-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

*ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ବ୍ଲକରେ ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ, ଇ-କେୱାଇସି ନାଁରେ ଟଙ୍କା ଆଦାୟ ଅଭିଯୋଗ*

23-Jul-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
-"ରାଜ୍ୟରେ ନୂଆ ସରକାର ଆସିବାପରେ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’, ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା’ ଲାଗୁ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲ୍ଲା ରେ ମଧ୍ୟ ଏହି ଯୋଜନା ଆରମ୍ଭ ହୋଇଯାଇଛି। ପ୍ରଥମ ପାଳିରେ ଆଶା ଦିଦିମାନେ ଘର ଘର ବୁଲି ହିତାଧିକାରୀଙ୍କୁ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରୁଛନ୍ତି। ଆୟୁଷ୍ମାନ କାର୍ଡ ସହ ବାୟୋମେଟ୍ରିକ ଯୋଡିବା କିମ୍ବା ଇ-କେୱାଇସି ପାଇଁ ଗ୍ରାମ ସ୍ତରୀୟ ଉଦ୍ୟୋଗୀ – ସାଧାରଣ ସେବା କେନ୍ଦ୍ର ( ସିଏସସି ) ସେଣ୍ଟର ଗୁଡିକୁ ଦାୟିତ୍ୱ ଦିଆଯାଇଛି। ଯାହାକି ରାଜ୍ୟ ଓ କେନ୍ଦ୍ର ସରକାର ଘୋଷଣା ମୁତାବକ ହିତାଧିକାରୀଙ୍କୁ ଏହି ବାବଦକୁ କୌଣସି ଅର୍ଥ ପୈଠ କରିବାକୁ ପଡିବ ନାହିଁ। ହେଲେ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି  ଏବଂ ଡାବୁଗାଁ ବ୍ଲକ ରେ ଏହାର ଭିନ୍ନ ବ୍ୟତିକ୍ରମ ଦେଖିବାକୁ ମିଳିଛି। ପାପଡାହିଣ୍ଡି କିଛି କମନ ସର୍ଭିସ ସେଣ୍ଟର ଗୁଡିକରେ ବାୟୋମେଟ୍ରିକ ବା ଇ-କେୱାଇସି ପାଇଁ ହିତାଧିକାରୀଙ୍କ ଠାରୁ ଅର୍ଥ ଆଦାୟ କରୁଥିବା ଅଭିଯୋଗ ହୋଇଛି।  ଇ-କେୱାଇସି ପାଇଁ  ମୁଣ୍ଡ ପିଛା ୨୦ ରୁ ୧୦୦ଟଙ୍କା ଲେଖାଏଁ ହିତାଧିକାରୀ ମାନଙ୍କୁ ମାଗୁଥିବା ଦେଖି ବାକୁ ମିଳିଛି। ଏପରି ଦୂଶ୍ୟ ପାପଡାହାଣ୍ଡି ବ୍ଳକ ମାନିଗାଁ ଅନ୍ତର୍ଗତ ରାଉଲିଗୁଡା ରେ  ସି ଏସ୍ ସି ସେଣ୍ଟର ଖୋଲିଥିବା ପୁରୁଷୋତ୍ତମ ଜାନୀ ମାନିଗାଁ ର ମୂଷାପାଲା ଗ୍ରାମ ସହ ବିଭିନ୍ନ ଗ୍ରାମରେ ଯାଇ ଇ- କେଓ୍ବାସି କରିବା ପାଇଁ ମୁଣ୍ଡ ପିଛା ୨୦ ଟଙ୍କା ମାଗୁଥିବା ନିଜେ ପ୍ରକାଶ କରିଛନ୍ତି । ଏହି କାମରେ ତାଙ୍କୁ ସ୍ଥାନୀୟ ଆଶା ଦିଦି ମଧ୍ୟ ସହଯୋଗ କରିଥିବା ଦେଖିବାକୁ  ମିଳିଛି। ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଯୋଡିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ମାଗଣା ଘୋଷିତ କରିଥିବା ବେଳେ ଲାଭଖୋର ମନୋବୃତ୍ତି ରଖିଥିବା କମନ ସର୍ଭିସ ସେଣ୍ଟର ଗୁଡିକରେ ଗରୀବ ଲୋକଙ୍କୁ ଶୋଷଣ କରୁଥିବା ଅଭିଯୋଗ ହୋଇଛି। ପୂର୍ବରୁ ରାଜ୍ୟ ସରକାର ଙ୍କ ତରଫରୁ ଏକ ଚିଠି ନଂ.୮୨ ତା-୧୫. ୦୪. ୨୦୨୫  ପ୍ରକାଶ ପାଇଛି ଯେଉଁଥିରେ କି ସିଧାସଳଖ କମନ ସର୍ଭିସ ସେଣ୍ଟର ଗୁଡିକୁ ଆୟୁଷ୍ମାନ ଯୋଜନାରେ କୌଣସି ପ୍ରକାରର ଅର୍ଥ ଆଦାୟ ନ କରିବା ଓ ହିତାଧିକାରୀଙ୍କ ଠୁ ଅନ୍ୟଥା ଟଙ୍କା ନନେବା ପାଇଁ ସିଧାସଳଖ ମନା କରାଯାଇଛି। ଯଦି ଏହାର ଅବମାନନା କରାଯାଏ ତାହେଲେ କମନ୍ ସର୍ଭିସ ଖୋଲି ଥିବା ବ୍ୟକ୍ତିମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ଖବର ପ୍ରସାରଣ ପରେ ଜିଲ୍ଲାପାଳ ଏବଂ ନବରଙ୍ଗପୁର ଜିଲ୍ଲା ସାଧାରଣ କେନ୍ଦ୍ର ପରିଚଳକ ମୁଖ୍ୟ ଏମଡି ଆନିଶ ରାଉଲିଗୁଡା ସିଏସ ସେଣ୍ଟର ର ପୁରୁଷୋତ୍ତମ ଜାନୀ ଙ୍କ ଉପରେ କଣ  କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବେ ଦେଖିବାକୁ ବାକି ରହିଲା।

*ବିଦ୍ର:- ଆୟୁଷ୍ମାନ କାର୍ଡ ପାଇଁ ଟଙ୍କା ଆଦାୟ ଘଟଣାରେ ପାପଡାହାଣ୍ଡି ଠାରେ ଚାଲିଥିବା ଜଣାଶୁଣାଣୀରେ ଜିଲାପାଳଙ୍କୁ ଲିଖିତ ଭାବେ ଅଭିଯୋଗ କରିଥିଲେ ହିତାଧିକାରୀ*


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like