-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୭୯ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

24-Jul-2025



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ରାୟଗଡା ଜିଲ୍ଲାସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଆଜି ଏକ ପ୍ରସ୍ତୁତି ବୈଠକ  ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।  ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ, ଅଧ୍ୟକ୍ଷା ଜିଲ୍ଲାପରିଷଦ ସୁଶ୍ରୀ ସରସ୍ବତୀ ମାଝୀ, ଜିଲ୍ଲା ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ରାୟଗଡ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଉପଜିଲ୍ଲାପାଳ ରାୟଗଡ଼,ଶ୍ରୀ ରମେଶ କୁମାର ଜେନା, ପିଏ ଆଇଟିଡ଼ିଏ,ଚନ୍ଦ୍ରକାନ୍ତ ମାଝୀ, ଏସଡିପିଓ ଗୌର ହରି ସାହୁପ୍ରମୁଖ ମଞ୍ଚାସିନ ହୋଇଥିବା ବେଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ଗତ ବର୍ଷର କାର୍ଯ୍ୟକ୍ରମ ବିବରଣୀ ପାଠ କରି ସଂଯୋଜନା କରିବା ସହ ଚଳିତ ବର୍ଷ ପାଇଁ ବୈଠକରେ ଉପସ୍ଥିତ ବ୍ୟକ୍ତି ବିଶେଷଙ୍କ ପ୍ରସ୍ତାବ ଲୋଡିଥିଲେ | ସ୍ୱାଧୀନତା ଦିବସ ପାଳନ ଦିନ ପ୍ରତ୍ୟୁଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ରାମଧୂନ ପରିବେଷଣ କରାଯିବ । ସକାଳ ଘ ୭.୩୦ ମି ଠାରୁ ଘ. ୮ ଟା ମଧ୍ୟରେ ପ୍ରତ୍ୟେକ ସରକାରୀ, ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସେହିପରି ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଜିଲ୍ଲା ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସରେ ସକାଳ ଘ. ୯. ୧୫ମି. ସମୟରେ ଅନୁଷ୍ଠାନିକ ଭାବେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତଳୋନ କରାଯିବ |  ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବକୃତା ଓ ଦେଶାତ୍ମକବୋଧ ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ। ଜିଲ୍ଲାରେ ଦଶମ ଓ ଦ୍ୱାଦଶ ପରୀକ୍ଷା ରେ ଟପ୍ପର ଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ମାନିତ କରିବା ପାଇଁ ଆଲୋଚନା କରାଯାଇଥିଲା | ଏହା ସହିତ ସୈନ୍ୟବାହିନୀରେ ବୀରତ୍ୱ ପ୍ରଦର୍ଶନ କରିଥିବା ଜିଲ୍ଲାର ପୂର୍ବତନ ସୈନିକମାନଙ୍କୁ ସମ୍ମାନିତ କରିବାକୁ ପୂର୍ବତନ ସୈନିକ ସଙ୍ଘ ପ୍ରସ୍ତାବ  ଦେଇଥିଲେ l ପ୍ୟାରଡ଼ ପଡିଆରେ ବାରିକେଟ ଲଗାଇବା ସହ ଅନ୍ୟାନ୍ୟ ବ୍ୟବସ୍ଥା ପାଇଁ ପୂର୍ତ୍ତ ବିଭାଗ ସହ ଅନ୍ୟ ବିଭାଗକୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା | ଏହି ଦିବସ ପାଳନ ଅବସରରେ ବିଭିନ୍ନ ଅନୁଷ୍ଠାନରେ ଯଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରୋଗୀ, ଉପ କାରାଗାର ,ସେବା ସମାଜ, ସ୍ୱାଧର ଗୃହର ଅନ୍ତେବାସୀ ଏବଂ ବରିଷ୍ଠ ନାଗରିକ ମାନଙ୍କୁ ଫଳ  ବଣ୍ଟନ କରାଯିବ l ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୌର ନିର୍ବାହୀ ଅଧିକାରୀ,, ଡ଼ି ଆଇଇବି ଡିଏସପି ଶ୍ରୀ ଭୀମସେନ ନାୟକ, କୁଲଦୀପ କୁମାର, ଅବକାରୀ ଅଧିକାରୀ ସନ୍ତୋଷ କୁମାର  ଧଳସlମନ୍ତ, ପୋଲିସ ରିଜର୍ଭ ଇନ୍ସପେକ୍ଟର କବିବର ଦେହୁରୀ ,ରାୟଗଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଓ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା, ଜିସିଡ଼ି ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ,ପୂର୍ତ୍ତ ବିଭାଗ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଏବଂ ସହରର ମାନ୍ୟଗଣ୍ୟ ବ୍ୟକ୍ତି  ଶିକ୍ଷବିତ୍ତ ଡ଼ଃ ଦୁଷ୍ମନ୍ତ ମହାନ୍ତି, ବରିଷ୍ଠ ନାଗରିକ କଲ୍ୟାଣ ସଂଘର ସଦସ୍ୟ,ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ମାନେ,ଆଇନଜୀବୀ ପଦ୍ମନାଭ ଦାଶ, ବ୍ରଜକିଶୋର ନାୟକ ଆଦି ଉପସ୍ଥିତ ଥିଲେ । ଶେଷରେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like