-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଚଳିତ ଶିକ୍ଷାବର୍ଷର ପ୍ରଥମ ମାସିକ ବୈଠକ

20-Jul-2025



ନୟାଗଡ଼:  ଚଳିତ ଶିକ୍ଷାବର୍ଷର ପ୍ରଥମ ମାସିକ ବୈଠକ ନୟାଗଡ଼ ବ୍ଲକ ଅନ୍ତର୍ଗତ  କାଳିକାପ୍ରସାଦ ଆଞ୍ଚଳିକ ସାଧନ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ସିଆରସିସି ଲକ୍ଷ୍ମୀଧର ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ଓସେପା ର ଯୁଗ୍ମ ନିର୍ଦ୍ଦେଶିକା ଅମିତା ପଟ୍ଟନାୟକ ଯୋଗଦାନ କରିଥିବା ବେଳେ ଅନ୍ୟତମ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେ,ସମଗ୍ର ଶିକ୍ଷା ବରିଷ୍ଠ ବୈଷୟିକ ସହାୟକ ରଞ୍ଜନ କୁମାର ମହାରଣା ପ୍ରମୁଖ ଯୋଗଦାନ କରିଥିଲେ। ଏହି ବୈଠକରେ ପିଲାମାନଙ୍କୁ ଶିକ୍ଷାଦାନ ପ୍ରଣାଳୀର ବିଭିନ୍ନ କୌଶଳ ସମ୍ବନ୍ଧରେ ଆଲୋଚନା କରାଯାଇଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଅନଲାଇନ ଉପସ୍ଥାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହି ବୈଠକରେ କାଳିକାପ୍ରସାଦ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ପ୍ରଧାନ ଶିକ୍ଷକ ଏବଂ ସହକାରୀ ଶିକ୍ଷକ ମାନେ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like