-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||     

HOME   ଜିଲ୍ଲା

ସୁସ୍ଥ ପଞ୍ଚାୟତ ଗଠନ ପାଇଁ ତିନି ଦିନିଆ କର୍ମଶାଳା 

20-Jul-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ସରକାରଙ୍କ ଉଦ୍ୟମରେ ସୁସ୍ଥ ଓ ସଚେତନ ପଞ୍ଚାୟତ ଗଠନ ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ ତରଫରୁ ଏକ ଦୀର୍ଘ ତିନି ଦିନିଆ ତାଲିମ ଶିବିର ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରରେ
ଆୟୋଜିତ ହୋଇଥିଲା। ଏହି କର୍ମଶାଳାରେ ଜିଲ୍ଲା ପରିଷଦ ତତ୍ତ୍ୱାବଧାନରେ ୧୮ତାରିଖରୁ,୨୦ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ବେଳେ ସିଡିଓ ତଥା ଇଓ ନରେଶ ଚନ୍ଦ୍ର ଶବର ଉଦଯାପନ କରିଥିଲେ। ଏଥିରେ ପ୍ରୋଗ୍ରାମ ମ୍ୟାନେଜର ହିମାଂଶୁ ଭୂଷଣ ମହାରଣା କର୍ମଶାଳାର ଉଦ୍ଦେଶ୍ୟ ଓ କାର୍ଯ୍ୟସୂଚୀ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ମତ ବ୍ୟକ୍ତ କରିଥିଲେ।ଏହି ତାଲିମ୍ ଶିବିରରେ ଜିଲ୍ଲାର ବିଭିନ୍ନ ବ୍ଲକ୍ ଓ ପଞ୍ଚାୟତରୁ ଆସିଥିବା ୫୬ ଜଣ ପୁରୁଷ ସ୍ବାସ୍ଥ୍ୟ କର୍ମୀମାନଙ୍କୁ ଯକ୍ଷ୍ମା ମୁକ୍ତ ପଞ୍ଚାୟତ, ପୁଷ୍ଟି ହିନତା ଓ ରକ୍ତ ହିନତା ନିବାରଣ ଉଦ୍ଦେଶ୍ୟରେ ବିଶେଷ ତାଲିମ୍ ଦିଆଯାଇଥିଲା। ତାଲିମ୍ ଦାତା ଭାବରେ ଡା. ପ୍ରଜ୍ଞା ପଟ୍ଟନାୟକ, ପ୍ରଶାନ୍ତ ମଲ୍ଲିକ, କ୍ରୀଷ୍ଣାମୟୀ ମିଶ୍ର, ପ୍ରିୟବ୍ରତ ଯୋଶୀ ଏବଂ ପିରମଲ୍ ଫାଉଣ୍ଡେସନର ବିଷ୍ଣୁ ସାହୁ ଅନୁପ୍ରେରଣାଦାୟୀ ଏବଂ ତଥ୍ୟମୂଳକ ତାଲିମ୍ ଦେଇଥିଲେ।
ତାଲିମ୍ ଶିବିର ପରେ ଏହି ପ୍ରଶିକ୍ଷଣ ପାଇଥିବା ସ୍ୱାସ୍ଥ୍ୟ କର୍ମୀମାନେ ନିଜ ଅଞ୍ଚଳରେ ଜନସାଧାରଣଙ୍କୁ ସଚେତନ କରି ପାରିବେ ବୋଲି କୁହାଯାଇଥିଲା।
ଏହି କାର୍ଯ୍ୟକ୍ରମକୁ ବିନାଶ କୁମାର ମିଶ୍ର  ପରିଚାଳନା କରିଥିଲା ବେଳେ ବିଶ୍ଵନାଥ ମଣ୍ଡଳ, ଏନ. ଅହଲ୍ୟା ଓ ପଞ୍ଚାୟତ ସାଧନ କେନ୍ଦ୍ରର ସମସ୍ତ ସଦସ୍ୟମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026

You Might Also Like