-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ପେପର୍ ବ୍ୟାଗ୍ ଓ ପତ୍ରରୁ ପ୍ଲେଟ୍ ତିଆରି କର୍ମଶାଳା

20-Jul-2025



ବରଗଡ଼ (ପ୍ରେରଣା ଖବର): ସବୁଜ ଜୀବନ ଶୈଳୀକୁ ଆପଣାଇବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଅଭ୍ୟସ୍ତ କରାଇବା ଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ କର୍ଲାଯୋରୀ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ପେପର୍ ବ୍ୟାଗ୍ ,କାଗଜ ଠୁଙ୍ଗା ଓ ପତ୍ରରୁ ପ୍ଲେଟ୍ ତିଆରି ପାଇଁ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ଅଜିତ ଖମାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠାନର ଇକୋ କ୍ଳବ୍

ଆନୁକୂଲ୍ୟରେ ଅନୁଷ୍ଠିତ ଏହି କର୍ମଶାଳାରେ ଗୁରୁମା ସୁଦୀପ୍ତା ବେହେରା ଅତିଥି ସ୍ୱାଗତ ଓ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପ୍ରଧାନ ଆଚାର୍ଯ୍ୟ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ସ୍ଵତନ୍ତ୍ର ଅତିଥି ଭାବରେ ଇକୋ କ୍ଳବ୍ ମାଷ୍ଟର ଟ୍ରେନର ତଥା ପରିବେଶବିତ୍ ସଞ୍ଜୟ ଖମାରୀ ଯୋଗ ଦେଇ ଯଥା ସମ୍ଭବ ପେପର୍ ବ୍ୟାଗ୍,କାଗଜ ଠୁଙ୍ଗା ଓ ପତ୍ର ନିର୍ମିତ ପ୍ଲେଟ ବ୍ଯବହାର କରି ସବୁଜ ଜୀବନ ଶୈଳୀକୁ ଆପଣାଇବା ସହିତ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ପରିବେଶ ସୃଷ୍ଟି କରିବା ପାଇଁ ସମସ୍ତଙ୍କୁ ଆହ୍ବାନ କରିଥିଲେ।ସରସ୍ଵତୀ ଶିଶୁବିଦ୍ୟାମନ୍ଦିରର ଇକୋ କ୍ଲବର ସମସ୍ତ ସଦସ୍ୟ ଏହି କର୍ମଶାଳାରେ ସକ୍ରିୟ ଅଂଶଗ୍ରହଣ କରି ପତ୍ରରୁ ଖଲି ନିର୍ମାଣ କରିବା ପ୍ରଣାଳୀ,ପେପର୍ ବ୍ୟାଗ୍ ଓ କାଗଜରୁ ଠୁଙ୍ଗା ତିଆରି

କରିବା ପ୍ରଣାଳୀ ଶିକ୍ଷା ଲାଭ କରିଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ପରିଚାଳନା ସମିତିର ଉପସଭାପତି ତେଜରାଜ ସାହୁ, ଗୁରୁମା ଅନସୂୟା ପଧାନ,ସୁଜାତା ସାହୁ, କଳ୍ପନା ପଧାନ,ମାନସୀ ମୁଦୁଲି, ଗୋପଲକ୍ଷ୍ମୀ ଥପା, ଅନୀତା ସେଠ୍, କୋଇଲି ଡୁମଲିଆ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ। ଶେଷରେ ଗୁରୁମା ଗୋପଲକ୍ଷ୍ମୀ ଥପା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like