-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||      *ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   (18-Apr-2026)       ||      ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା    (18-Apr-2026)       ||      ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   (18-Apr-2026)       ||      ରେଟାମୁଣ୍ଡାରେ ଚୋବିଶ ପ୍ରହର ନାମଯଜ୍ଞ,   (18-Apr-2026)       ||     

HOME   ଜିଲ୍ଲା

ମସିଣାଗୋରା ଶିଶୁ ମନ୍ଦିରରେ ବିଜ୍ଞାନ ମେଳା, ୩୮ଟି ପ୍ରକଳ୍ପ ସ୍ଥାନିତ

22-Jul-2025



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଳକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପ୍ରଧାନ ଆଚାର୍ଯ୍ୟ ସୁଶାନ୍ତ ସାହୁଙ୍କ ଅଧ୍ୟକ୍ଷତା ରେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଶିକ୍ଷା ବିକାଶ ସମିତି,ଓଡିଶାର ବୌଦ୍ଧ ଜିଲ୍ଲା ପ୍ରମୁଖ କାର୍ତ୍ତିକେଶ୍ୱର ବେହେରା ମୁଖ୍ୟଅତିଥି ଓ ପୂର୍ବତନ କୋଷାଧ୍ୟକ୍ଷ ମନ୍ଦରଧର ବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବା ସହ ବିଜ୍ଞାନ ଉପରେ ଛାତ୍ରଛାତ୍ରୀ ମାନଙ୍କୁ ମାର୍ଗ ଦର୍ଶନ କରିଥିଲେ l ଏଥିରେ ବିଜ୍ଞାନ ଶିକ୍ଷକ କୃଷ୍ଣଚନ୍ଦ୍ର ପ୍ରଧାନ ଓସ୍ମାରକ ସାହୁ ବିଚାରକ ଭାବେ ମୂଲ୍ୟାଙ୍କନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ସୁଶାନ୍ତ ସାହୁ ଅତିଥି ପରିଚୟ ଓ ବୌଦ୍ଧିକ ପ୍ରମୁଖ ସନ୍ଧ୍ୟାରାଣୀ ମନହିରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ପ୍ରଦର୍ଶନୀରେ ମୋଟ ୩୮ଟି ପ୍ରକଳ୍ପ ଓ ବିଜ୍ଞାନ ପ୍ରଶ୍ନମଞ୍ଚ, ଗଣିତ ପ୍ରଶ୍ନମଞ୍ଚ, ସଂସ୍କୃତି ବୋଧ ପ୍ରଶ୍ନମଞ୍ଚ, ନିବନ୍ଧ ପ୍ରତିଯୋଗିତା ଆଦି ପାଇଁ ୧୪୫ଜଣ ପ୍ରତିଯୋଗୀ ଭାଗ ନେଇଥିଲେ । ପ୍ରତିଯୋଗିତାର କୃତି ଭାଇଭଉଣୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ସମ୍ପାଦକ ଭକ୍ତ ସାହୁ  ଧନ୍ୟବାଦ ଅର୍ପଣ କରିଥିଲେ । ଆଚାର୍ଯ୍ୟ ଶ୍ରୀକାନ୍ତ କୁଦେଇ, ବିକାଶ ସାହୁ, ନେପାଳ ପ୍ରଧାନ, ଆଶିଷ କୁମାର ମହାରଣା, ଆଚାର୍ଯ୍ୟl ଖିରବତି  ଭୋଇ, ମମିତା ରଣା, ବେଦମତି କୁଦେଇ, ରାଜକୁମାର ରଣା, ସୁରୁସୂତା ଭୋଇ, ଅଙ୍କିତାଶ୍ରୀ ମହାରଣା, ସାଇବାନୀ ପାତ୍ର ପ୍ରମୁଖ ସହଯୋଗ କରିଥିଲେ । ପରିଚାଳନା ସମିତି କାର୍ଯ୍ୟକର୍ତ୍ତା ବନ୍ଧୁ ଭଗିନୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026
  ଜିଲ୍ଲା  
ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   19-Apr-2026
  ଜିଲ୍ଲା  
ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   19-Apr-2026
  ଜିଲ୍ଲା  
ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   19-Apr-2026
  ରାଜ୍ୟ  
ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ   19-Apr-2026

You Might Also Like