-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ପ୍ରଦେଶ କଂଗ୍ରେସ ତରଫରୁ ହୋଇଛି ଶ୍ରଦ୍ଧାଞ୍ଜଳି ଦିବସ ପାଳିତ

24-Jul-2025



ଭୁବନେଶ୍ୱର:ବାଲେଶ୍ବରର ଛାତ୍ରୀଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି ଅର୍ପଣ ଓ ବଳଙ୍ଗା ନାବାଳିକା ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରାଯାଇଛି।

ଏହି ଅବସରରେ କଂଗ୍ରେସ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନା, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ,ଜଗନ୍ନାଥ ପଟ୍ଟନାୟକ,ପିସିସି ଉପସଭାପତି ଲଲାଟେନ୍ଦୁ ମହାପାତ୍ର ,ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତି ,ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ୍ ଦାଶ,ମିଡିଆ ସେଲ ଅଧ୍ୟକ୍ଷ ଅରବିନ୍ଦ ଦାଶ ଏବଂ ବହୁ ମହିଳା କଂଗେସ ନେତ୍ରୀ ବାଲେଶ୍ଵରର ଦିବଂଗତା ଛାତ୍ରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜଣାଇବା ସହ ବଳଙ୍ଗା ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରି ୧ ମିନିଟ ନୀରବ ପ୍ରାର୍ଥନା କରିଥିଲେ।ଅନୁରୂପ ଭାବେ ଉତ୍କଳ ବିଶ୍ଵବିଦ୍ୟାଳୟର ମୁଖ୍ୟ ଗେଟ ସମ୍ମୁଖରେ ପିସିସି ସଭାପତି ମଧ୍ୟ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇ କହିଛନ୍ତି, ରାଜ୍ୟରେ ନାରୀଙ୍କ ଉପରେ ଅତ୍ୟାଚାରକୁ ରୋକିବା ପାଇଁ ଜନ ଜାଗରଣର ଆବଶ୍ୟକତା ରହିଛି। 
ବାଲେଶ୍ୱର ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ପାଇଁ, ନାରୀ ସମାଜ ଉପରେ ହେଉଥିବା ଲଜ୍ୟାଜନକ ଅତ୍ୟାଚାର ବିରୁଦ୍ଧରେ ନ୍ୟାୟ ପାଇଁ ଏବଂ ବଳଙ୍ଗା ପୀଡ଼ିତାଙ୍କ ଆସୁ ଆରୋଗ୍ୟ ପାଇଁ ଗୋଟିଏ ମିନିଟ ଆଜି ୯ ଟା ବେଳେ କଂଗ୍ରେସ ଭବନ ସମେତ ରାଜ୍ୟବ୍ୟାପୀ ପାର୍ଥନା କରାଯାଇଥିଲା। ବାଲେଶ୍ୱର ପୀଡିତାଙ୍କ

ପାଇଁ ପ୍ରତୀତାତ୍ମକ ଭାବେ ଆଜି ବାଣୀବିହାର ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ଆଗରେ ପ୍ରାର୍ଥନା ସଭା କରିଛୁ ।ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନ, ସଂଗଠନ ଏବଂ ସମସ୍ତ ମହିଳା ସମାଜକୁ କୃତଜ୍ଞତା ଜ୍ଞାପନ କରିଛନ୍ତି ଶ୍ରୀଯୁକ୍ତ ଦାସ।

ପିସିସି ସଭାପତି ସୁଧାଂଶୁ ଦେଓ ଓ ବାଣୀବିହାର ଛାତ୍ର ସଂସଦ ର ପୂର୍ବତନ ସଭାପତି ଆଇନଜୀବୀ ହିମାଂଶୁ ଲେଙ୍କାଙ୍କ ତତ୍ବାବଧାନରେ ଆୟୋଜିତ ଶ୍ରଦ୍ଧାଞ୍ଜଳୀ ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ମୁଖପାତ୍ର ସେବାଦଳ ଅଧ୍ୟକ୍ଷ ଶୁଭେନ୍ଦୁ ମହାନ୍ତି, ରଜନୀ ମହାନ୍ତି, ରାଜୀବ ପଟ୍ଟନାୟକ, ସୁବ୍ରତ ମହାପାତ୍ର,ଗୀତାଞ୍ଜଳି ମହାନ୍ତି, ଜୟଶ୍ରୀ ପାତ୍ର,ପ୍ରଣତି ମିଶ୍ର, ଅଶୋକ ଦାସ, ପ୍ରଶାନ୍ତ ଚଂପତି,ପ୍ରଶାନ୍ତ ଶତପଥୀ,କୃଷ୍ଣଚନ୍ଦ୍ର ପତି, ପୁଷ୍ପିତା ଦାସ, ଅଜୟ ମହାପାତ୍ର, ସୁଶାନ୍ତ ତ୍ରିପାଠୀ, ନିରଞ୍ଜନ ନାୟକ,କୁସୁମ ପ୍ରଧାନ,ଚିନ୍ମୟ ସୁନ୍ଦର ଦାଶ, କିଶୋର ଜେନା,ମନୋରଞ୍ଜନ ଦାସ,ଦୀପକ ସାହୁ,କୈଳାଶ ସାହୁ, ମଣ୍ଟୁ ମଲ୍ଲିକ, ଶ୍ରେୟା ମହାନ୍ତି, ଶ୍ରୀୟାସ୍ମିତା ପଣ୍ଡା,ଅମିତା ବିଶ୍ଵାଳ, ସୁନିତା ବିଶ୍ଵାଳ,ମିହିର ଆଚାର୍ଯ୍ୟ,ପ୍ରକାଶ ଜେନା,ଜୟକୃଷ୍ଣ ସୁବୁଦ୍ଧି, ପ୍ରସନ୍ନ ନାୟକ, ଦେବାଶିଷ ଦାସ, ଆଦିତ୍ୟ ପ୍ରିତମ ଦାସ, ସୌମ୍ୟ ରଂଜନ ଜେନା, ଜ୍ୟୋତି ମହାନ୍ତି ପ୍ରମୁଖ ବହୁ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like