-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଫାଟିଲା ମୁଖ୍ୟ ଜଳ ଯୋଗାଣ ପାଇପ ■■■ସ୍ବାସ୍ଥ୍ୟ ପ୍ରତି ବିପଦ ଆଶଙ୍କାରେ ଗ୍ରାମବାସୀ

19-Jul-2025



ଅତାବିରା● ଆକାଶ ମିଶ୍ର
 ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲୁଣ୍ଡା-ବାବେବିରା ଛକରୁ  ଜହ୍ନାପଦା ଯିବା ରାସ୍ତାରେ ରହିଛି ଏକ ଆନ୍ଧ୍ର ପଡ଼ା । ଯାହା ଅତାବିରା ଏନ୍ ଏ ସି ର ୱାର୍ଡ ନଂ ୮ର  ଅନ୍ତର୍ଗତ। ଏହି  ପଡ଼ା ଦେଇ ମାଟି ତଳେ  ଯାଇଥିବା ମୁଖ୍ୟ ପାନୀୟ ଜଳ ଯୋଗାଣ  ପାଇପ ଟି କୌଣସି କାରଣରୁ ଫାଟି ଯାଇଛି । ଫଳରେ ବାହାର ଦୂଷିତ ପାଣି ଏହି ପାଇଁ ଭିତରକୁ ପ୍ରବେଶ କରୁଛି । ଏବେ ବର୍ଷା ଦିନରେ  ଅନେକ ପ୍ରକାର ରୋଗ ସୃଷ୍ଟିକାରୀ ଅଣୁଜୀବ ଏହି ଦୂଷିତ ଜଳରେ ରହି ହଇଜା, ଡାଇରିଆ ଆଦି ରୋଗ ସୃଷ୍ଟି କରିବାର ସମ୍ଭାବନା ଅଧିକ ରହୁଛି। ପୁଣି  ଆଖ ପାଖରେ  ଧାନ ବିଲ ରହିଥିବାରୁ  ସେଥିରେ ଦିଆଯାଇଥିବା ରାସାୟନିକ ସାର , କୀଟନାଶକ ଔଷଧ ବର୍ଷା ଜଳରେ ମିଶି ବୋହି ଆସି ଏହି ପାନୀୟ ଜଳରେ ମିଶୁଛି ।ଏହି ପାଇପ ଟି ଅନେକ ଗ୍ରାମକୁ ସଂଯୋଗ କରୁଛି ।ହଜାର ହଜାର ଲୋକ ଏହି ପାଣିକୁ ପାନୀୟ ଜଳ ରୂପେ ବ୍ୟବହାର କରୁଛନ୍ତି । ଫଳରେ ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଏହା ନିଶ୍ଚିତ ପ୍ରଭାବ  ପକାଇବ ବୋଲି ଆଶଂକା ରହୁଛି ବର୍ତ୍ତମାନ ଆଖ ପାଖ ଅଞ୍ଚଳରେ  ଡାଇରିଆ  ସଂସ୍କରଣ ରହିଥିବାରୁ  ଲୋକେ  ଚିନ୍ତା ପ୍ରକଟ କରିଛନ୍ତି।ଅପର ପକ୍ଷରେ  ଏହି ପାଇପ ରୁ  ବିଶୁଦ୍ଧ ଜଳ ବାହାରି  ଯାଇ ନଷ୍ଟ ହେଉଛି ।କେଉଁଠି ପାନୀୟ ଜଳ ପାଇଁ ଲୋକେ କେତେ ପ୍ରକାର ସମସ୍ୟା ର ସମ୍ମୁଖୀନ ହେଉଥିବା ବେଳେ  ଏଠି ଜଳ  ଅକାରଣରେ ନଷ୍ଟ ହେଉଛି ।ତେଣୁ ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଏଥି ପ୍ରତି ଦୃଷ୍ଟି  ଆକର୍ଷଣ କରି  ଜଳ  ନଷ୍ଟ ଓ ଜଳ ଦୂଷିତ ହେବାରୁ ବଞ୍ଚାନ୍ତୁ।ଉପଯୁକ୍ତ ପଦକ୍ଷେପ ନିଅନ୍ତୁ ବୋଲି ଗ୍ରାମବାସୀ ଦାବି ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like