-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ

20-Jul-2025



ସୁବର୍ଣ୍ଣପୁର(ପ୍ରେରଣା ଖବର): ଜିଲ୍ଲା  ସ୍ୱାସ୍ଥ୍ୟ ସମିତିତରଫରୁ ସ୍ଥାନୀୟ ସରକାରୀ ମହିଳା  ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ତାଲିମ ଗୃହ ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ଜନ ସଂଖ୍ୟା  ଦିବସ-୨୦୨୫ ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ା ରମେଶ ଚନ୍ଦ୍ର ସ୍ୱାଇଁଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭାରେ ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡ଼ା ପଦ୍ମହଂସା ଦୋରା, ଜାତୀୟ

ସ୍ୱାସ୍ଥ୍ୟ ମିଶନ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ରୂପକ କୁମାର ମହାପାତ୍ର, ଅଧୀକ୍ଷକ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ସ୍ମିତାଶ୍ରୀ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଉପସ୍ଥିତ ଥିଲେ। ଉପସ୍ଥିତ ଅତିଥି ବୃନ୍ଦ ଉକ୍ତ ଦିବସର ମହତ୍ୱ ତଥା ଜନ ସଂଖ୍ୟା ବୃଦ୍ଧି ର କାରଣ ଓ ନିରାକରଣ ଉପରେ ବିଷଦ ଭାବରେ ଆଲୋଚନା କରି ସମସ୍ତଙ୍କୁ ସଚେତନତା ବାର୍ତା ମାଧ୍ୟମରେ ଜନସଂଖ୍ୟା ରୋକିବା ପାଇଁ ଆହ୍ୱାନ ଦେଇ, ପରିବାର ନିୟୋଜନ ଏକ ସାମାଜିକ ଦାୟିତ୍ୱ, ପ୍ରଥମ ଗର୍ଭଧାରଣରେ ବିଳମ୍ବ ଓ ସନ୍ତାନ ଜନ୍ମ ମଧ୍ୟରେ ବ୍ୟବଧାନ ପାଇଁ କୋୖଣସି ଗୋଟିଏ ଉପାୟ ଆପଣାନ୍ତୁ ଏବଂ ଏକ ସୁସ୍ଥ ସୁନ୍ଦର ସୁଖୀ ପରିବାର ଗଠନ କରିବାରେ ସହାୟକ ହୋଇ ପାରିବା ଉପରେ ଗୁରୁତ୍ୱାରୋପ କରିଥିଲେ।

ଉକ୍ତ ସଭାରେ ଆଶା, ମାସ ମେମ୍ବର, RARE ର କର୍ମକର୍ତା, skill Development center ର କର୍ମଚାରୀ,ନର୍ସିଂ ସ୍କୁଲ ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଶ୍ୟାହେଲି ହାଲଦାର ଓ ମଧୁସ୍ମିତା କର ନର୍ସିଂ ଟ୍ୟୁଟର  କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ । ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like