-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ରାଜ୍ୟ

ଅମାବାସ୍ୟାର ଅନ୍ଧକାରରେ ଡୁଙ୍ଗୁରିପାଲି ଡ଼ାକ୍ତରଖାନା 

20-Jul-2025



ଡୁଙ୍ଗୁରିପାଲିରୁ ଅରବିନ୍ଦ ମିଶ୍ରଙ୍କ ରିପୋର୍ଟ

ଡୁଙ୍ଗୁରିପାଲି, କିଟ୍ କିଟ୍ ଅନ୍ଧାର । କିଛି ଦେଖାଯାଇନି । କିଏ ଜଣେ ମୋବାଇଲର ଲାଇଟ୍ ସୁଇଚ୍ ଅନ୍ କଲେ ଲାଇନ୍ ଆସିଗଲା କି ବୋଲି କୁହାକୁହି ହେଉଛନ୍ତି। ହେଲେ ମୋବାଇଲ ଲାଇଟ୍ କେତେ ସମୟ ଧରି ଚାଲିବ ? ଲାଇନ୍ ଗଲେ ଆସିବାର ନା ଧରୁନି I ଜେନେରେଟର କାମ କରୁନି । ୨୪ ଘଣ୍ଟିଆ ଜରୁରୀକାଳୀନ ସ୍ଥାନରେ ବିଜୁଳି ନାହିଁ ।

ଏଭଳି ଦୂରାବସ୍ଥା ଓ କିଛି ଅଭାବନୀୟ ଚିତ୍ର ଦେଖିବାକୁ ମିଳିଛି ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ଡାକ୍ତରଖାନାରେ ।
ବର୍ଷା ଦିନ I ବର୍ଷା ଦିନରେ ବର୍ଷା ନହେବ ଆଉ କଣ ଶୀତ ହେବ କି ? ଏଥି ପାଇଁ ଡାକ୍ତରଖାନା କର୍ତ୍ତୃପକ୍ଷ ଏହାର ସୂବ୍ୟବସ୍ଥା କରିବା କଥା। କିନ୍ତୁ ଡୁଙ୍ଗୁରିପାଲି ଡାକ୍ତରଖାନା ନାହିଁ ନାହିଁରେ ଚାଲିଛି। ବର୍ଷା ଦିନ ପୂର୍ବରୁ ଜେନେରେଟର ସଜଡ଼ା ଯିବା କଥା। ଏହାର ବ୍ୟାଟେରୀ ଚାଲୁଛି କି ନାହିଁ ପରୀକ୍ଷା କରାଯିବା କଥା। ଚିକିତ୍ସା ସୁବିଧା ପାଇଁ ସମସ୍ତ ସୁବିଧା କରିବା  ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ  ଦାୟିତ୍ଵ l ଏହି ପରିପ୍ରେକ୍ଷୀରେ ଡୁଙ୍ଗୁରିପାଲି ଭଳି ବ୍ଲକ ମୁଖ୍ୟାଳୟ ଡାକ୍ତରଖାନରେ ଘଣ୍ଟା ଘଣ୍ଟା ଧରି ବିଜୁଳି ଗାଏବ୍ ରହିବା ସାଧାରଣରେ ଆଲୋଚ଼ନ ସୃଷ୍ଟି କରିଛି I ଡାକ୍ତରଖାନା ଅନ୍ଧାରମୟ ହେବା ଯୋଗୁଁ ରୋଗୀ ତଥା ସମ୍ପର୍କୀୟ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କେବଳ ଆଜି ନୁହେଁ ବର୍ଷା ଦିନ ଆରମ୍ଭରୁ ଡାକ୍ତରଖାନାରେ ବିଦ୍ୟୁତ ବିଭ୍ରାଟ ଦେଖିବାକୁ ମିଳୁଛି।  କର୍ତ୍ତୃପକ୍ଷ, ଜିଲ୍ଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ହେଁ ସମାଧାନ କରାଯାଇନାହିଁ । ରୋଗୀ କଲ୍ୟାଣ ସମିତି ବୈଠକ ବସୁଛି,  ବୈଠକରେ ସମସ୍ୟା ଉଠୁଛି କିନ୍ତୁ ସମାଧାନ ହେଉନାହିଁ। ରାଜ୍ୟ ତଥା କେନ୍ଦ୍ର ସରକାର ସ୍ବାସ୍ଥ୍ୟ ବ୍ୟବସ୍ଥା ର ଉନ୍ନତି ଦିଗରେ ଗୁରୁତ୍ବ ଦେଉଥିବା କହୁଛନ୍ତି । ଏଥି ପାଇଁ ବିପୁଳ  ଅନୁଦାନ ଦିଆଯାଉଥିବା ହାଯାଉଛି । କିନ୍ତୁ ଡୁଙ୍ଗୁରିପାଲି ଡାକ୍ତରଖାନାରେ ବତି ଗୁଲ୍ ହେବା କଥାକୁ ସହଜରେ ଗ୍ରହଣ କରାଯାଇ ପାରୁନାହିଁ। ଡାକ୍ତରଖାନା ଅନ୍ଧାରରେ ରହିବା ଯୋଗୁଁ ଚିକିତ୍ସା କ୍ଷେତ୍ରରେ ବ୍ୟାପକ ବ୍ୟାଘାତ ସୃଷ୍ଟି ହୋଇଥିଲା। ତୀର୍ଘ ସମୟ ଧରି ଚିକିତ୍ସାଧୀନ ରୋଗୀ ଚିକିତ୍ସାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ଠିକ୍ ସମୟରେ ସାଲାଇନ, ମେଡିସିନ ପ୍ରଦାନ କରାଯାଇ ନଥିବା ବେଳେ ଜରୁରୀ ଚିକିତ୍ସା ପାଇଁ ଆସିଥିବା ରୋଗୀଙ୍କୁ ମୋବାଇଲ ଟର୍ଚ୍ଚ ରେ ଚିକିତ୍ସା କରାଯାଇଥିବା ଅଭିଯୋଗ ହୋଇଛି । ଯଦି ୨୪ ଘଣ୍ଟିଆ ଜରୁରୀ ସରକାରୀ ସ୍ବାସ୍ଥ୍ୟ ସେବା ଅନୁଷ୍ଠାନରେ ଏଭଳି ବ୍ୟତିକ୍ରମ ଦେଖାଯାଏ ତାହେଲେ ଏଠି ଦୋଷୀ କିଏ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି ।
ସୂଚନାଯୋଗ୍ୟ ଯେ,  ଡୁଙ୍ଗୁରିପାଲି ଅଞ୍ଚଳରେ ବର୍ଷା ହେବାରୁ ବିଦ୍ୟୁତ ସରବରାହ ବନ୍ଦ ରହିଛି । ସନ୍ଧ୍ୟାରୁ ବିଦ୍ୟୁତ ନଥୁବା ବେଳେ ଡାକ୍ତରଖାନାରେ ଜେନେରେଟର କେବେ ଚାଲିବ ବୋଲି ରୋଗୀ ଓ ସମ୍ପର୍କୀୟ ପ୍ରଶ୍ନ କରିଛନ୍ତି । ରାଜ୍ୟ ସରକାର ତୁରନ୍ତ ଏହାର ଆସୁ ସମାଧାନ କରିବା ପାଇଁ ଜନସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like