-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଅପରାଧ

ଗାଡ଼ି ମାଲିକାଣୀଙ୍କ ସହ ଅନ୍ତରଙ୍ଗ ଫଟୋ ପୋଷ୍ଟ କରି ଡ୍ରାଇଭରଙ୍କ ଆତ୍ମହତ୍ୟା ! ରେଳ ଧାରଣାରୁ ମୃତଦେହ ଉଦ୍ଧାର

23-Jul-2025



ସଇଁତଳା(ପ୍ରେରଣା ଖବର): ଗାଡି ମାଲିକାଣୀଙ୍କ ସହ ଅନ୍ତରଙ୍ଗ ଫଟୋ ପୋଷ୍ଟ କରି ଡ୍ରାଇଭରଙ୍କ ଆତ୍ମହତ୍ୟା। ରେଳ ଧାରଣାରୁ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର। ବଲାଙ୍ଗୀର ଜିଲ୍ଲା ସଇଁତଳା ଥାନା କରେଲଧୁଆ ରେଲୱେ ଓଭରବ୍ରିଜ୍ ନିକଟରେ ଥିବା ରେଳ ଲାଇନ କଡ଼ରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ଟିଙ୍କୁ ସେଠ୍ ବୋଲି ଜଣାପଡ଼ିଛି । 

ସୂଚନାନୁଯାୟୀ, ଟିଙ୍କୁ ସେଠ୍ ସଇଁତଳା ଅଞ୍ଚଳର ଏକ ମେଡିସିନ ଦୋକାନ ମାଲିକଙ୍କ ଗାଡି ଚଲାଉଥିଲେ। କୌଣସି କାରଣରୁ ତାଙ୍କୁ କାମରୁ ବାହାର କରି ଦିଆଯାଇଥିଲା। ମଙ୍ଗଳବାର କରେଲଧୁଆ ରେଲୱେ ଓଭରବ୍ରିଜ୍ ନିକଟରେ ଥିବା ରେଲୱେ ଲାଇନ କଡ଼ରୁ ତାଙ୍କର ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି। ଟିଙ୍କୁଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମୃତ୍ୟୁ ପୂର୍ବରୁ ଟିଙ୍କୁ ଗାଡି ମାଲିକଙ୍କ ସ୍ତ୍ରୀଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଏକ ଫଟୋ ସୋସିଆଲ୍ ମିଡିଆରେ ପୋଷ୍ଟ କରିଛନ୍ତି । ଯାହାକୁ ନେଇ ଏବେ ନାନା ଚର୍ଚ୍ଚା ଆଲୋଚନା ହେଉଛି । ପରକୀୟା ପ୍ରୀତି ଯୋଗୁଁ ଟିଙ୍କୁ ଜୀବନ ହାରିଥାଇ ପାରନ୍ତି ବୋଲି ଅନୁମାନ କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like