-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ଗରିବ ପିଲାଙ୍କ ହାତ ମୁଠାରେ ଏବେ ଉଚ୍ଚ ଶିକ୍ଷା

21-Jul-2025



ନୂଆଁପଡ଼ା (ପରମେଶ୍ଵର ମେହେର): ସିନାପାଲି ନୂଆପଡା ଜିଲ୍ଲା  ପାଞ୍ଚ ଟି ବ୍ଲକର ଗ୍ରାମାଞ୍ଚଳର ଗରିବ ହରିଜନ,ଆଦିବାସୀ, ପଛୁଆ ବର୍ଗ ଏବଂ ସାଧାରଣ ବର୍ଗର ଲୋକମାନଙ୍କ ବହୁତ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି  l ଓଡିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ ତଥା  କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ଅନୁମୋଦନ କ୍ରମେ ଓଡିଶାର ଗ୍ରାମାଞ୍ଚଳର ୧୦୨ ଟି ସରକାରୀ ଉଚ୍ଚ ବିଦ୍ୟାଳୟ  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉନ୍ନୀତ ଲାଭ କରିଛି  l ଏହି ଅନୁସାରେ  ନୂଆପଡା ଜିଲ୍ଲାର  ୯ ଟି  ଉଚ୍ଚ ବିଦ୍ୟାଳୟ ମଧ୍ୟରେ ସିନାପାଲି ବ୍ଲକ ର  ତିନୋଟି  ଉଚ୍ଚ ବିଦ୍ୟାଳୟ ସ୍ଥାନ ପାଇଛି  l ସେ ଗୁଡିକ ହେଲା ନୀଳଜି ଉଚ୍ଚ ବିଦ୍ୟାଳୟ, ନୀଳଜି, ସରକାରୀ ଉଚ୍ଚ ବିଦ୍ୟାଳୟ ସିଙ୍ଗଝର ଏବଂ ୟୁଜି, ଏଚ  ଏସ  ପତିଏଲପଡା l  ଉନ୍ନୀତ ଏହି ତିନୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ  ଚଳିତ ଶିକ୍ଷା ବର୍ଷରୁ ହିଁ ଉଭୟ  ଯୁକ୍ତ ଦୁଇ କଳା ଓ ବିଜ୍ଞାନ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ନାମ ଲେଖାଯାଇ ଶିକ୍ଷା ଦାନ କାର୍ଯ୍ୟ  ପରିଚାଳନା କରାଯିବ ବୋଲି  ରାଜ୍ୟ ସରକାର  ପରିପତ୍ର  ଜାରିକରିଛନ୍ତି  l ଏଥିପାଇଁ  ସାରା ବ୍ଲକର ଜନସାଧାରଣ  ବ୍ଲକ ଓ ଜିଲ୍ଲା ଶିକ୍ଷା ଅଧିକାରୀ,ଜନ ପ୍ରତିନିଧି ଓ ରାଜ୍ୟ ସରକାର ଙ୍କୁ  ଧନ୍ୟବାଦ ଦେବା ସହ କୃତଜ୍ଞତା ଜ୍ଞାପନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like