-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||     

HOME   ଦେଶ ବିଦେଶ

ଭାରତୀୟ ରେଳବାଇ ଟିକେଟ ସଂରକ୍ଷଣ ନିୟମରେ ଆଣିଲା ପରିବର୍ତ୍ତନ: ଆଜିଠୁ ନୂଆ ନିୟମ

10-Oct-2020



Delhi,10/10-ଭାରତୀୟ ରେଳବାଇ ଟିକେଟ ସଂରକ୍ଷଣ ନିୟମରେ ପରିବର୍ତ୍ତନ ଆଣିଛି । ପାର୍ବଣ ଋତୁରେ ରେଳଯାତ୍ରା କରୁଥିଲେ ଅଥବା ଅନ୍ୟକାମରେ ରେଳରେ ଯାଉଥିଲେ ସଂରକ୍ଷଣ ଚାର୍ଟର ନୂତନ ସଂପର୍କରେ ଜାଣିବାର ଆବଶ୍ୟକତା ଅଛି । ରେଳବାଇ ଆଜିଠାରୁ ରିଜରର୍ଭେସନ ଚାର୍ଟ (ସଂରକ୍ଷଣ ତାଲିକା) ଟ୍ରେନ ଛାଡ଼ିବାର ୩୦ ମିନିଟ ପୂର୍ବରୁ ପ୍ରସ୍ତୁତ ଆରମ୍ଭ କରିଛି । ୨୦୨୦ ମେ’ ମାସ ୧୧ରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରେଳବାଇ ସେକେଣ୍ଡ ଚାର୍ଟର ସମୟ ପରିବର୍ତ୍ତନ କରିଥିଲେ । ଚାର୍ଟକୁ ଟ୍ରେନ ଛାଡ଼ିବାର ୨ ଘଣ୍ଟା ପୂର୍ବରୁ ପ୍ରସ୍ତୁତ କରାଯାଉଥିଲା । କିନ୍ତୁ ଅନଲକ ୫.୦ରେ ନୂତନ ଗାଇଡଲାଇନ୍ସ ଆସିବା ଲାଗି ନିୟମ ପରିବର୍ତ୍ତନ ହୋଇଛି । ଏଣିକି ଟ୍ରେନ ଛାଡ଼ିବାର ୩୦ ମିନିଟ ପୂର୍ବରୁ ଚାର୍ଟ ପ୍ରସ୍ତୁତ ହେଉଛି । ସିଆରଆଇଏସ ଏହି ପରିବର୍ତ୍ତନ ଲାଗି ନିଜର ସଫ୍ଟୱେରରେ ଜରୁରୀ ଅପଡେଟ କରିବ!! ସେକେଣ୍ଡ ଚାର୍ଟ ପ୍ରସ୍ତୁତ ହେବା ପୂର୍ବରୁ ଅନଲାଇନ ଓ ରେଳବାଇ କାଉଣ୍ଟର ଟିକେଟ ବୁକିଂ ଜାରି ରହିବ । ଅର୍ଥାତ ରେଳଯାତ୍ରୀଙ୍କୁ ଟିକେଟ ବୁକିଂ ଲାଗି ଅତିରିକ୍ତ ସମୟ ମିଳିବ । ଯେଉଁ ସିଟ ଖାଲି ଥିବା ପ୍ରଥମେ ଆସିଥିବା ଯାତ୍ରୀଙ୍କୁ ଆଗ ମିଳିବ । ଯଦି କାହାରିକୁ ଟିକେଟ ବାତିଲ କରିବାର ଅଛି, ତାହା ମଧ୍ୟ କରିହେବ । ଫେରସ୍ତ ନିୟମ ଅନୁସାରେ ଟିକେଟ ଫେରାଯାଇପାରିବ । କରୋନା ଭାଇରସ ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଏହାର ନିୟନ୍ତ୍ରଣ ଲାଗି ଦେଶବ୍ୟାପୀ ଗତ ମାର୍ଚ୍ଚ ୨୫ରୁ ସମସ୍ତ ଟ୍ରେନ ବାତିଲ କରି ଦିଆଯାଇଥିଲା । ମାତ୍ର ମେ’ ମାସ ୧ ତାରିଖ ଠାରୁ ପ୍ରବାସୀ ଶ୍ରମିକମାନଙ୍କୁ ତାଙ୍କର ଗୃହ ରାଜ୍ୟ ପହଂଚାଇବା ଲାଗି ଶ୍ରମିକ ସ୍ୱତନ୍ତ୍ର ଟ୍ରେନ ସେବା ଆରମ୍ଭ ହୋଇଥିଲା । ଏହା ପରେ ରେଳବାଇ ପର୍ଯ୍ୟାୟକ୍ରମେ ଟ୍ରେନ ସେବା ସଂପ୍ରସାରଣ କରୁଛି !


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026

You Might Also Like