-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରପତି ଭବନରେ ଆୟୋଜିତ  ସ୍କାଉଟ୍ ଗାଇଡ ରାଷ୍ଟ୍ରପତି ପୁରସ୍କାର  ଉତ୍ସବରେ ଯୋଗଦେବା ପାଇଁ ଦିଲ୍ଲୀ ଗ୍ରସ୍ତରେ ଗଲେ ଶିକ୍ଷୟିତ୍ରୀ

20-Jul-2025



ଅତାବିରା(ଆକାଶ ମିଶ୍ର)  ବରଗଡ ଜିଲ୍ଲା ଅତାବିରା ବ୍ଲକ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷୟିତ୍ରୀ ତଥା ଗାଇଡ କ୍ୟାପଟେନ  ଅନୁସୂୟା ଦେବତା ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ରାଷ୍ଟ୍ରପତି ଭବନରେ ଆୟୋଜିତ ରାଷ୍ଟ୍ରପତି ପୁରସ୍କାର ସ୍କାଉଟ୍ / ଗାଇଡ ଉତ୍ସବ ରେ ଯୋଗ ଦେବା ପାଇଁ ।  ଆସନ୍ତା ୨୨ ଜୁଲାଇ ରେ ରାଷ୍ଟ୍ରପତି ଭବନ ରେ ଆୟୋଜିତ  ଉକ୍ତ ଉତ୍ସବରେ ଓଡ଼ିଆ ଦେଶାତ୍ମବୋଧକ  ସମବେତ ସଙ୍ଗୀତ ଗାନ କରିବା ପାଇଁ ଶ୍ରୀମତୀ ଦେବତା  ଓଡ଼ିଶା ରାଜ୍ୟ ସ୍କାଉଟ୍ ଗାଇଡ ମୁଖ୍ୟ କମିଶନର ଡଃ କାଳୀପ୍ରସାଦ ମିଶ୍ର ଙ୍କ  ନିର୍ଦ୍ଦେଶ କ୍ରମେ ତଥା ବରଗଡ଼  ଜିଲ୍ଲା ମୁଖ୍ୟ ସ୍କାଉଟ୍  କମିଶନର ତଥା

ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ ଙ୍କ  ନିର୍ଦ୍ଦେଶ କ୍ରମେ ଓଡ଼ିଶାରୁ  ପ୍ରତିନିଧିତ୍ଵ କରି  ଉକ୍ତ ଉତ୍ସବରେ ଯୋଗଦାନ କରୁଛନ୍ତି । ଏଥିପାଇଁ  ପ୍ରଥମେ ଭାରତ ସ୍କାଉଟ  ଗାଇଡ  ମୁଖ୍ୟ କାର୍ଯ୍ୟାଳୟ , ଦିଲ୍ଲୀ ରେ ତିନି ଦିନ ଧରି  ଅଭ୍ୟାସ ଓ ପ୍ରସ୍ତୁତି କରାଯିବ  ବୋଲି ଜଣାପଡିଛି ।  ଏହା ପୂର୍ବରୁ ୨୦୧୬ ମସିହାରେ ମଧ୍ୟ ଶ୍ରୀମତୀ ଦେବତା ଓଡ଼ିଶାରୁ ପ୍ରତିନିଧିତ୍ଵ କରି ରାଷ୍ଟ୍ରପତି ଭବନ ରେ ଆୟୋଜିତ ରାଷ୍ଟ୍ରପତି ପୁରସ୍କାର ଉତ୍ସବରେ ଯୋଗଦାନ କରିଥିଲେ ।ନିଜ ବିଦ୍ୟାଳୟ ର ଦୁଇଜଣ ଛାତ୍ରୀ ଉକ୍ତ ଉତ୍ସବରେ ତତ୍କାଳୀନ ଭାରତର ମହାମହିମ ର ରାଷ୍ଟ୍ରପତି  ପ୍ରଣବ ମୁଖାର୍ଜୀ ଙ୍କ ଠାରୁ ରାଷ୍ଟ୍ରପତି  ପୁରସ୍କାର ଗାଇଡ  ଗ୍ରହଣ କରିବାର୍ ସୌଭାଗ୍ୟ ହାସଲ କରି ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଥିଲେ । ଆଜି ଶ୍ରୀମତୀ ଦେବତା ଙ୍କ ଏହି ଯୋଗଦାନ ଜିଲ୍ଲା ସ୍କାଉଟ /ଗାଇଡ , ବିଦ୍ୟାଳୟ  ତଥା  ଅଞ୍ଚଳ ପାଇଁ ଏକ  ଗୌରବ ର  ବିଷୟ ।ଏଥିପାଇଁ ତାଙ୍କୁ ବିଭିନ୍ନ ମହଲରୁ ଅଭିନନ୍ଦନ ଜଣାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like