-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ପରିଚୟ ଦେଇଛି ଡ୍ରାଗନ ଫଳଚାଷ; ଅଧ୍ୟବସାୟ ବଳରେ ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି ମା ନନ୍ଦ ଗଣ୍ଡା ସ୍ଵୟଂ ସହାୟକ ଗୋଷ୍ଠୀ ର ଉଦ୍ୟୋଗୀ ମହିଳା

20-Jul-2025



ରାୟଗଡ(ସୁପ୍ରିୟା ଷଡଙ୍ଗୀ): ରମାନାଗୁଡା ବ୍ଲକ ଏକ ଆଦିବାସୀ ବହୁଳଅଞ୍ଚଳ ଅଟେ l ଏଠାକାର ଚାଷୀ ମାନଙ୍କର ଆୟ ବହୁତ ସ୍ୱଳ୍ପ ଅଟେ। ଏଥିପାଇଁ ଏହି ଅଞ୍ଚଳରେ ଉଚ୍ଚ ଆୟ ସମ୍ପନ୍ନ ପାଇଁ  ରାଜ୍ୟ ସରକାରଙ୍କ  ଓଡିଶା ଜୀବିକାମିଶନ (OLM) ତରଫରୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଥିଲା। ତାମଧ୍ୟରୁ ଗୋଗୁପlଡୁ ଗ୍ରାମ ପାଞ୍ଚାୟତର ଗୋଟା ଗ୍ରାମରେ ଥିବା ‘ମା ନନ୍ଦ ଗଣ୍ଡା’ ସ୍ୱୟଂ ସହାୟକ ଗୋଷ୍ଠୀ ସଭ୍ୟାମାନେ(ଓଡିଶା ଜୀବିକା ମିଶନ) ର ଅଧିକ ମୂଲ୍ୟଯୁକ୍ତ ଶସ୍ଯ  ଅଧିନରେ ଡ୍ରାଗନ ଫଳ ଚାଷ କରିବା ପାଇଁ ଇଚ୍ଛାପ୍ରକାଶ କରିଥିଲେ l

ଏହାପରେ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ କୃଷି ବିଭାଗ, ଉଦ୍ୟାନବିଭାଗ ଓଡିଶା ଜୀବିକା ମିଶନ ଓ ବିଭିନ୍ନ ବିଭାଗକୁ ନେଇ ଏକ କମିଟି ଗଠନ କରାଯାଇଥିଲା। ସବୁ ବିଭାଗର ସହଭାଗୀତାରେ ଉକ୍ତ ଚାଷ କିପରି ଉନ୍ନତ ଧରଣର କରାଯିବ ତାହା ସ୍ଥିରୀକୃତ କରା ଯାଇଥିଲା। ଡ୍ରାଗନ ଫଳ ଚାଷ ନିମନ୍ତେ ମୃତ୍ତିକା ପରିକ୍ଷଣ କରା ଯାଇଥିଲା । ଏହାପରେ ମହାତ୍ମା ଗାନ୍ଧୀ କର୍ମ ନିଯୁକ୍ତି ଯୋଜନା  ଓ କୃଷି ବିଭାଗର ପରାମର୍ଶ ଅନୁଯାଇ ଜମିକୁ ଚାଷଉପଯୋଗୀ କରାଯାଇଥିଲା l ସ୍ୱୟଂ ସହାୟକ ଗୋଷ୍ଠୀ ସଭ୍ୟା ମାନଙ୍କୁ ଉକ୍ତ ଚାଷ ନିମନ୍ତେ ପ୍ରଶିକ୍ଷଣ ଦେବା ପାଇଁ କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ବ୍ଲକକୁ ପରିଦର୍ଶନ ନିମନ୍ତେ ନିଆଯାଇଥିଲା ।  ଏହା  ପରେ ମା ମାନେ ପ୍ରାୟ ୦.୭୫ ଏକର ଜମିରେ ଚାଷ କରିବା ପାଇ ୧୫୦ ଗୋଟି ପୋଲ ଏବଂ  ଫ୍ରେମ ତିଆରି କରିଥିଲେ ପୋଲ ଏବଂ ଫ୍ରେମର ଦାମ ମୋଟ ୧୨୦୦ ଟଙ୍କା ଏବଂ ମୋଟ ୧୫୦ ସେଟ ନିମନ୍ତେ ୧,୮୦୦୦୦ ଟଙ୍କା ଖର୍ଚ ହେଇଛି । ଚାଷ ନିମନ୍ତେ ୬୦୦ ଚାରା ପାଇଁ ୩୦୦୦୦ ଟଙ୍କା ଖର୍ଚ କରାଯାଇଛି । ଉକ୍ତ ଖର୍ଚ ଓଡିଶା ଜୀବିକା ମିଶନ (ଅଧିକ ମୂଲ୍ୟଯୁକ୍ତ ଶସ୍ଯ) ସ୍କୀମ ରୁ ବହନ କରାଯାଇଛି ।ଉଦ୍ୟାନ ବିଭାଗ ତରଫରୁ  ଡ୍ରିପ ଏବଂ ଚାରା ନିମନ୍ତେ ସବସିଡିର ବ୍ୟବସ୍ତା କରାଯାଇଛି l ଉକ୍ତ ଚାଷ କରି

ମୋଟ ୧ବର୍ଷ ଅତିକ୍ରମ ହୋଇଛି । ବର୍ତମାନ ଫଳ ଅମଳ ସହିତ ବଜାରରେ ବିକ୍ରି ମଧ୍ୟ ଆରମ୍ଭ ହେଲାଣି ।

ଏହି ଚାଷରୁ ୧କେଜି କୁ ୩୦୦ଟଙ୍କା ହିସାବରେ ବର୍ଷକୁ ପ୍ରାୟ ୭ ରୁ ୮ଲକ୍ଷ ଆୟ ହେବାର ସମ୍ଭାବନା ରହିଛି। ଏହିଭଳି ଏକ ନିଆରା ଏବଂ ଉଚ୍ଚ ଜ୍ଞାନକୌଶଳ ସମ୍ପନ୍ନ ଡ୍ର୍ଯାଗନ ଫୃଟ୍ ଚାଷ  ଜିଲ୍ଲାପାଳ ତଥା CEO ଶ୍ରୀମତୀ ପାରୁଲ ପଟ୍ଟୱାରୀଙ୍କ ମାର୍ଗଦର୍ଶିକା ଅନୁଯାୟୀ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ରାୟଗଡା ଅକ୍ଷୟ କୁମାର ଖେମୁଣ୍ଡୁଙ୍କ ପ୍ରତ୍ଯକ୍ଷ ତତ୍ବାବଧାନ, ବ୍ଲକ ପ୍ରଶାସନର ବୈଷୟିକ ଓ ସମୟୋପଯୋଗୀ ନିରନ୍ତର  ପ୍ରୋସାହନ ଓ  ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ନିରନ୍ତର ଉଦ୍ୟମରେ ସଫଳ ହେଇଅଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like