-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ନୃତ୍ୟ ପ୍ରଜ୍ଞା ଓଡ଼଼ିଶୀ ଉତ୍ସବ ଅନୁଷ୍ଠିତ, ଲକି ପ୍ରଜ୍ଞାଙ୍କ ଚମତ୍କାର ପ୍ରଦର୍ଶନରେ ଦର୍ଶକ ମନ୍ତ୍ରମୁଗ୍ଧ

20-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ନୃତ୍ୟ ପ୍ରଜ୍ଞା ପବ୍ଲିକ ଚାରି ଟେବୁଲ ଟ୍ରଷ୍ଟ ଦ୍ୱାରା “ନୃତ୍ୟ ପ୍ରଜ୍ଞା ଉତ୍ସବ” ଭୁବନେଶ୍ୱର ଭଞ୍ଜକଳା   ମଣ୍ଡପରେ ଶନିବାର ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ଗୁରୁ ଶ୍ରୀମତୀ କୁମ୍‌କୁମ୍ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଅନ୍ୟାନ୍ୟ ଅତିଥି ଭାବେ ସାହିତ୍ୟ ଏବଂ ସଙ୍ଗୀତ ନାଟକ ଏକାଡେମୀ ସଚିବ ଡ.ଚନ୍ଦ୍ର ଶେଖର ହୋତା, ଶିକ୍ଷାବିତ୍ ରବିନ୍ଦ୍ର ନାଥ ମହାନ୍ତି, ବରିଷ୍ଠ ସମ୍ବାଦିକ ଶ୍ରୀରାମ ଦାସ,  ଅବସରପ୍ରାପ୍ତ ଲେଫ୍ଟନେଣ୍ଟ କର୍ଣ୍ଣେଲ ଶ୍ରୀମତୀ ସୋନାଲୀ ରଥଏବଂ କମ୍ପାନୀ ସେକ୍ରେଟାରୀ ଜିତେନ୍ଦ୍ରୀୟ ମହାନ୍ତି ଯୋଗ ଦେଇଥିଲେ ।
ଏହି ନୃତ୍ୟ ଉତ୍ସବରେ ଶ୍ରୀ ଲକି ପ୍ରଜ୍ଞା ପ୍ରତିଷ୍ଠିତ ମହାନ୍ତିଙ୍କ ନୃତ୍ୟ ବିଶେଷ ଆକର୍ଷଣୀୟ ହୋଇଥିଲା । ସେ ଓଡ଼ିଶୀର ପଲ୍ଲବୀ ନୃତ୍ୟ ପରିବେଷଣ କରିଥିଲେ । ଯାହା କଳାବତୀ ରାଗରେ ପର୍ଯ୍ୟବେଶିତ ଥିଲା । ଏହାର ନୃତ୍ୟ ନିର୍ଦ୍ଦେଶନା ଦେଇଥିଲେ ପଦ୍ମଶ୍ରୀ ଗୁରୁ କୁମ୍‌କୁମ୍ ମହାନ୍ତି ।  
ଏହା ପରେ ଶ୍ରୀମତୀ ସୁହାଗ ନଳିନୀ ଦାସ, ବିପାଞ୍ଚୀ ଦାସ, ପ୍ରୀତିସା ମହାପାତ୍ରଙ୍କ ଏକକ ନୃତ୍ୟ ଦର୍ଶକଙ୍କ ମନ ମୋହିଥିଲା । ଏହା ଛଡ଼ା ନୃତ୍ୟ ପ୍ରଜ୍ଞା ଅନୁଷ୍ଠାନର ଛାତ୍ରୀମାନେ ମଙ୍ଗଳାଚରଣ ଏବଂ ‘ଆହେ ନୀଳ ଶଇଳ’ ନୃତ୍ୟ ପରିବଷେଣ କରିଥିଲେ ।
 ଏହା ପରେ ବିଦ୍ୟା ଇନ୍‌ଷ୍ଟିଚ୍ୟୁଟ୍‌ର ନୃତ୍ୟ ଶିଳ୍ପୀମାନେ ‘ନାଗେନ୍ଦ୍ର ହାରାୟ’ ନୃତ୍ୟ ପରିବେଷଣ କରିଥିଲେ । ଅନ୍ତିମରେ ନୃତ୍ୟ ପ୍ରଜ୍ଞା ପବ୍ଲିକ୍ ଚାରିଟେବୁଲ ଟ୍ରଷ୍ଟର ଚେୟାମ୍ୟାନ ଲକି ପ୍ରଜ୍ଞା ପ୍ରତିଷ୍ଠିତ ମହାନ୍ତି ଏବଂ ସେକ୍ରେଟାରୀ ସସ୍ମିତା ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ ।
ଆଜିର ଏହି ସାଂସ୍କୃତିକ ଉତ୍ସବରେ ଦର୍ଶକଙ୍କ ଭରପୂର ଉପସ୍ଥିତି ବେଶ୍ ଉଲ୍ଲେଖନୀୟ ଥିଲା । ସେମାନଙ୍କ କରତାଳି ଓ ଉଚ୍ଛ୍ୱସିତ ପ୍ରେରଣା ନୃତ୍ୟଶିଳ୍ପୀମାନଙ୍କୁ ଶ୍ରେଷ୍ଠ ପଦର୍ଶନ ଦେବା ପାଇଁ ପ୍ରେରଣା ଯୋଗାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like