-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ; ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

23-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ଓଡିଆ, ବଙ୍ଗଳା, ଅହମିଆ, ସାନ୍ତାଳୀ, ବୋଡୋ, ମଣିପୁରୀ, ନେପାଳୀ, ମୈଥିଳି ଆଦି ପୂର୍ବାଞ୍ଚଳୀୟ ଭାଷାରେ ସୃଷ୍ଟି ହୋଇଛି ଅଗଣିତ କାଳଜୟୀ ସାରସ୍ବତ କୃତୀ। ଗଦ୍ୟ, ପଦ୍ୟ, ନାଟକ ତଥା ସମାଲୋଚନା କ୍ଷେତ୍ରରେ ଏସବୁ ଭାଷାର ସାମୂହିକ ଅବଦାନ ଭାରତୀୟ ସାହିତ୍ୟ ଭଣ୍ଡାରକୁ ସମୃଦ୍ଧ କରିଛି। ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ। ଏଭଳି ମତ ପ୍ରକାଶ କରିଛନ୍ତି କେନ୍ଦ୍ର ସାହିତ୍ୟ ଅକାଦେମି ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଉଦ୍ୟମରେ ଆୟୋଜିତ ଦ୍ୱିଦିବସୀୟ ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀର ବକ୍ତାମାନେ। 
ସ୍ଥାନୀୟ ସଂସ୍କୃତି ଭବନ ପ୍ରେକ୍ଷାଳୟରେ ଆୟୋଜିତ ଏହି ଲେଖକ ସମ୍ମିଳନୀର ଦ୍ୱିତୀୟ ଦିବସର ପ୍ରଥମ ଅଧିବେଶନରେ

ସଭାପତିତ୍ୱ କରିଥିଲେ ସାହିତ୍ୟ ଅକାଦେମିର ସାଧାରଣ ପରିଷଦ ସଦସ୍ୟ ତଥା ସୁପରିଚିତ ନାଟ୍ୟକାର ପ୍ରଫେସର ବିଜୟ କୁମାର ଶତପଥୀ । ଏହି ଅଧିବେଶନରେ ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟରେ ସାଂପ୍ରତିକ ଧାରା ଶୀର୍ଷକରେ ଆଲୋଚନା କରିଥିଲେ ଗୁଆହାଟୀ ବିଶ୍ୱବିଦ୍ୟାଳୟର ପ୍ରଫେସର ସତ୍ୟକାମ ବରଥାକୁର (ଅହମିଆ), ଆଇଏଲଏସଆର କୋଲକାତାର ନିର୍ଦ୍ଦେଶକ ଡକ୍ଟର ସ୍ୱାତୀ ଗୁହା (ବଙ୍ଗଳା) ଏବଂ ବିଶିଷ୍ଟ ଗବେଷକ ଡକ୍ଟର ଅସିତ ମହାନ୍ତି (ଓଡ଼ିଆ) । ପ୍ରଫେସର ଶତପଥୀ ନିଜ ବକ୍ତବ୍ୟରେ ଓଡିଆ ସମେତ ଅନ୍ୟାନ୍ୟ ଭାଷାର ସାଂପ୍ରତିକ ନାଟକର ଧାରା ସମ୍ପର୍କରେ ଆଲୋଚନା କରିଥିଲେ। ପରବର୍ତ୍ତୀ ଅଧିବେଶନରେ ସାହିତ୍ୟ ଅକାଦେମିର ସାନ୍ତାଳୀ ପରାମର୍ଶ ମଣ୍ଡଳୀର ଆବାହକ ଚୈତନ୍ୟ ପ୍ରସାଦ ମାଝୀଙ୍କ ସଭାପତିତ୍ୱରେ କ୍ଷୁଦ୍ରଗଳ୍ପ ପାଠ କରିଥିଲେ ସୋରଖାଇବାମ

ଦେବେନ୍ଦ୍ର ମୈତେଇ (ମଣିପୁରୀ), ଚିରଶ୍ରୀ ଇନ୍ଦ୍ରସିଂ (ଓଡ଼ିଆ) ଏବଂ କାଳିଚରଣ ହେମ୍ବ୍ରମ (ସାନ୍ତାଳୀ) । ଶ୍ରୀ ମାଝୀ କ୍ଷୁଦ୍ରଗଳ୍ପର ସୃଷ୍ଟି ଏବଂ ଗୁରୁତ୍ବ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଅନ୍ତିମ ଅଧିବେଶନରେ ବିଶିଷ୍ଟ କବି ଡକ୍ଟର ଆଶୁତୋଷ ପରିଡ଼ାଙ୍କ ସଭାପତିତ୍ୱରେ କବିତା ପାଠ କରିଥିଲେ ଥାନେଶ୍ୱର ଗୋୟାରି (ବୋଡ଼ୋ), କ୍ଷେତ୍ରିମାୟୁମ ରାଜେନ ସିଂହ (ମଣିପୁରୀ), ମିଲନ ଥୁଲୁଙ୍ଗ ରାଇ (ନେପାଳୀ), ପବିତ୍ର ମୋହନ ଦାଶ (ଓଡ଼ିଆ) ଏବଂ ରକ୍ଷକ ନାୟକ (ଓଡ଼ିଆ) । ଡକ୍ଟର ପରିଡା କବିତାର ସାମାଜିକ ଆବେଦନ ସମ୍ପର୍କରେ କହିଥିଲେ। ପଠିତ କବିତାଗୁଡିକରେ ଗାନ୍ଧୀ ଏବଂ ବୁଦ୍ଧଙ୍କ ଠାରୁ ଆରମ୍ଭ କରି ସାଂପ୍ରତିକ ଘଟଣାବଳୀ ପ୍ରତୀକାତ୍ମକ ଭାବେ ପ୍ରତିଫଳିତ ହୋଇଥିଲା। ନିମନ୍ତ୍ରିତ ଲେଖକମାନଙ୍କୁ ସାହିତ୍ୟ ଅକୋଦମିର ପୂର୍ବାଞ୍ଚଳୀୟ ଉପଦେଷ୍ଟା ପରିଷଦର ଆବାହକ ଗୌରହରି ଦାସ ଏବଂ ଓଡିଶା ସାହିତ୍ୟ ଏକାଡେମୀର ସଚିବ ଡକ୍ଟର ଚନ୍ଦ୍ରଶେଖର ହୋତା ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମ ସଂଯୋଜନା ପୂର୍ବକ ଧନ୍ୟବାଦ ଅର୍ପଣ କରିଥିଲେ ସାହିତ୍ୟ ଅକାଦେମି କୋଲକାତା କାର୍ଯ୍ୟାଳୟର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାଏକ ।  ଏହି କାର୍ଯ୍ୟକ୍ରମରେ ବହୁ ଲେଖକ ଲେଖିକା, ଗବେଷକ, ସାହିତ୍ୟପ୍ରେମୀ ଏବଂ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like