-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ଖାଦ୍ୟ ବିଷ କ୍ରିୟାରେ ଦୁଇ ଶ୍ରମିକଙ୍କ ମୃତ୍ୟୁ

22-Jul-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
ଝରିଗାଁ ଥାନା ଚକଲା ପଦର ପଞ୍ଚାୟତ ଅନ୍ତର୍ଗତ ବରକିଭଟା ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା ।ଖାଦ୍ୟରେ ବିଷ କ୍ରିୟା ଯୋଗୁ ବରକିଭଟା ଗ୍ରାମର ଏକ ଅସ୍ଥାୟୀ କେମ୍ପରେ ରହି କାର୍ଯ୍ୟ କରୁଥିବା ବିହାର ରାଜ୍ୟର ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଦୁଇ ଶ୍ରମିକ ସମ୍ପର୍କୀୟ ଦାଦା ପୁତୁରା ବୋଲି ଜଣା ପଡିଛି। ମୃତକ ମାନେ ହେଲେ ରାକେଶ ସାଦା (18) ଓ ଶ୍ରୀୟା ସାଦା (20) । ସୂଚନା ଅନୁଯାଇ ବିହାର ରାଜ୍ୟ ସାରସା ଜିଲ୍ଲା ଅନ୍ତର୍ଗତ ତେଲବଦାଭର୍ଣ ଗ୍ରାମର ପ୍ରାୟ 14ଜଣ ଶ୍ରମିକ ଝରିଗାଁ ବ୍ଲକର 6ଗୋଟି ପାନୀୟ ଜଳ ପ୍ରକଳ୍ପ ଓଭର ହେଡ ପାଣି ଟାଙ୍କି ନିର୍ମାଣ କରିବାକୁ ଗତ 50 ଦିନ ହେଲା ଆସି ବରକିଭଟା ଏକ ଅସ୍ଥାୟୀ କେମ୍ପ୍ରେ ରହି କାର୍ଯ୍ୟ କରୁଥିଲେ। ଗତ କାଲି ସୋମବାର ରାତ୍ର  ସମସ୍ତେ ଭୋଜନ କରିବା ପରେ ଶୋଇ ପଡ଼ିଥିଲେ। ତେବେ ରାତ୍ର ପ୍ରାୟ 11 ଘଣ୍ଟ ସମୟରେ ହଠାତ୍ ରାକେଶ ସାଦା ଓ ଶ୍ରୀୟା ସାଦାଙ୍କୁ ଅଳ୍ପ ସମୟ ବ୍ୟବଧାନରେ ବାନ୍ତି ସହ ପେଟ ବ୍ୟଥା ହୋଇଥିଲା। ଦୁହେଁ ଦାଦା ପୁତୁରା ଗୁରୁତର ଅସୁସ୍ଥ ହୋଇଯିବା ପରେ ସେମାନଙ୍କୁ ନିଜ ଗାଡ଼ିରେ ପ୍ରଥମେ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଦୁହିଁଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ପରେ ଦୁଇଟି ଏମ୍ବୁଲାନ୍ସ ଯୋଗେ ଜିଲ୍ଲା ସରକାରୀ ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଥିଲା। ଡାବୁଗାଁ ନିକଟରେ ରାତ୍ର 3ଘଣ୍ଟ 30 ମିନିଟ ସମୟରେ ରାକେଶ ସାଦା ଅତ୍ୟଧିକ ଗୁରୁତର ପରେ ତାଙ୍କୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ରାକେଶ ସାଦାଙ୍କୁ ମୃତ ଘୋଷଣା କରିଥିଲେ। ସେହିପରି ବଡି ଭୋର 4 ଘଣ୍ଟ 30ମିନିଟ ସମୟରେ ନବରଙ୍ଗପୁର ଜିଲ୍ଲା ସରକାରୀ ଡାକ୍ତରଖାନାରେ ଶ୍ରୀୟା ସାଦା ପହଞ୍ଚିବା ପରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଝରିଗାଁ ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ କେଉଁ କାରଣରୁ ଦୁଇ ଶ୍ରମିକ ଦାଦା ପୁତୁରା ଙ୍କ ମୃତ୍ୟୁ ଘଟିଛି ତାହା ଅସ୍ପଷ୍ଟ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like