାଷ କ୍ଷତି ହେଇଚି ସେମାନେ ଆବେଦନ କଲେ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ l ହାତୀ ପଲ ଘଉଡ଼ାଇ ହେଉ ନଥିବା ରୁ ସେମାନଙ୍କ ଗତିବିଧି ପ୍ରତି ନଜର ରଖାଯାଉଛି  ବର୍ଷା ଋତୁ ଚାଲିଥିବାରୁ ଡ୍ରୋନ ରେ ଟ୍ରାକ କରି ହେଉନାହିଁ ବୋଲି ପ୍ରକାଶ କରିଛନ୍ତି l ହାତୀ ପଲଙ୍କ ପାଇଁ ବିଦ୍ୟୁତ ବିଛିନ୍ନ ରହୁଛି ଯାହା ଲୋକଙ୍କ ପାଇଁ ରହିବା ବସିବା କଷ୍ଟକର ସାଜିଛି l ଶୀଘ୍ର ପଦକ୍ଷେପ ନେଇ ହାତୀ ପଳଙ୍କୁ ଅନ୍ୟ ପଟେ ଘଉଡ଼ାଇ ଚାଷୀ ମାନଙ୍କ କ୍ଷତି ପୂରଣ ଯଥାଶୀଘ୍ର ଯୋଗାଇଦେବା ପାଇଁ ଅଞ୍ଚଳରେ ଦାବୀ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like