-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ମିଡ଼ିଆ ଏଡ଼ ପୋଷ୍ଟ ର କବାଟ ତାଡ଼ି ଚୋରି ଉଦ୍ୟମ

24-Jul-2025



ଭୁବନେଶ୍ୱର,:ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଅଞ୍ଚଳ ଟି ସହର ର ସବୁଠାରୁ ସମ୍ବେଦନଶୀଳ ଅଞ୍ଚଳ ଭାବେ ପରିଚିତ।ପ୍ରତ୍ୟହ ଏଠାରେ ଛୋଟବଡ ଗଣ୍ଡଗୋଳ ଠୁ ଆରମ୍ଭ କରି ଚୋରି, ମୋବାଇଲ ଫୋନ ଚୋରି, ପିଲା ଚୋରି ଭଳି ଅପରାଧ ମାନ ଘଟୁଥିବା ସ୍ଥାନୀୟ ଫାଣ୍ଡିରେ ଅଭିଯୋଗ ହେଉଥିଲେ ମଧ୍ୟ ଫାଣ୍ଡି ଦାୟିତ୍ୱ ରେ ଥିବା କର୍ମଚାରୀ ସେଥିପ୍ରତି ଗୁରୁତ୍ୱ ନଦେବାରୁ ବିଭିନ୍ନ ପ୍ରକାର ଅପରାଧ ବୃଦ୍ଧି ପାଉଥିବା ଦୃଷ୍ଟି ଗୋଚର ହେଉଥିବା ଲକ୍ଷ କରା ଯାଉଛି।                                                        ଏଠାରେ ଉଲ୍ଲେଖଯୋଗ୍ୟ ଯେ, ସ୍ଥାନୀୟ ପୋଲିସ ଫାଣ୍ଡି ରେ ନିୟୋଜିତ ଥିବା ଜଣେ ଗୃହରକ୍ଷୀ ଓ ଜଣେ OAPF ସିପାହୀ ଙ୍କ ପରୋକ୍ଷ ପୃଷ୍ଠପୋଷକ ତାରେ ସେଠାରେ ମଦ, ଗଞ୍ଜେଇ, ବ୍ରାଉନ ସୁଗର ର ଅବାଧ କରବାର ହେଉଥିବା ଅଭିଯୋଗ ହେଉଛି। ସଞ୍ଜ ଗଡ଼ିଲେ ଷ୍ଟେସନ ଓ "ଆମ ବସ" ଟାର୍ମୀନାଲ ଟି ସଂପୂଣ୍ଣ ଭାବେ ଅସାମାଜିକ ତତ୍ତ୍ୱ ଙ୍କ କବ୍ଜା କୁ ଚାଲି ଯାଉଛି ଯାହାକୁ ଦେଖି ଜାଣି ମଧ୍ୟ ସ୍ଥାନୀୟ ଫାଣ୍ଡି କର୍ମଚାରୀ ମାନେ ଅଣଦେଖା କରୁ ଥିବା କଥା ନିଜ ନାମକୁ ଗୋପନ ରଖିବା ସର୍ତ୍ତ ରେ ପ୍ରକାଶ କରି ଛନ୍ତି। ଏଠାରେ ପ୍ରକାଶ ଯୋଗ୍ୟ ଯେ, ସ୍ଥାନୀୟ "ଆମ ବସ" ଟର୍ମୀନାଲ ମୁଖ୍ୟ ଫାଟକ ପାର୍ଶ୍ୱରେ ସ୍ଥାନୀୟ ଲୋକ ଓ  ରେଳ/ବସ ଯାତ୍ରୀମାନଙ୍କୁ ଅସୁବିଧା ସମୟରେ ସାହାଯ୍ୟ ଓ ସହଯୋଗ ଉଦେଶ୍ୟରେ କେତେକ ବରିଷ୍ଠ ସାମ୍ବାଦିକଙ୍କ ଉଦ୍ୟମ ରେ ଏକ "ଗଣମାଧ୍ୟମ ସହାୟତା କେନ୍ଦ୍ର" (MEDIA AID POST) କାର୍ଯ୍ୟ କରୁଛି। ଗତକାଲି ରାତିରେ କେହି ଦୃବୃତ୍ତ କାର୍ଯ୍ୟାଳୟ ର କବାଟ ତାଡ଼ି ଚୋରି ଉଦ୍ୟମ କରି ବିଫଳ ହୋଇଥିବା ଜଣା ପଡିଛି l ତେଣୁ ସେହି ଅଞ୍ଚଳ ରେ ଚବିଶି ଘଣ୍ଟା ପୋଲିସ ପାଟ୍ରୋଲିଙ୍ଗ ବଢାଇବା ସହ ସ୍ଥାନୀୟ ଫାଣ୍ଡି ଦାଇତ୍ୱ ରେ ଥିବା କର୍ମଚାରୀ ମାନଙ୍କୁ ନିଜର କର୍ତ୍ତବ୍ୟ କୁ ସୁଚାରୁରୂପେ ପରିଚାଳନା କରିବାକୁ ନିର୍ଦ୍ଧେଶ ଦେବାକୁ ଆରକ୍ଷୀ ଉଚ୍ଚ କର୍ତ୍ତୃପକ୍ଷ କୁ ନିବେଦନ କରା ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like