-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନାଗରିକ କମିଟିର ତ୍ରୟୋମାସିକ ସାଧାରଣ ସଭା

23-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର)- ବଲାଙ୍ଗିର ନାଗରିକ କମିଟିର ତ୍ରୟୋମାସିକ ସାଧାରଣ ସଭା  ସରକାରୀ ଟାଉନ ଉଚ୍ଚବାଳିକା ବିଦ୍ୟାଳୟରେ ଡ. ଶ୍ରୀକର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ନାଗରିକ କମିଟିର ସମ୍ବିଧାନ ସଂଶୋଧନ ପରେ ଏହା ହେଉଛି ପ୍ରଥମ ତ୍ରୟୋମାସିକ ସଭା । ସଭାପତି ଡ. ମିଶ୍ର ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିବା ପରେ ସାଧାରଣ ସଂପାଦକ ମଧୁ ସୁଦନ ନାୟକ ଗତ ସାଧାରଣ ସଭା ଓ କାର୍ଯ୍ୟକାରି କମିଟି ବୈଠକର ବିବରଣୀ ପାଠ କରିବା ସହିତ ବାର୍ଷିକ ବିବରଣୀ ଉପସ୍ଥାପନା କରିଥିଲେ । ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ସଂପାଦକ ଶ୍ରୀ ନାୟକ ଗତ ତିନି ମାସ ମଧ୍ୟରେ ନାଗରିକ କମିଟି ଦ୍ୱାରା ସଂପାଦିତ ବିଭିନ୍ନ କାର୍ଯ୍ୟ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ପ୍ରଧାନମନ୍ତ୍ରୀ, ରେଲୱେ ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ରାଜସ୍ୱମନ୍ତ୍ରୀ ଙ୍କ ସହିତ ଜିଲ୍ଲା ପଂଚାୟତ କାର୍ଯ୍ୟାଳୟ, ବିପିସିଏଲ୍ ଓ ଲୋୟର ସୁକତେଲ କାର୍ଯ୍ୟଳୟ ରୁ ନାଗରିକ କମିଟିର ପତ୍ର ର ଉତ୍ତର ମିଳିଥିôବା ସଭାପତି ସୂଚନା ଦେବା ସହିତ ସମସ୍ତ କାର୍ଯ୍ୟାଳୟ ବଲାଙ୍ଗିର ନାଗରିକ କମିଟିକୁ ସହଯୋଗ କରିଥିବା ଦର୍ଶାଇଥିଲେ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଖାତିର ନ କରି ଯେଉଁ ସଦସ୍ୟମାନେ ନାଗରିକ କମିଟିର କାର୍ଯ୍ୟ ସଂପାଦନ ପାଇଁ ଆଗେଇ ଆସିଥିଲେ ସେମାନଙ୍କୁ, ବିଶେଷ କରି ଗତ ତା.୦୯.୦୭.୨୦୨୫ ତାରିଖରେ ସ୍ଥାନୀୟ ଆର୍ଯ୍ୟ ସମାଜ ମନ୍ଦିର ପରିସରରେ ନାଗରିକ କମିଟି ତରଫରୁ ପାଳନ କରାଯାଇଥିବା ବନୋମହୋତ୍ସବ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଶେଷ ଅବଦାନ ପାଇଁ ଉପ-ସଭାପତି ନିତ୍ୟାନନ୍ଦ ମିଶ୍ର, କାର୍ଯ୍ୟକାରୀ କମିଟି ସଦସ୍ୟ ପ୍ରଫେସର ତରୁଣ କୁମାର ମିଶ୍ର ଓ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସଦସ୍ୟମାନଙ୍କୁ ସଭାପତି ସାଧୁବାଦ ଜଣାଇଥିଲେ ଓ ପ୍ରକାଶ କରିଥିଲେ ଯେ ଗତ ତିନି ମାସ ମଧ୍ୟରେ କିଛି କାର୍ଯ୍ୟ ସୁଫଳ ପ୍ରଦାନ କରିଛି ଓ କିଛି କାର୍ଯ୍ୟ ଅଧୁରା ରହିଯାଇଛି । ଯେଉଁ କାର୍ଯ୍ୟ ଅଧୁରା ରହିଛି ତା ଉପରେ ଖୁବ୍ ଶିଘ୍ର ପଦକ୍ଷେପ ଗ୍ରହଣ କରିବାକୁ ଘୋଷଣା କରିଥିଲେ । ସଭାପତିଙ୍କ ଆହ୍ୱାନ କ୍ରମେ ସଦସ୍ୟ ଧର୍ମବ୍ରତ ରଥ, ନରେନ୍ଦ୍ର କୁମାର ଆଚାର୍ଯ୍ୟ, ଜୟରାମ ମିଶ୍ର, ପ୍ରଭାକର ମିଶ୍ର, ପ୍ରଶାନ୍ତ କୁମାର ପଟ୍ଟନାୟକ, କିଶୋର କୁମାର ପୁରୋହିତ, ଦୁର୍ବାଦଳ ମହାକୁର ଓ ପ୍ରଦୀପ କୁମାର ସାହୁ ଆଗାମୀ ତିନି ମାସ ପାଇଁ ବିଭିନ୍ନ କାର୍ଯ୍ୟର ପ୍ରସ୍ତାବ ରଖିଥିଲେ । ଶେଷରେ ଉପ-ସଭାପତି ନିତ୍ୟାନନ୍ଦ ମିଶ୍ରଙ୍କ ପରେ ସଭା ସାଙ୍ଗ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026

You Might Also Like