-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କୁ ହତ୍ୟା ମାମଲାରେ ୨ ଅଭିଯୁକ୍ତ ଗିରଫ

19-Jul-2025



ମାଲକାନଗିରି, (କେଶବ ଚନ୍ଦ୍ର ନାୟକ) ଗତ ଜୁଲାଇ ୧୨ ତାରିଖରେ ୱେବ୍ ଚେନାଲ ସାମ୍ବାଦିକ ଚିନ୍ତାକାଏଲୁ ନରେଶଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରାଯାଇଥିବା ଦୁଇ ଜଣ ଅଭିଯୁକ୍ତଙ୍କୁ ମାଲକାନଗିରି ପୋଲିସ ଆଜି ହାଇଦ୍ରାବାଦରୁ ଗିରଫ କରିବାରେ ସକ୍ଷମ ହୋଇଛି। ଦୁଇ ଜଣ ଅଭିଯୁକ୍ତ ହେଲେ ମୋଟୁ ଥାନା ଅନ୍ତର୍ଗତ ଏମଭି-୭୫ ଗ୍ରାମର ସୁକୁମାର ରାୟ (୨୫) ଓ ଏମପିଭି-୮୨ ଗ୍ରାମର କୋଙ୍କଣ ଜୋର୍ଦାର (୨୧) । ଗତ ଜୁଲାଇ ୧୨ ତାରିଖ ଦିନ ମୋଟୁ ଥାନା ଠାରୁ ୯ କିମି ଦୂର ମୂରଲୀ ଗୁଡା ଠାରେ ଇଟିଗା କାର ଯୋଗେ ସିଏଚ୍ ନରେଶ ଓ କିଛି ସାଙ୍ଗ ସହିତ ମିଶି ଖବର ସଂଗ୍ରହ କରିବା ପାଇଁ ଯାଇଥିଲେ। ହଠାତ୍ ଏହି ଠାରେ କିଛି ଦୁର୍ବୃତ୍ତମାନେ ମଟର ସାଇକେଲରେ ମୂରଲୀ ଗୁଡା ଠାରେ ପହଞ୍ଚି ସାମ୍ବାଦିକଙ୍କ ସହିତ ଯୁକ୍ତିତର୍କ  ହୋଇ ଥିଲେ। ପରବର୍ତ୍ତୀ ସମୟରେ ଖଣ୍ଡା ଦ୍ଵାରା ସିଏଚ ନରେଶଙ୍କୁ ଆକ୍ରମଣ କରିଥିଲେ। ଫଳରେ ବାମ ହାତରେ ଗଭୀର ଖଣ୍ଡା ଚୋଟ ଲାଗିବା ଫଳରେ ପ୍ରଚୁର ରକ୍ତ ସ୍ରାବ ହୋଇ ତଳେ ପଡ଼ିଯାଇଥିଲେ। ସେମାନେ ତରୁଣ କୁମାର ଙ୍କୁ ମଧ୍ୟ ଆକ୍ରମଣ କରିଥିବାକୁ ଉଦ୍ୟମ କରିଥିବା ବେଳେ ସେ କାଳର ଚାବି ଫୋପାଡି ଦେଇ ଜଙ୍ଗଲର ପ୍ରାଣ ରକ୍ଷା ପାଇଁ ଲୁଚି ଯାଇଥିଲେ। କିଛି ସମୟ ପରେ ସାଙ୍ଗମାନଙ୍କୁ ନେଇ ତରୁଣ କୁମାର ଆମ୍ବୁଲାନ୍ସ ସହାୟତାରେ ମୋଟୁ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ସ୍ବାସ୍ଥ୍ୟ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ମେଡିକାଲ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେହି ସମୟରେ ଅପରାଧିମାନେ କାରକୁ ନେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ। ପୋଲିସ ସଂପୃକ୍ତ କାରକୁ ଉଦ୍ଧାର କରିଥିବା ବେଳେ ଦୁଇ ଜଣ ଅପରାଧୀଙ୍କୁ ହାଇଦ୍ରାବାଦରୁ ଗିରଫ କରିବାରେ ସଫଳ ହୋଇଛି। ଅପରାଧୀଙ୍କ ବିରୁଦ୍ଧରେ ମୋଟୁ ଥାନା କେସ ନମ୍ବର ୭୯/୨୦୨୫ ଧାରା ୩୧୦(୨),ବିଏନଏସ ଆର୍/ଡବ୍ଲ୍ଯୁ ସେକ୍ସନ ୨୭ ଅସ୍ତ୍ରଶସ୍ତ୍ର ଧାରା ୧୯୫୯ ଅନୁସାରେ ମାମଲା ରୁଜୁ କରିଛି। ଆଜି ଅଭିଯୁକ୍ତ ୨ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା ମାଲକାନଗିରି ଏସପି ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like