-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||     

HOME   ଜିଲ୍ଲା

ସମଲେଶ୍ୱରୀ,ପାଟଣେଶ୍ୱରୀ, ଗୋପାଳଜୀ ମନ୍ଦିର ଓ ରାଣୀବନ୍ଧ, କରଙ୍ଗାକଟାବନ୍ଧକୁ ନେଇ ଟୁରିଜମ ସର୍କିଟ ପାଇଁ ଯୋଜନା

22-Jul-2025



ବଲାଙ୍ଗୀର(ପ୍ରେରଣା ଖବର): ନବୀନ ସରକାର ଅମଳରେ ଆସିଥିବା ବିଭିନ୍ନ ମନ୍ଦିରଉନ୍ନୟନ ପ୍ରକଲ୍ପକାମ ଆରମ୍ଭ ହୋଇ ପାରୁନାହିଁ। ତେଣୁ ଏହି ପ୍ରକଲ୍ପ କାମକୁ ଆରମ୍ଭ କରିବା ତଥା ତ୍ୱରାନ୍ୱିତ କରିବାକୁ ଆଜି ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଭିନ୍ନ ବିଭାଗକୁ ନେଇ ସମୀକ୍ଷା କରିଛନ୍ତି । ମୁଖ୍ୟତଃ ସମଲେଶ୍ୱରୀ ମନ୍ଦିର ଉନ୍ନୟନ କାମ ଆରମ୍ଭ ହେଉ ନଥିବାରୁ ତୁରନ୍ତ ସମସ୍ୟାର ସମାଧାନ କରି କାମ ଆରମ୍ଭ କରିବାକୁ ବିଧାୟକ ପ୍ରଶାସନକୁ ନିର୍ଦ୍ଦେଶ କରିଛନ୍ତି । ପାଟଣେଶ୍ୱରୀ ମନ୍ଦିର,ଗୋପାଳଜୀ ମନ୍ଦିରର ଉନ୍ନୟନ କାମକୁ ତ୍ୱରାନ୍ୱିତ କରାଯାଇ ସାରିବାକୁ ବିଭାଗୀୟ ଅଧିକାରୀ ଓ ଠିକାସଂସ୍ଥାକୁ ବିଧାୟକ ନିର୍ଦ୍ଦେଶ କରିଥିଲେ। ଏହା ସହିତ ବଲାଙ୍ଗୀର ସହରରେ ପର୍ଯ୍ୟଟନର ବିକାଶ କରିବାକୁ ପଦକ୍ଷେପ ନେବାକୁ ଜିଲ୍ଲାପ୍ରଶାସନକୁ ପରାମର୍ଶ ତଥା ପ୍ରସ୍ତାବ ଦେଇଛନ୍ତି । ସେଥିରେ ବଲାଙ୍ଗୀର ସହରରେ ଥିବା ରାଜୁଡା ଅମଳର ସମଲେଶ୍ୱରୀ,ପାଟଣେଶ୍ୱରୀ, ଗୋପାଳଜୀ ମନ୍ଦିର ସହିତ କରଙ୍ଗାକଟା ବନ୍ଧ ଓ ରାଣୀବନ୍ଧକୁ ନେଇ ଏକ ଟୁରିଜମ ସର୍କିଟ ପାଇଁ ରାଜ୍ୟସରକାରଙ୍କୁ ପ୍ରସ୍ତାବ ପଠାଇବାକୁ ପ୍ରଶାସନ କୁ ନିର୍ଦ୍ଦେଶ କରିଛନ୍ତି । ଗତ ମାସରେ ବିଧାୟକ ତାଙ୍କର ନିର୍ବାଚନମଣ୍ଡଳୀ ଉନ୍ନୟନ ସମୀକ୍ଷା ବୈଠକରେ ସମସ୍ତ ମନ୍ଦିରର ଜମିଗୁଡିକର ମାପକରି ରିପୋର୍ଟ ଦେବାକୁ ରାଜସ୍ୱ ବିଭାଗକୁ ନିର୍ଦ୍ଦେଶ କରିଥିଲେ । ସେହିକ୍ରମରେ ସମଲେଶ୍ୱରୀ ମନ୍ଦିର ଓ ପାଟଣେଶ୍ୱରୀ ମନ୍ଦିରର ମାପଚୁପ ହୋଇଯାଇଥିବା ରାଜସ୍ୱବିଭାଗ ରିପୋର୍ଟ ଦେଇଥିଲା । ସମଲେଶ୍ୱରୀ ମନ୍ଦିରର ବିକାଶ ପାଇଁ ୩କୋଟି ଟଙ୍କା ଆସିଥିବାରୁ ଏଠାରେ ଥିବା ଷ୍ଟଲ ଗୁଡିକୁ ହଟାଯାଇ ମନ୍ଦିରବେଢାକୁ ପ୍ରସସ୍ତ କରାଯିବାକୁ ସମଲେଶ୍ୱରୀ ପୂଜାକମିଟି ପ୍ରସ୍ତାବ ଦେଇଥିଲେ । ଏହି କମିଟିର କାହ୍ନା ଶତପଥି,ବିକାଶ ସା,ସାମ୍ବାଦିକ ନୂତନ ମିଶ୍ର ପ୍ରମୁଖ ସମଲେଶ୍ୱରୀ ମନ୍ଦିରର ଉନ୍ନୟନ ନେଇ ବିଧାୟକ ତଥା ପ୍ରଶାସନିକ ଅଧିକାରୀମାନଙ୍କ ଆଗରେ ପ୍ରସ୍ତାବ ରଖିଥିଲେ । ଏହି ପ୍ରସ୍ତାବରେ ସମଲେଶ୍ୱରୀମନ୍ଦିର ଦୁଇପଟେ ଥିବା ଷ୍ଟଲ ଗୁଡିକୁ ଭଙ୍ଗାଯାଇ ସେଠାରେ ଥିବା ଦୋକାନୀଙ୍କୁ ଗୋପାଳଜୀ ମନ୍ଦିର ଜମିରେ ଥିବା ଅସୁରକ୍ଷିତ ବିଲଡିଂସ୍ଥାନରେ ଷ୍ଟଲନିର୍ମାଣ କରାଯାଇ ଥଇଥାନ କରାଯାଉ। ଠିକ ସେହିପରି ସମଲେଶ୍ୱରୀ ମନ୍ଦିରର ପୂଜକଙ୍କ ପାଇଁ ନବନିର୍ମିତ ଗୃହକୁ ପୂଜକଙ୍କୁ ସ୍ଥାନାନ୍ତରିତ କରାଯାଇ ଏଠାରେ ଥିବା ଘରକୁ ଭଙ୍ଗାଯାଇ ମନ୍ଦିରବେଢାକୁ ବଡ କରାଯାଉ ବୋଲି ଯୁବକମାନେ ପ୍ରସ୍ତାବ ଦେଇଥିଲେ ।  ଠିକ ସେହିପରି ଲକ୍ଷ୍ମୀନାରାୟଣ ମନ୍ଦିର ଜମିର ତୁରନ୍ତ ମାପଚୁପ କରାଯାଇ ଉନ୍ନୟନ କାମ ଆରମ୍ଭ କରା ଯିବାକୁ ବିଧାୟକ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ବୈଠକରେ ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କ ସହିତ ପୌରାଧ୍ୟକ୍ଷା ଲିକା ସାହୁ,ପିଡି ଡୁଡା ତରଣୀ ସୁନା,ଉପଜିଲ୍ଲାପାଳ ଆଲୋକ ପଟେଲ, ପୌରନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା, ପୂର୍ତ୍ତବିଭାଗର ଅଧିକ୍ଷଣ ଯନ୍ତ୍ରୀ ଇଂ.ଆଶତୋଷ ,ଏସଡିଓ  ଇଂ.ବେହେରା,କନିଷ୍ଠ ଯନ୍ତ୍ରୀ ଇଂ.ଲିପନ ନାଏକ, ଜନସ୍ୱାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଇଂ.ଇନ୍ଦ୍ରଜିତ ସାହୁ, ରାଜସ୍ୱ ବିଭାଗର ସୁପରଭାଇଜର ସଂନ୍ଦୀପ ନନ୍ଦ ପ୍ରମୁଖଙ୍କ ସମେତ ଅଧିକାରୀଗଣ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026

You Might Also Like