-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||     

HOME   ଜିଲ୍ଲା

ହତ୍ୟା ସନ୍ଦେହରେ ଗିରଫ୍ ହୋଇଥିବା ୪ଯୁବକ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ୍‌

21-Jul-2025



ବଲାଙ୍ଗୀର- ଗତ ୨ଠ୨୨ ମସିହା ଅଗଷ୍ଟ ୧୬ ତାରିଖ ଦିନ ବଲାଙ୍ଗୀର ଭୀମ ଭୋଇ ମେଡିକାଲ ପରିସରରେ ଅଜୁ ଦୋରା ନାମକ ଜଣେ ଉଠା ଦୋକାନୀଙ୍କୁ କିଛି ଦୁର୍ବୃତ୍ତ ନିର୍ମମ ଭାବେ ହତ୍ୟା କରି ଘଟଣାସ୍ଥଳରୁ ଫେରାର୍ ମାରିଥିଲେ । ଏହି ସମୟରେ ଅଜୁ ଙ୍କ ମାଁ ଜୟନ୍ତୀ ଦୋରା ନିଜ ପୁଅର ଜୀବନ ବଂଚାଇବା ପାଇଁ ଘଟଣାସ୍ଥଳରେ ପହଂଚିଥିବା ବେଳେ ସେ ମଧ୍ୟ ଦୁର୍ବୃତ୍ତ ମାନଙ୍କ ଆକ୍ରମଣର ଶିକାର ହୋଇଥିଲେ । ତେବେ ଘଟଣା ପରେ ମୃତ ଅଜୁଙ୍କ ପରିବାର ଲୋକେ ଘଟଣା ସମ୍ପର୍କରେ ବଲାଙ୍ଗୀର ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଲିଖିତ ଅଭିଯୋଗକୁ ଆଧାର କରି ଏହି ହତ୍ୟାକାଣ୍ଡ ସନ୍ଦେହରେ ପୋଲିସ ୪ଜଣ ଯୁବକ ମୁନା ଦୋରା, ଚନ୍ଦ୍ର ପ୍ରଧାନ, ରାହୁଲ ପାଣିଗ୍ରାହୀ ଓ ସୋମ ପୁଞ୍ଜି ଙ୍କୁ ଗିରଫ୍ କରି କୋର୍ଟ ଚାଲାଣ କରିଥିଲା । ଏମାନଙ୍କ ବିରୁଦ୍ଧରେ ଦଫା ୩୦୨, ୩ଠ୭, ୩୨୬, ୧୨ଠ(ବି) ଓ ୩୪ ଆଇପିସି ରେ ଏକ ମାମଲା ରୁଜୁ ହୋଇଥିଲା । ତେବେ ସେସନସ୍ କେଶ୍ ନମ୍ବର ଠ୧/୨ଠ୨୨ ରେ ଏହି ୪ଜଣ ଯୁବକଙ୍କ ନାମରେ ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କ କୋର୍ଟରେ କେଶ ବିଚାରାଧୀନ ଥିଲା । ଏହି କେଶରେ ମାନ୍ୟବର କୋର୍ଟ ମୋଟ ୨୬ଜଣଙ୍କ ସାକ୍ଷପ୍ରମାଣ ଗ୍ରହଣ କରିଥିଲେ। ତେବେ ଘଟଣାର ପାରିପାଶ୍ୱିର୍କ ସ୍ଥିତି, ଦୁଇ ପକ୍ଷ ଓକିଲଙ୍କ ଯୁକ୍ତି ଉପସ୍ଥାପନ ଓ ସମସ୍ତ ସାକ୍ଷୀ ମାନଙ୍କ ବୟାନକୁ ଭିତ୍ତି କରି ପ୍ରମାଣ ଅଭାବରୁ ଆଜି ମାନ୍ୟବର ଜିଲ୍ଲା ଦୌରା ଜଜ୍ ହତ୍ୟା ସନ୍ଦେହରେ ଗିରଫ ହୋଇଥିବା ଏହି ୪ ଯୁବକଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଅଭିଯୁକ୍ତ ମୁନା ଦୋରାଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ଆନନ୍ଦ ପାଣିଗ୍ରାହୀ, ଚନ୍ଦ୍ର ପ୍ରଧାନଙ୍କ ତରଫରୁ ଆଇନଜୀବୀ ଅମରେଶ ତ୍ରିପାଠୀ ଓ ରାହୁଲ ପାଣିଗ୍ରାହୀ ଓ ସୋମ ପୁଂଜିଙ୍କ ତରଫରୁ ଚିଫ୍ ଲିଗାଲ ଡିଫେନ୍ସ କାଉନସିଲ ତଥା ଆଇନଜୀବୀ ଅରବିନ୍ଦାକ୍ଷ ପୁଝାରୀ ମୁକଦ୍ଦମା ପରିଚାଳନା କରୁଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026

You Might Also Like