-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଅପରାଧ

ଜରାସିଂହା ଡବଲ ମର୍ଡର ଘଟଣା: ୩୬ ଘଣ୍ଟା ପରେ ପୋଲିସକୁ ସଫଳତା, ୪ ଅଭିଯୁକ୍ତ ଗିରଫ

25-Jan-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ବଲାଙ୍ଗୀର ଜରାସିଂହା ଗାଁରେ ଡବଲ ମର୍ଡର ଘଟଣା । ମାମଲାରେ ପୋଲିସକୁ ମିଳିଛି ସଫଳତା। ହତ୍ୟା ଘଟଣାରେ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ଗାଁରେ ଏବେ ବି ଅଶାନ୍ତିର ବାତବାରଣ ରହିଛି । ସ୍ଥାନୀୟ ପ୍ରଶାସନ ପକ୍ଷରୁ  ଗାଁରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ଖବର ଅନୁଯାୟୀ, ଶନିବାର ଦିନ ମୁଗ କ୍ଷେତରେ ପାଣି ମଡ଼ାକୁ ନେଇ ବଲାଙ୍ଗୀର ଜରାସିଂହ ଗାଁରେ ଡବଲ ମର୍ଡର ହୋଇଥିଲା । ଶ୍ରୀପତି ନାମକ ଜଣେ ବ୍ୟକ୍ତି  ମୁଗ ବାଡିରେ ପାଣି ଦେବାକୁ ଯାଇ ପାଖରୁ ଜଣଙ୍କ ଠାରୁ ପମ୍ପ ମାଗି ଆଣିଥିଲେ। ଯାହାକୁ ନେଇ ଧନମତ ତାଙ୍କୁ ପମ୍ପ ମାଗିକି ଆଣିବା କଥା କହିବା ସହ ଦୁହିଁଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏନେଇ ଉଭୟଙ୍କ ମଧ୍ୟରେ ମାରପିଟ ମଧ୍ୟ ହୋଇଥିଲା।
ଧନମତ ପାଖରେ ରଖିଥିବା ଗୋଟିଏ ଟାଙ୍ଗିଆ ସାହାଯ୍ୟରେ ଶ୍ରୀପତିଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ଶ୍ରୀପତିଙ୍କ ମୃତ୍ୟୁ ହୋଇଥିଲା । ଏନେଇ ପାଖରେ ଥିବା ଶ୍ରୀପତିଙ୍କ ସମ୍ପର୍କୀୟ ମାନେ ଧନମତକୁ ଆକ୍ରମଣ କରିବା ସହ ଉଭୟଙ୍କ ମଧ୍ୟରେ ମାରପିଟ ହୋଇଥିଲା । ଏନେଇ ଅନ୍ୟ ଦୁଇ ଜଣ କର୍ମସୁନା ଓ ବ୍ରାହ୍ମାସୁନାଙ୍କ ହାତରେ ଟାଙ୍ଗିଆ ଚୋଟ ବାଜିଥିଲା। ଏଥିରେ ସେମାନେ ଗୁରୁତର ହୋଇଥିଲେ।
ଏହାପରେ ଧନମତଙ୍କ ଘରକୁ ଆସି ଶ୍ରୀପତିଙ୍କ ସମ୍ପର୍କିୟ ତାଙ୍କୁ ଗୋଟିଏ କାତି ସାହାଯ୍ୟରେ ଅତି ନିର୍ମମ ଭାବରେ ହାଣି ହତ୍ୟା କରିଥିଲେ । ତେବେ ଧନମତଙ୍କ ମୃତଦେହ ଶନିବାର ରାତିରୁ ୧୬ ଘଣ୍ଟା ପର୍ଯ୍ୟନ୍ତ ଗାଁରେ ପଡିରହିଥିବା ବେଳେ ରବିବାର ଉଭୟଙ୍କ ମୃତଦେହକୁ ବ୍ୟବଚ୍ଛେଦ କରାଯାଇଛି।  ଗାଁରେ ଶାନ୍ତି ସୃଙ୍ଖଳା ରକ୍ଷା କରିବା ପାଇଁ ୧ ପ୍ଲାଟୁନ ଫୋର୍ସ ମୂତୟନ କରାଯାଇଛି। ତେବେ ହତ୍ୟା ଘଟଣାରେ ୩୬ଘଣ୍ଟା ପରେ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like