-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ କମିଟୀ ପକ୍ଷରୁ ଗଣ ବିକ୍ଷୋଭ               

22-Jul-2025



ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ପଞ୍ଚାୟତସମିତି କଣ୍ଟାବଣୀ ଠାରେ ଗତ ୧୯ ତାରଖ ଅନୁଷ୍ଠିତ ହୋଇଥିବା ପଲ୍ଲୀସଭା ନିଷିଦ୍ଧ ଉଦ୍ଦେଶ୍ଯରେ ପଶ୍ଚିମ ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ କମିଟୀ ପକ୍ଷରୁ ରାଇରଙ୍ଗପୁର ମ୍ଯୁନିସିପାଲିଟି ଅଧିନସ୍ଥ ସ୍ଥାନୀୟ କଲ୍ଯାଣ ମଣ୍ଡପ ଠାରୁ ବିଶାଳ ଶୋଭାଯାତ୍ରାରେ ନାନା ବିରୋଧାତ୍ମକ ସ୍ଲୋଗାନ ଦେଇ ଉପଜିଲ୍ଲାପାଳଙ୍କ ସମ୍ମୁଖରେ ବିକ୍ଷୋଭ କରିଥିଲେ l ସୂଚନାଯୋଗ୍ଯ, ଗତ ୧୯ ତାରିଖ ପଲ୍ଲୀସଭାରେ  ରାଇରଙ୍ଗପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧନାଇ ଟୁଡୁ ଓଡିଶା ସରକାରଙ୍କ ଜମି ଇଡକୋକୁ ହସ୍ତାନ୍ତର ନିମନ୍ତେ ସପକ୍ଷବାଦୀମାନଙ୍କର ଦସ୍ତଖତ ନେବା ପରେ ତୁରନ୍ତ

ବୈଠକ ବନ୍ଦ କରି ସମସ୍ତ କାଗଜ ପତ୍ର ଧରି ଚାଲିଯାଉଥିଲେ, ଗାଁ ଲୋକଙ୍କ କହିବା ପରେ ବିପକ୍ଷବାଦୀମାନେ ମଧ୍ଯ ଦସ୍ତଖତ କଲେ l କିନ୍ତୁ ପଲ୍ଲୀସଭାର ଫଳାଫଳ ନ ଜଣାଇ ଅଫିସରଗଣ ଚାଲିଆସିଥିଲେ l ଗାଁ ଲୋକେ ଫଳାଫଳ ଜାଣିବା ପାଇଁ ବ୍ଲକ ଅଫିସ ଯାଇଥିଲେ l କିନ୍ତୁ ବିଡିଓ ନ ଥିବାରୁ ଗାଁ ଲୋକେ ଫଳାଫଳ ଜାଣିପାରିଲେ ନାହିଁ l ସେହି ସମୟରେ ଅଫିସ ପରିସର ଲାଇଟ ନ ଥିବାରୁ ପୋଲିସବାହିନୀ ଦ୍ବାରା ଅନ୍ଧାରରେ ଠେଲାପେଲା କରିବା ସହିତ ଲାଠିଚାର୍ଯ୍ଯ କରିଥିଲେ l ମହିଳାମାନଙ୍କୁ ମଧ୍ଯ ଦୁଃବ୍ଯବହାର କରିଥିଲେ l ଉକ୍ତ କାଣ୍ଡ ସମୟରେ ଟ୍ରାଇଭ ଟିଭି ରିପୋର୍ଟର ମୁଣ୍ଡରେ ଆଘାତ ପାଇ ରାଇରଙ୍ଗପୁର ହସପିଟାଲରେ ଭର୍ତ୍ତି ହୋଇଥିଲେ l ଏହି ଘଟଣା ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ ଉପସ୍ଥିତିରେ ପୋଲିସବାହିନୀ ବର୍ବୋଚିତ ବ୍ଯବହାର କରିଥିବା ସୂଚନା ମିଳିଛି l ଏହି ପରିପ୍ରେକ୍ଷୀରେ, ଆଜି ପଶ୍ଚିମ ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ କମିଟୀ ଆନୁକୂଲ୍ଯରେ ମହାମହିମ ରାଜ୍ଯପାଳ ଉଦ୍ଦେଶ୍ଯରେ ଉପଜିଲ୍ଲାପାଳ ସୌମ୍ଯରଂଜନ ପ୍ରଧାନଙ୍କୁ ଦାବୀପତ୍ର ପ୍ରଦାନ କରିଥିଲେ l ସେମାନଙ୍କ ଦାବୀଗୁଡିକ ହେଲା : ୧) ୧୯ ତାରିଖ ହୋଇଥିବା ପଲ୍ଲୀସଭାକୁ ବାତିଲ କରି ଗ୍ରାମବାସୀଙ୍କୁ ନ୍ଯାୟ ଦିଆଯାଉ l ୨) ରାଇରଙ୍ଗପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧନାଇ ଟୁଡୁଙ୍କୁ ତୁରନ୍ତ ବଦଳି କରାଯାଉ l ୩) ବିଦ୍ଯୁତ ଆଲୁଅ ନ ଥିବା ସମୟରେ ଅମାନସିକ ଭାବେ ଗ୍ରାମର ମା,

ଭଉଣୀମାନଙ୍କୁ ଠେଙ୍ଗା, ଲାଠି ମାଧ୍ଯମରେ ଶାରୀରିକ ଆକ୍ରମଣ କରିଥିବା ଉପଖଣ୍ଡ ଆରକ୍ଷୀ ଅଧିକାରୀ ଗୋକୁଳାନନ୍ଦ ସାହୁଙ୍କୁ ତୁରନ୍ତ ନିଲମ୍ବନ କରାଯାଉ l ଉକ୍ତ ବିକ୍ଷୋଭ ସଭାରେ ପଞ୍ଚିମ ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ କମିଟୀ ସଭାପତି ଭୂବନ ବିହାରୀ ସାହୁ, ପୂର୍ବତନ ସାଂସଦ ତଥା କଂଗ୍ରେସ କମିଟୀ ଅଧ୍ଯକ୍ଷ  ଯଶୋବନ୍ତ ସିଂ ଲାଗୁରୀ, ପୂର୍ବତନ ବିଧାୟକ ପ୍ରହଲ୍ଲାଦ ପୂର୍ତ୍ତୀ, ଲକ୍ଷ୍ମଣ ମାଝୀ, ଶ୍ଯାମଚରଣ ହାଁସଦାଃ, ଓପିସିସି ସଂପାଦକ ଲକ୍ଷ୍ମୀଧର ସିଂ, ଯୁବ ନେତା ରୂପକ କୁମାର ମହାନ୍ତି, ଭଜହରି ମହାନ୍ତ ଓ କିଶୋର ମହାନ୍ତ ପ୍ରମୁଖଙ୍କ ସହିତ କଣ୍ଟାବଣୀ ଗ୍ରାମବାସୀବୃନ୍ଦ ଯୋଗ ଦେଇଥିଲେ l

(ମୟୂରଭଞ୍ଜ ରାଇରଙ୍ଗପୁରରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like