-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||     

HOME   ଜିଲ୍ଲା

ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀଙ୍କ ରାମନାଗୁଡା ଗ୍ରସ୍ତ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ।

22-Jul-2025



ରାୟଗଡ (ସୁପ୍ରିୟା ଷଡଙ୍ଗୀ)
ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ରାୟଗଡା ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ ରାମନାଗୁଡା ଗ୍ରସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ଚାକୁଣ୍ଡାଠାରେ ନିର୍ମାଣାଧୀନ  ଗ୍ରାମ୍ୟ ଔଦ୍ୟୋଗିକ ଉଦ୍ୟାନ, ପରିଦର୍ଶନ କରି ସେଠାରେ ହେବାକୁ ଥିବା ବିଭିନ୍ନ ଉଦ୍ୟୋଗ ସମ୍ପର୍କରେ ପଚାରି ବୁଝିଥିଲେ । କୁଜେନ୍ଦ୍ରି ଗ୍ରାମ ପଞ୍ଚାୟତର କେପି କୁଡିଆ କେନାଲର ପୁନରଉଦ୍ଧାର (ଏମଜିଏନଆରଇଜିଏସ) ପ୍ରକଳ୍ପ ସମୀକ୍ଷା କରି ସେଠାରେ ନିୟୋଜିତ ଶ୍ରମିକମାନଙ୍କ ସହିତ ଯୋଜନାର ରୂପାୟନ ସମ୍ପର୍କରେ ପଚାରି ବୁଝିଥିଲେ । ନିର୍ମାଣାଧୀନ  କୁଜେନ୍ଦ୍ରୀ ଶିଶୁ ଉଦ୍ୟାନ (ବିକଶିତ ଗାଁ ବିକଶିତ ଓଡିଶା) ଓ ପେଣେକାମ ଗ୍ରାପର ଗଦଗଦା ପର୍ଯ୍ୟଟନ ସ୍ଥଳୀର  ଉନ୍ନତିକରଣ(ବିକଶିତ ଗାଁ ବିକଶିତ ଓଡିଶା) ପରିଦର୍ଶନ କରି ଧାର୍ଯ୍ୟ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ତାମିଙ୍ଗିକୁଡିଆ ଗ୍ରାମର ଅନ୍ତ୍ୟୋଦୟ ଗୃହ ଯୋଜନାରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ମଧ୍ୟ ହିତାଧିକାରୀଙ୍କ ସହିତ ବାର୍ତ୍ତାଳପ କରି ତାଙ୍କ ସମସ୍ୟା ବିଷୟରେ ପଚାରି ବୁଝିଥିଲେ । ଉକ୍ତ  ଗ୍ରସ୍ତ ସମୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସହକାରୀ ନିର୍ବାହୀଯନ୍ତ୍ରୀ ,ସହକାରୀ ଯନ୍ତ୍ରୀ , ଏପିଓ (ଏମଜିଏନଆରଇଜିଏସ) ରାମନାଗୁଡା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026

You Might Also Like