-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||     

HOME   ଜିଲ୍ଲା

ଉଡାନ୍ ଯୋଜନାରେ ସାମିଲ ହେଉ ସତୀଭଟା ଏୟାରଷ୍ଟ୍ରିପ୍ : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

21-Jul-2025



ବରଗଡ(ପ୍ରେରଣା ଖବର): କେନ୍ଦ୍ର ସରକାରଙ୍କ ଉଡାନ୍ ଯୋଜନାରେ ସତୀଭଟା ଏୟାରଷ୍ଟ୍ରିପ୍କୁ ସାମିଲ କରିବାକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବି । ପଦ୍ମପୁରରେ ଥିବା ସତୀଭଟା ଏୟାରଷ୍ଟ୍ରିପ୍କୁ ନେଇ ସାଂସଦ ତୃତୀୟ ଥର ପାଇଁ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି । ଏହାସହ ଝାରସୁଗୁଡ଼ା ଏୟାରପୋର୍ଟର ସମ୍ପ୍ରସାରଣ ପାଇଁ ଦାବି କରିଛନ୍ତି ବରଗଡ଼ ସାଂସଦ । କେନ୍ଦ୍ର ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁଙ୍କୁ ଭେଟି ପଶ୍ଚିମ ଓଡ଼ିଶା ହିତରେ ଏହି ଦୁଇ ବଡ଼ ଦାବି

ରଖିଛନ୍ତି ପ୍ରଦୀପ ପୁରୋହିତ । ପୂର୍ବରୁ ଚଳିତବର୍ଷ ଏପ୍ରିଲ ୨ ତାରିଖରେ ସାଂସଦ ପ୍ରଦୀପ ପୁରୋହିତ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଏହି ସମାନ ଦାବି ରଖିଥିଲେ । ଦୃଢ଼ ସାମାଜିକ ଓ ଅର୍ଥନୈତିକ ଏବଂ ଜରୁରୀକାଳୀନ ଆବଶ୍ୟକତା ଥିବା ପୂର୍ବରୁ ସୂଚାଇଥିଲେ ମଧ୍ୟ ଉପରୋକ୍ତ ବିଷୟ ଉପରେ ଚୂଡାନ୍ତ ପ୍ରତିକ୍ରିୟା କିମ୍ବା କାର୍ଯ୍ୟ ସମ୍ବନ୍ଧୀୟ କୌଣସି ଅପଡେଟ୍ ବିଭାଗ ତରଫରୁ ମିଳିନାହିଁ

ବୋଲି କହିଛନ୍ତି ବରଗଡ଼ ସାଂସଦ । ନୃସିଂହନାଥ ରହିଛି ସତୀଭଟା ଏୟାରଷ୍ଟ୍ରିପ୍ । ଆଂଚଳିକ ବିମାନ ଗମନାଗମନ ସହ ଆଂଚଳିକ ପର୍ଯ୍ୟଟନ କ୍ଷେତ୍ର ଓ ଅର୍ଥନେତିକ ଅଭିବୃଦ୍ଧିରେ ଏହା ବେଶ ଗୁରୁତ୍ୱ ବହନ କରେ ଏହି ଅଂଚଳ । ଉଡାନ୍ ଯୋଜନାରେ ସତୀଭଟା ଏୟାରଷ୍ଟ୍ରିପ୍କୁ ସାମିଲ କରାଗଲେ ବରଗଡ଼ ଓ ସମ୍ବଲପୁର ଜିଲ୍ଲା ପାଇଁ ଏହା ପ୍ରବେଶ ଦ୍ୱାର ହେବ ବୋଲି କହିଛନ୍ତି ବରଗଡ଼ ସାଂସଦ । ସେହିଭଳି ପଶ୍ଚିମ ଓଡ଼ିଶାରେ ଝାରସୁଗୁଡ଼ା ବିମାନବନ୍ଦର ପ୍ରମୁଖ ବିମାନ ଚଳାଚଳ କେନ୍ଦ୍ର ଭାବେ ରହିଛି । ହେଲେ ସକାଳ ଓ ସଂଧ୍ୟା ସମୟରେ ଭୁବନେଶ୍ୱର କିମ୍ବା ଦିଲ୍ଲୀ ଯିବା ପାଇଁ କୌଣସି ବ୍ୟବସ୍ଥା ବା ସୁବିଧା ନାହିଁ । ଯାହାଦ୍ୱାରା ଅନେକ ସଂଖ୍ୟାରେ ବ୍ୟବସାୟୀ, ପ୍ରଶାସନିକ ପରିଚାଳକ ଓ ଜରୁରୀ ମେଡ଼ିକାଲ ସେବାରୁ ବଂଚିତ ହେଉଛନ୍ତି । ଏହି ଅଂଚଳର ଲୋକସଂଖ୍ୟା ବୃଦ୍ଧି ଓ ଶିଳ୍ପାଂଚଳକୁ ନଜରରେ ରଖି ମୁମ୍ବାଇ, ବେଙ୍ଗାଲୁରୁ, ଚେନ୍ନାଇ, ବିଶାଖାପାଟଣା, ହାଇଦ୍ରାବାଦ୍ ଓ କୋଲକାତା ଭଳି ମେଟ୍ରୋ ସ୍ଥାନକୁ ପ୍ରତିଦିନ ବିମାନ ଚଳାଚଳ  ପାଇଁ ଦାବି ରଖିଛନ୍ତି ଶ୍ରୀ ପ୍ରଦୀପ ପୁରୋହିତ । ଏସବୁ ଦିଗରେ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଖୁବଶୀଘ୍ର ଏ ଦିଗରେ ତ୍ୱରୀତ ପଦକ୍ଷେପ ନେବାକୁ ବେସାମରିକ ମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ବରଗଡ଼ ସାଂସଦ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026

You Might Also Like