-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ବୌଦ୍ଧରେ ଅନୁଷ୍ଠିତ ହେଲା ଜିଲ୍ଲାସ୍ତରୀୟ ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ବିଳନୀ

19-Jul-2025



ବୌଦ୍ଧ(ପ୍ରେରଣା ଖବର): ବୌଦ୍ଧ ଜିଲ୍ଲା ସଦର ବ୍ଲକ ମୃଷୁଣ୍ଢୀ ପଂଚାୟତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ଟୁଟୁସିଙ୍ଗା (ଗମ୍ଭାରିପଦର) ମୀରାଶ୍ରୀ ବିହାର ଠାରେ ଜିଲ୍ଲାସ୍ତରୀୟ ଶ୍ରୀ ଅରବିନ୍ଦ ପାଠଚକ୍ର କର୍ମୀ ସମ୍ବିଳନୀ ଅନୁଷ୍ଠିତ ହୋଇଯାଇଛି l ସର୍ବପ୍ରଥମେ ଶ୍ରୀମା ଶ୍ରୀଅରବିନ୍ଦଙ୍କ ଠାରେ ପ୍ରଦୀପପ୍ରୋଜ୍ଵଳନ, ଧ୍ୟାନ ଓ ମାତୃବନ୍ଦନା ପୁର୍ବକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା l ତତପରେ ଦୁର୍ଗାସ୍ତୋତ୍ର ସବିତା ହୋତା,ମା ପୁସ୍ତକ ପଠନ ବିଷ୍ଣୁପ୍ରିୟା ସେନାପତି, ଧ୍ୟାନ ଓ ପ୍ରାର୍ଥନା ଆଶlମଣୀ ସାହୁ, ସ୍ୱାଗତ ସଂଗୀତ କରୁଣାକର ଘଣ୍ଟୁଆଳ ଓ ଅତିଥି ସ୍ୱାଗତ ରାଜକୁମାରୀ ବେହେରା କରିଥିଲେ  l ମୁଖ୍ୟ ଅତିଥି ଭାବେ ରାଜ୍ୟ ମୁଖ୍ୟ ସଂଗଠକ ପ୍ରସଦା ତ୍ରିପାଠୀ  ଓ ସଂଗତି ମଣ୍ଡଳ ଜୋନାଳ ସଂଯୋଜକ ପ୍ରଫୁଲ୍ଲ କୁମାର ପଣ୍ଡା ଯୋଗଦେଇ ଜିଲ୍ଲା ସ୍ତରୀୟ ପୂର୍ଣ୍ଣାଙ୍ଗ ସଂଗଠନ ନିମନ୍ତେ ବିସ୍ତୃତ ଆଲୋଚନା କରି ଥିଲେ l ପଂଚାୟତ ସ୍ତରୀୟ ବିଭିନ୍ନ ବିଭାଗ ଆଲୋଚନାରେ ଦିଲ୍ଲୀପ କୁମାର କର୍ଣ୍ଣ, କବିରାଜ ସାହୁ, ବିଦ୍ୟାଧର ମହାକୁଡ଼, ତ୍ରିଲୋଚନ ଭୋକ୍ତା,ପ୍ରଦୀପ କୁମାର ସାହୁ,ବ୍ଲକ ସଂଗଠକ ଭାବେ ଗୌରୀ ପ୍ରସାଦ ସାହୁ, ପ୍ରତ୍ୟୁଷ କୁମାର ସାହୁ ଓ ମୁରଲୀଧର ସାହୁ ଓ ଜିଲ୍ଲା ସଂଗଠକ ଭାବେ ରାମ ପ୍ରସାଦ କର୍ଣ୍ଣ ବିବରଣୀ ପାଠ କରିଥିଲେ l ଦଶ କର୍ମଧାରା ଉପରେ ପତିତ କୁମାର ବେହେରା, ଯାଜ୍ଞସେନୀ ମହାରଣା ଓ ମକରଧ୍ଵଜ   ଭୋଇନା ଆଲୋଚନାରେ ଭାଗ ନେଇଥିଲେ l ଆଧ୍ୟାତ୍ମିକ ଆଲୋଚନାରେ କପିଳାସ ପ୍ରସାଦ ଦାଶ ଭାଗ ନେଇଥିବା

ବେଳେ ସାଙ୍ଗଠକିନ ଆଲୋଚନା ଉପରେ ପ୍ରସାଦ ତ୍ରିପାଠୀ ପୁଙ୍ଖାନୁପୁଙ୍ଖ ଆଲୋକପାତ କରିଥିଲେ l ଏହି ଅବସରରେ ଉଦଯାପନୀ ମାତୃ ସଂଗୀତ ରସରାଜ ନାୟକ ଓ କପିଳେନ୍ଦ୍ର ମିଶ୍ର ଗାୟନ କରିଥିଲେ l ଶେଷରେ ବୌଦ୍ଧ ଜିଲ୍ଲା ସଂଯୋଜକ ବୀରେନ୍ଦ୍ର ଭୂଷଣ ମେଣ୍ଡିଲି କୃତଜ୍ଞତା ଅର୍ପଣ କରିଥିଲେ l ଏଥିରେ ଜିଲ୍ଲାର ୧୧ଗୋଟି ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ପରିଚାଳନା କମିଟି, ଅବିଭାବକ, ଶିକ୍ଷକ, ଶିକ୍ଷୟତ୍ରୀ ଓ ଶ୍ରୀମା ଶ୍ରୀ ଅରବିନ୍ଦଙ୍କ ମାତୃ ସନ୍ତାନ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like