-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||     

HOME   ବିଶେଷ

ଗାଁରେ ବୁଲିଲା ଖଣ୍ଡା, ଭିଡିଓ ଭାଇରାଲ୍‌

25-Jan-2021



ବାଲେଶ୍ୱର:, (ପ୍ରେରଣା ଖବର) :ଗୋଷ୍ଠୀ ବିବାଦକୁ ନେଇ ଗାଁରେ ବୁଲିଲା ଖଣ୍ଡା ଓ ବନ୍ଧୁକ ଦେଖାଇ ଲୋକଙ୍କୁ ଧମକ। ଏଭଳି କିଛି ଦୃଶ୍ୟ ବାଲେଶ୍ୱରରେ ଦେଖିବାକୁ ମିଳିଛି। ଯାହାର ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହୋଇଛି।

ବାଲେଶ୍ୱର ସଦର ବ୍ଲକ୍‌ ଅନ୍ତର୍ଗତ କେଶରପୁର ଗାଁରେ ଜଣେ ବ୍ୟକ୍ତିଙ୍କୁ ଇଲେକ୍ଟ୍ରିକ୍‌ ଲାଇନ୍ ନଦେବାକୁ ନେଇ ଗଣ୍ଡଗୋଳ ହୋଇଥିଲା। ଏହାକୁ ନେଇ ଗୋଟିଏ ଗୋଷ୍ଠୀର ୨ ଜଣ ଯୁବକ ମୋଟର ସାଇକେଲରୁ ଓହ୍ଲାଇ ଅନ୍ୟ ଗୋଷ୍ଠୀକୁ ବନ୍ଧୁକ ଦେଖାଇଥିଲେ। ସେମାନେ ହାତରେ ଖଣ୍ଡା ମଧ୍ୟ ଧରିଥିବା ଭାଇରାଲ୍‌ ଭିଡିଓରେ ଦେଖିବାକୁ ମିଳିଥିଲା। ଗତ ୧୯ ତାରିଖରେ ଦିନ ଦ୍ୱିପ୍ରହରରେ ଏହି ଘଟଣା ଘଟିଥିଲା।
ଅନ୍ୟପକ୍ଷରେ ଘଟଣାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରୁ କେହିବି ମୁହଁ ଖୋଲି ନାହାନ୍ତି। ସେପଟେ ଅଭିଯୁକ୍ତ ୨ ଯୁବକ ରାଜ୍ୟ ବାହାରକୁ ଚାଲି ଯାଇଥିବା ପୋଲିସ୍‌ ଅନୁମାନ କରୁଛି। ସେମାନଙ୍କୁ ଧରିବା ପାଇଁ ପୋଲିସ୍‌ ସେମାନଙ୍କ ଫୋନ୍‌କୁ ଟ୍ରାକ୍‌ କରୁଛି।

 

ଏହି ଘଟଣାକୁ ନେଇ ବାଲେଶ୍ୱର ସଦର ଏସ୍‌ଡିପିଓ କହିଛନ୍ତି, ପୋଲିସ ସେମାନଙ୍କୁ ଖୋଜୁଛି, ଖୁବ୍ ଶୀଘ୍ର ଧରାପଡ଼ିବେ।

ଦିନ ଦ୍ୱିପ୍ରହରେ ଏଭଳି ଘଟଣାକୁ ନେଇ ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହାସହ ଲୋକଙ୍କ ଜୀବନ କେତେ ସୁରକ୍ଷିତ, ତାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026

You Might Also Like